ଅସମ୍ଭାଳ ତାତିରେ ଛଟପଟ ସାରା ଓଡ଼ିଶା
by Argus News
Sat, Apr 20 | 3:15 p.m.

ଅର୍ଗସ ବ୍ୟୁରୋ: ପ୍ରଚଣ୍ଡ ଗରମ, ଅସମ୍ଭାଳ ତାତିରେ ଛଟପଟ ସାରା ଓଡ଼ିଶା । ପାଣିପାଗ ବିଭାଗର ଆକଳନ, ଆହୁରି 2 ଦିନ ଯାଏଁ ଜାରି ରହିବ ଗ୍ରାଷ୍ମ ଲହରୀ । ସକାଳ 11ଟା 30 ସୁଦ୍ଧା ଝାରସୁଗୁଡାରେ ସର୍ବାଧିକ 41.6 ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି। ସେହିପରି କେନ୍ଦୁଝରରେ 40.8, ରାଉରକେଲା ଏବଂ ବାଲେଶ୍ବରରେ 40ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି। 

ହୀରାକୁଦରେ 39.2 ଡିଗ୍ରୀ ଭୁବନେଶ୍ବର ଏବଂ ସମ୍ବଲପୁରରେ 38.8 ଡିଗ୍ରୀ, ଚାନ୍ଦବାଲିରେ 38.2 ଡିଗ୍ରୀ ତାପମାତ୍ରା ଅନୁଭୂତ ହେଉଛି। ସେହିପରି ପୁରୀରେ 34.2 ଡିଗ୍ରୀ, ପାରାଦ୍ୱୀପ ଏବଂ ଗୋପାଳପୁରରେ 33.2 ଡିଗ୍ରୀ ରେକର୍ଡ କରାଯାଇଛି। ସେପଟେ ଆଜି ଦକ୍ଷିଣ ଓଡିଶାର କିଛି ସ୍ଥାନରେ କାଳବୈଶାଖୀ ସମ୍ଭାବନା ରହିଛି।

ଅଧିକ ପଢ଼ନ୍ତୁ ପାଣିପାଗ ଖବର 

ରାଜ୍ୟରେ ଲାଗୁ ହେବ
4m ago
ରାଜ୍ୟରେ ଲାଗୁ ହେବ ଜାତୀୟ ଶିକ୍ଷା ନୀତି 2020
ଅର୍ଗସ ବ୍ୟୁରୋ: ରାଜ୍ୟରେ ଲାଗୁ ହେବ ଜାତୀୟ ଶିକ୍ଷା ନୀତି 2020। ଓଡ଼ିଶାରେ ଜାତୀୟ ଶିକ୍ଷା ନୀତି 2020 ଲାଗୁ କରିବା ପାଇଁ ପୁନଃଗଠିତ ହେଲା ଟାସ୍କ ଫୋର୍ସ । ଅତିରିକ୍ତ ମୁଖ୍ୟ ଶାସନ ସଚିବ ତଥ
LUCKNOW
ଉତ୍ତରପ୍ରଦେଶର ଲକ୍ଷ୍ନୌକୁ ମିଳିବ ପ୍ରଥମ ଅନ୍ତର୍ଜାତୀୟ କନଭେସନ୍ ସେଣ୍ଟର
ଅର୍ଗସ ବ୍ୟୁରୋ: ଉତ୍ତରପ୍ରଦେଶର ଲକ୍ଷ୍ନୌକୁ ମିଳିବ ପ୍ରଥମ ଅନ୍ତର୍ଜାତୀୟ କନଭେସନ୍ ସେଣ୍ଟର। ୩୨ ଏକର ଜାଗାରେ ନିର୍ମାଣ ହେବ ଏହି ଅନ୍ତର୍ଜାତୀୟ ସମ୍ମିଳନୀ କକ୍ଷ । ଆସନ୍ତା
INDIA
ତିକ୍ତ ହେବାରେ ଲାଗୁଛି ଭାରତ ଓ କାନାଡା ସମ୍ପର୍କ
ଅର୍ଗସ ବ୍ୟୁରୋ: ଭାରତ ଓ କାନାଡା ଭିତରେ ସମ୍ପର୍କ ତିକ୍ତ ହେବାରେ ଲାଗୁଛି। ଏଥି ପାଇଁ କେବଳ କାନାଡା ପିଏମ ହିଁ ଦାୟୀ ବୋଲି କଡ଼ା ଜବାବ ରଖିଛି ଭାରତ। ପ୍ରଥମରୁ କନାଡାର