ଆଗାମୀ ଦୁଇ ଦିନ ପାଗ ଶୁଖିଲା, ୫ରୁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭବନା
by Argus News
Sat, Dec 02 | 6:24 a.m.

ଅର୍ଗସ ବ୍ୟୁରୋ : ଆଗାମୀ ଦୁଇ ଦିନ ରାଜ୍ୟରେ ଶୁଖିଲା ପାଗ । ଡିସେମ୍ବର ୪ ତାରିଖରୁ କିଛି ସ୍ଥାନରେ ଏବଂ ଡିସେମ୍ବର ୫ରୁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭବନା । କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ବଙ୍ଗୋପସାଗରରେ  ସୃଷ୍ଟି ହୋଇଥିବା ଲଘୁଚାପ ଏବେ ଅବପାତରେ ପରିଣତ ହୋଇ  ଡିପ୍ ଡିପ୍ରେସନରେ ରହିଛି ଏବଂ ଚେନ୍ନାଇରୁ ୭୮୦ କିମି ଦୂରରେ ରହିଥିବା ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି । 

ଅଧିକ ପଢନ୍ତୁ : ଅବପାତ ପ୍ରଭାବରେ ଓଡ଼ିଶାରେ ବର୍ଷା ସମ୍ଭାବନା : ସିଇସି

ପରବର୍ତ୍ତୀ ସମୟରେ ଏହା ବାତ୍ୟାର ରୂପ ନେଇ ଡିସେମ୍ବର ୪ ତାରିଖ ସନ୍ଧ୍ୟାରେ ଲ୍ୟାଣ୍ଡଫଲ୍ କରିବ । ଓଡ଼ିଶାରେ ଏହାର ବିଶେଷ ପ୍ରଭାବ ନାହିଁ । ବାତ୍ୟା ପ୍ରଭାବରେ କିଛି ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି ।  ବାତ୍ୟା ପାଇଁ ଡିସେମ୍ବର ୪ ତାରିଖରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମଧ୍ୟରେ ପ୍ରବେଶ କରିବାକୁ ମନା କରାଯାଇଛି ।

LUCKNOW
ଉତ୍ତରପ୍ରଦେଶର ଲକ୍ଷ୍ନୌକୁ ମିଳିବ ପ୍ରଥମ ଅନ୍ତର୍ଜାତୀୟ କନଭେସନ୍ ସେଣ୍ଟର
ଅର୍ଗସ ବ୍ୟୁରୋ: ଉତ୍ତରପ୍ରଦେଶର ଲକ୍ଷ୍ନୌକୁ ମିଳିବ ପ୍ରଥମ ଅନ୍ତର୍ଜାତୀୟ କନଭେସନ୍ ସେଣ୍ଟର। ୩୨ ଏକର ଜାଗାରେ ନିର୍ମାଣ ହେବ ଏହି ଅନ୍ତର୍ଜାତୀୟ ସମ୍ମିଳନୀ କକ୍ଷ । ଆସନ୍ତା
INDIA
ତିକ୍ତ ହେବାରେ ଲାଗୁଛି ଭାରତ ଓ କାନାଡା ସମ୍ପର୍କ
ଅର୍ଗସ ବ୍ୟୁରୋ: ଭାରତ ଓ କାନାଡା ଭିତରେ ସମ୍ପର୍କ ତିକ୍ତ ହେବାରେ ଲାଗୁଛି। ଏଥି ପାଇଁ କେବଳ କାନାଡା ପିଏମ ହିଁ ଦାୟୀ ବୋଲି କଡ଼ା ଜବାବ ରଖିଛି ଭାରତ। ପ୍ରଥମରୁ କନାଡାର
SAMEER
ନିର୍ବାଚନ ଲଢ଼ିବେ ସମୀର ୱାଙ୍ଖଡେ
ଅର୍ଗସ ବ୍ୟୁରୋ: ନିର୍ବାଚନ ଲଢ଼ିବେ ସମୀର ୱାଙ୍ଖଡେ। ବଲିଉଡ୍ ସୁପରଷ୍ଟାର ଶାହରୁଖ ଖାନଙ୍କ ପୁଅ ଆର୍ଯନଙ୍କୁ ଗିରଫ କରି ଚର୍ଚ୍ଚାକୁ ଆସିଥିଲେ। ଏକ ଡ୍ରଗ୍ସ ଡିଲ୍ ମାମଲାରେ 2021