ଗାଧୋଇବାକୁ ଯାଇ ଯୁବକ ନିଖୋଜ
by Argus News
Sun, Oct 20 | 3:22 p.m.

କଟକ: ମହାନଦୀକୁ ଗାଧୋଇବାକୁ ଯାଇ ଯୁବକ ନିଖୋଜ। ବାଙ୍କୀ ମହାନଦୀ ପଠାର କାଳିକାପ୍ରସାଦ ଘାଟ ନିକଟରେ ଏଭଳି ଅଭାବନୀୟ ଘଟଣା ଘଟିଛି । ସୂଚନା ଅନୁଯାୟୀ ବାଙ୍କୀ ଥାନା ଅନ୍ତର୍ଗତ ପାଟପୁର ଗ୍ରାମର ଆଲୋକ ବାରିକ ନିଜ ଶଶୁର ଘର ପାଥପୁର ଆସିଥିବା ବେଳେ ଆଜି ସକାଳୁ  ମହାନଦୀକୁ ଗାଧୋଇବାକୁ ଯାଇଥିଲେ ।


ହେଲେ ଗାଧୋଇବାକୁ ଯାଇ ଆଉ ଘରକୁ ଫେରି ନଥିଲେ । ତେବେ ଆଲୋକ ଘରକୁ ନ ଆସିବାରୁ ପରିବାର ଲୋକେ ମହାନଦୀକୁ ଯାଇ ବହୁତ ଖୋଜା ଖୋଜି କରିବା କରୁଥିବା ବେଳେ ବର୍ତ୍ତମାନ ସୁଦ୍ଧା କୌଣସି ପତା ମିଳିପାରିନାହିଁ ।ସେପଟେ ବାଙ୍କୀ ଅଗ୍ନିଶମ ବାହିନୀ ଦ୍ୱାରା ଉଦ୍ଧାର କାର୍ଯ୍ୟ ଜାରି ରହିଛି। 
ଅଧିକ ପଢନ୍ତୁ  ଓଡ଼ିଶା ଖବର 

ଗ୍ୟାସ ସିଲିଣ୍ଡର
ଗ୍ୟାସ ସିଲିଣ୍ଡର ବିସ୍ଫୋରଣ: ୬ ମୃତ
ଅର୍ଗସ ବ୍ୟୁରୋ: ଉତ୍ତର ପ୍ରଦେଶ ସିକନ୍ଦରାବାଦର ଆଶାପୁରୀ କଲୋନୀରେ ଏକ ଘରେ ଘଟିଥିବା ସିଲିଣ୍ଡର ବିସ୍ଫୋରଣରେ ଅତି କମରେ ୬ଜଣଙ୍କର ମୃତ୍ୟୁ ଘଟିଛି। ବୁଲନ୍ଦସହର ଜିଲା ମାଜିଷ୍ଟ୍ରେଟ ଏଏନଆ
ବେଙ୍ଗାଲୁରୁରେ ନିର୍ମାଣ
ବେଙ୍ଗାଲୁରୁରେ ନିର୍ମାଣାଧୀନ କୋଠା ଭୁଶୁଡ଼ିଲା: ଜଣେ ମୃତ
ଅର୍ଗସ ବ୍ୟୁରୋ: ବେଙ୍ଗାଲୁରୁରେ ଗତ କିଛି ଦିନ ହେଲା ପ୍ରବଳ ବର୍ଷା ଜାରି ରହିଛି । ଏଥିପାଇଁ ଜନଜୀବନ ପ୍ରଭାବିତ ହୋଇଛି । ପ୍ରବଳ ବର୍ଷା ଯୋଗୁଁ ସହରରେ ଏକ ନିର୍ମାଣାଧୀନ ବହୁତଳ କୋଠା ଭୁଶୁଡ଼
AUSTRALIA
ଅଷ୍ଟ୍ରେଲିଆରେ କେନ୍ଦ୍ରମନ୍ତ୍ରୀଙ୍କୁ ଭବ୍ୟ ସ୍ୱାଗତ
ଅର୍ଗସ ବ୍ୟୁରୋ: ଅଷ୍ଟ୍ରେଲିଆରେ ପହଞ୍ଚିଲେ କେନ୍ଦ୍ର ଶିକ୍ଷାମନ୍ତ୍ରୀ । ଗତ ଦୁଇ ଦିନ ଧରି ସିଙ୍ଗାପୁରରେ ସମସ୍ତ ସରକାରୀ କାର୍ଯ୍ୟକ୍ରମରେ ଯୋଗଦେବା ପରେ ଆଜି ଅଷ୍ଟ୍ରେଲିଆର ମେଲବର୍ଣ୍ଣର