ବିଦ୍ୟୁତ ତାର ବେକରେ ଲାଗି ଯୁବକ ମୃତ
by Argus News
Tue, Apr 02 | 1:26 p.m.

ଅର୍ଗସ ବ୍ୟୁରୋ: କୋଣାର୍କ-ଚନ୍ଦ୍ରଭାଗା ମେରାଇନ ରୋଡ଼ରେ ସଡ଼କ ଦୁର୍ଘଟଣାରେ ଜଣେ ମୃତ । କୋଣାର୍କ-ଚନ୍ଦ୍ରଭାଗା ରାସ୍ତାରେ ଥିବା ଏକ ବିଦ୍ୟୁତ ଖୁଣ୍ଟ ଭାଙ୍ଗି ରାସ୍ତାକୁ ବିଦ୍ୟୁତ ତାର ଓହଳି ରହିଥିଲା। 

ସେହି ରାସ୍ତାରେ ଆସୁଥିବା ଏକ ବାଇକ ଆରୋହୀ ବିଦ୍ୟୁତ ତାରରେ ଛନ୍ଦି ହୋଇଥିଲେ । ଘଟଣାସ୍ଥଳରେ ହିଁ ବାଇକ ଆରୋହୀ ଭାସ୍କର ବେହେରାଙ୍କ ମୃତ୍ୟୁ ହୋଇଛି। ଏନେଇ କୋଣାର୍କ ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛନ୍ତି। 

ଅଧିକ ପଢ଼ନ୍ତୁ ଓଡ଼ିଶା ଖବର 
 

ସିଏମ୍ କିଷାନ
କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ
ଭୁବନେଶ୍ୱର: ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା। ଇଷ୍ଟଦେବୀଙ୍କୁ ନବାନ୍ନ ଅର୍ପଣ ପରେ ନୁଆଁ ଖାଇବେ ଲୋକେ। କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନା
ଧର୍ମେନ୍ଦ୍ର
ତିନି ଦିନିଆ ଓଡ଼ିଶା ଗସ୍ତରେ ଧର୍ମେନ୍ଦ୍ର
ଭୁବନେଶ୍ୱର: ତିନି ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି କେନ୍ଦ୍ରମନ୍ତ୍ରୀ। ଆଜି ଟ୍ରେନ୍ ଯୋଗ
ମହିଳା ଲାଭାର୍ଥୀ
ଓଡିଶା ଇତିହାସର ଗୋଟିଏ ଯୋଜନାରେ ସବୁଠୁ ଅଧିକ ମହିଳା ଲାଭାର୍ଥୀ
ଭୁବନେଶ୍ୱର: ସୁଭଦ୍ରା, ଓଡ଼ିଶା ଇତିହାସରେ ଗୋଟିଏ ଯୋଜନାରେ ସର୍ବାଧିକ ମହିଳା ଲାଭାର୍ଥୀ । ସାରା ରାଜ୍ୟରେ ଉଛୁଳା ଉତ୍ସାହ । ସୁଭଦ୍ରା ରଥର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, କହିଲେ