କାଲିଠୁ ଆରମ୍ଭ ହେବ ବିଶ୍ବ ପ୍ରସିଦ୍ଧ ଯୋରନ୍ଦା ମହିମା ମେଳା
by Argus News
Wed, Feb 21 | 2:42 p.m.

ଢେଙ୍କାନଳ:  କାଲିଠୁ ଆରମ୍ଭ ହେବ ଢେଙ୍କାନାଳର ବିଶ୍ବ ପ୍ରସିଦ୍ଧ ଯୋରନ୍ଦା ମହିମା ମେଳା । ଚଳିତ ଥର ଧୁମଧାମରେ ହେବ ଯୋରନ୍ଦା ଯାତ୍ରା । ୩ ଦିନ ଧରି ଅଲେଖ ମହିମା ଧ୍ବନିରେ ପ୍ରକମ୍ପିତ ହେବ ଶୂନ୍ୟ ମନ୍ଦିର । ଯାହାକୁ ନେଇ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ।  ମାଘ ମେଳାକୁ ନେଇ ଚଳଚଞ୍ଚଳ ଢେଙ୍କାନାଳର ବିଶ୍ଵ ପ୍ରସିଦ୍ଧ ଯୋରନ୍ଦା ମହିମା ପୀଠ ।

ଚଳିତଥର ଧୁମଧାମରେ ହେବ ଯୋରନ୍ଦା ଯାତ୍ରା । ଆସନ୍ତା ୨୨ ତାରିଖରୁ ୨୪ ତାରିଖ ପର୍ଯ୍ୟନ୍ତ ୩ ଦିନ ଧରି ଅଲେଖ ମହିମା ଧ୍ବନିରେ ପ୍ରକମ୍ପିତ ହେବ ଶୂନ୍ୟ ମଦିର । ଯାହାକୁ ନେଇ ଦେଶର ବିଭିନ୍ନ ପ୍ରାନ୍ତରୁ ଉଭୟ ସାଧୁ ଓ ଭକ୍ତଙ୍କ ଭିଡ଼ ଦେଖିବାକୁ ମିଳିଲାଣି । ଏନେଇ ପ୍ରସ୍ତୁତି ମଧ୍ୟ ଚୂଡାନ୍ତ ପର୍ଯ୍ୟାୟରେ ପହଁଚିଛି । ପ୍ରତି ବର୍ଷ ମାଘ ଚତୁର୍ଦ୍ଦଶୀ ଦିନ ଠାରୁ ଯୋରନ୍ଦା ମାଘ ମେଳା ଆରମ୍ଭ ହୋଇଥାଏ । ଆରମ୍ଭ ଦିନ ଠାରୁ ତିନି ଦିନ ଧରି ସାଧୁମାନେ ଅଲେଖ ମହିମା ସ୍ଵାମୀଙ୍କ ନିକଟରେ ଘୃତାହୃତ କରିବା ସହ ଝାଡ଼ ପ୍ରଜ୍ବଳନ କରିଥାନ୍ତି । 
ଅଧିକ ପଢନ୍ତୁ ଓଡିଶା ଖବର 

ସିଏମ୍ କିଷାନ
କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ
ଭୁବନେଶ୍ୱର: ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା। ଇଷ୍ଟଦେବୀଙ୍କୁ ନବାନ୍ନ ଅର୍ପଣ ପରେ ନୁଆଁ ଖାଇବେ ଲୋକେ। କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନା
ଧର୍ମେନ୍ଦ୍ର
ତିନି ଦିନିଆ ଓଡ଼ିଶା ଗସ୍ତରେ ଧର୍ମେନ୍ଦ୍ର
ଭୁବନେଶ୍ୱର: ତିନି ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି କେନ୍ଦ୍ରମନ୍ତ୍ରୀ। ଆଜି ଟ୍ରେନ୍ ଯୋଗ
ମହିଳା ଲାଭାର୍ଥୀ
ଓଡିଶା ଇତିହାସର ଗୋଟିଏ ଯୋଜନାରେ ସବୁଠୁ ଅଧିକ ମହିଳା ଲାଭାର୍ଥୀ
ଭୁବନେଶ୍ୱର: ସୁଭଦ୍ରା, ଓଡ଼ିଶା ଇତିହାସରେ ଗୋଟିଏ ଯୋଜନାରେ ସର୍ବାଧିକ ମହିଳା ଲାଭାର୍ଥୀ । ସାରା ରାଜ୍ୟରେ ଉଛୁଳା ଉତ୍ସାହ । ସୁଭଦ୍ରା ରଥର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, କହିଲେ