ଗାଧୋଇବାକୁ ଯାଇ ପୋଖରୀରେ ବୁଡିଗଲେ ଯୁବକ 
by Argus News
Mon, Apr 22 | 7:08 p.m.

 ଅନୁଗୁଳ: ଅନୁଗୁଳ ଜିଲ୍ଲା ପାଲଲହଡା ଥାନା ଅନ୍ତର୍ଗତ ଜୋକପାଣି ଗ୍ରାମରେ ଅଘଟଣ। ପୋଖରୀରେ ଗାଧୋଉଥିବା ବେଳେ ପାଣିରେ ବୁଡ଼ିଯାଇ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତ ଯୁବକ ହେଲେ ଖମାର ଥାନା ଅନ୍ତର୍ଗତ ରୋହିରା ଗ୍ରାମର ଲିଙ୍ଗରାଜ ବେହେରା।

ଜୋକପାଣି ଗ୍ରାମରେ ଥିବା ନିଜ ସମ୍ପର୍କୀୟ ଘରକୁ ଆସିଥିଲେ।  ତେବେ ଆଜି ଗ୍ରାମର ପୋଖରୀରେ ଗାଧୋଉଥିବା ବେଳେ ପାଣିରେ ବୁଡି ଯାଇ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଥିଲା।  ପରେ ଗ୍ରାମବାସୀ ପାଲଲହଡା ପୋଲିସ କୁ ଖବର ଦେଇଥିଲେ। ଖବର ପାଇ ପାଲଲହଡା ପୋଲିସ ଘଟଣାସ୍ଥଳରେ ପହଞ୍ଚି ଶବ ଜବତ କରିଛି । 
ଅଧିକ ପଢନ୍ତୁ ଓଡ଼ିଶା ଖବର 

ସିଏମ୍ କିଷାନ
କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ
ଭୁବନେଶ୍ୱର: ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା। ଇଷ୍ଟଦେବୀଙ୍କୁ ନବାନ୍ନ ଅର୍ପଣ ପରେ ନୁଆଁ ଖାଇବେ ଲୋକେ। କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନା
ଧର୍ମେନ୍ଦ୍ର
ତିନି ଦିନିଆ ଓଡ଼ିଶା ଗସ୍ତରେ ଧର୍ମେନ୍ଦ୍ର
ଭୁବନେଶ୍ୱର: ତିନି ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି କେନ୍ଦ୍ରମନ୍ତ୍ରୀ। ଆଜି ଟ୍ରେନ୍ ଯୋଗ
ମହିଳା ଲାଭାର୍ଥୀ
ଓଡିଶା ଇତିହାସର ଗୋଟିଏ ଯୋଜନାରେ ସବୁଠୁ ଅଧିକ ମହିଳା ଲାଭାର୍ଥୀ
ଭୁବନେଶ୍ୱର: ସୁଭଦ୍ରା, ଓଡ଼ିଶା ଇତିହାସରେ ଗୋଟିଏ ଯୋଜନାରେ ସର୍ବାଧିକ ମହିଳା ଲାଭାର୍ଥୀ । ସାରା ରାଜ୍ୟରେ ଉଛୁଳା ଉତ୍ସାହ । ସୁଭଦ୍ରା ରଥର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, କହିଲେ