ରାଜ୍ୟର ୮ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କଲା ପାଣିପାଗକେନ୍ଦ୍ର
by Argus News
Thu, Apr 11 | 9:23 a.m.

ଅର୍ଗସ ବ୍ୟୁରୋ: ଘଡ଼ଘଡ଼ି ସହ ମଧ୍ୟମ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି । ବରଗଡ଼, ବଲାଙ୍ଗିର, ସୋନପୁର, ସୁନ୍ଦରଗଡ଼, ଝାରସୁଗୁଡ଼ାକୁ ୟେଲୋ ୱାର୍ଣ୍ଣିଂ .. ସମ୍ବଲପୁର, ନୂଆପଡ଼ା, ବୌଦ୍ଧକୁ 3 ଘଣ୍ଟା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି । ବିଭିନ୍ନ ଜିଲ୍ଲାରେ ମେଘୁଆ ପାଗ ସହ ହାଲୁକା ବର୍ଷା .. ପଶ୍ଚିମାଝଡ଼ ପ୍ରଭାବରେ ବାୟୁମଣ୍ଡଳର ମଧ୍ୟ, ଉପରିଭାଗର ନିମ୍ନଚାପ ରେଖା ପ୍ରଭାବରେ ବର୍ଷା

ଝାରସୁଗୁଡ଼ା, ସୁନ୍ଦରଗଡ଼, ନୂଆପଡ଼ା, ସମ୍ବଲପୁର, ବରଗଡ଼, ବୌଦ୍ଧରେ ଲାଗି ରହିଛି ବର୍ଷା । ସୋନପୁର, ବଲାଙ୍ଗିର, ଅନୁଗୁଳ, ଦେବଗଡ଼ର କେତେକ ଅଞ୍ଚଳରେ ମେଘୁଆ ପାଗ ସହ ହାଲୁକା ବର୍ଷା ଟ୍ଵିନ୍‌ସିଟି ଭୁବନେଶ୍ଵର ଓ କଟକର କେତେକ ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ହାଲୁକା ବର୍ଷା ସେପଟେ ଲୋଇସିଂହାରେ କାଳବୈଶାଖୀ ପ୍ରଭାବରେ ପ୍ରବଳ ବର୍ଷା ଲାଗିରହିଛି। ଲୋଇସିଂହା, ପୁଇଁନ୍ତଳା, ଆଗଲପୁର ଅଞ୍ଚଳରେ ମଧ୍ୟରାତ୍ରରୁ ପବନ ସହ ବର୍ଷା ଜାରି ରହିବା ସହ କିଛି ସ୍ଥାନରେ ଚାଳ ଘର ଭାଙ୍ଗିବା ସହ ବିଦ୍ୟୁତ୍‌ ସରବରାହ ଠପ୍ ରହିଛି। 

ଅଧିକ ପଢ଼ନ୍ତୁ ପାଣିପାଗ ଖବର 
 

ଅଗ୍ନିକାଣ୍ଡ
ଭୟାବହ ଅଗ୍ନିକାଣ୍ଡ , ଜଳିଗଲା ଲକ୍ଷାଧିକ ଟଙ୍କାର ସମ୍ପତ୍ତି
ଢେଙ୍କାନାଳ : ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ପଞ୍ଚାୟତ ସମିତି ସଭାଗୃହରେ ବିଳମ୍ବିତ ରାତିରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ଜଳିଗଲା ଲକ୍ଷାଧିକ ଟଙ୍କାର ମୂଲ୍ୟବା
ହେମାମାଳିନୀ
ଆଜି ପୁଣି ପ୍ରଚାର ମୈଦାନକୁ ଓହ୍ଲାଇବେ ହେମାମାଳିନୀ
ଭୁବନେଶ୍ବର : ଆଜି ପୁଣି ହେମାମାଳିନୀ କରିବେ ପ୍ରଚାର । ଦେବଗଡ଼ ବାରକୋଟରେ ଜନସଭାକୁ ସମ୍ବୋଧିତ କରିବା ସହ ପାଲଲହଡ଼ାରେ ଜନସଭାକୁ କରିବେ ସମ୍ବୋଧନ । ସେହିପରି କେନ୍ଦ୍ର ରେଳମନ୍ତ୍ରୀ ଅଶ୍ବିନ
ନିଆଁ
ତୀର୍ଥଯାତ୍ରୀ ବସରେ ନିଆଁ , ୮ ଜୀବନ୍ତ ଦଗ୍ଘ
ଅର୍ଗସ ବ୍ୟୁରୋ : ହରିୟାଣାର ନୁହରେ ତୀର୍ଥଯାତ୍ରୀ ବସରେ ନିଆଁ ଲାଗିଯାଇଛି । ଏଥିରେ ୮ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୨୪ ଜଣ ମେଡିକାଲରେ ଭର୍ତ୍ତି ହୋଇଛନ୍ତି । ବସରେ ମୋଟ ୬୦ ଜଣ ଯାତ୍ର