ବିଦ୍ୟୁତ୍ ଆଘାତ ଲାଗି ଯୁବକଙ୍କ ଚାଲିଗଲା ଜୀବନ 
by Argus News
Thu, Mar 28 | 8:44 a.m.

 କେନ୍ଦୁଝର:  ବିଦ୍ୟୁତ୍ ତାର ସଂଯୋଗ କରୁଥିବାବେଳେ ଘଟିଗଲା ଅଘଟଣ । ବିଦ୍ୟୁତ୍ ଆଘାତ ଲାଗି ଯୁବକଙ୍କ ଚାଲିଗଲା ଜୀବନ ।

ମୃତ ଯୁବକ ବଡ଼ବିଲ ଥାନା ଠାକୁରାଣୀ ଅଞ୍ଚଳର ସ୍ଵପ୍ନେଶ୍ୱର ନାଏକ। ସ୍ଵପ୍ନେଶ୍ୱର ନିଜ ଘରେ ଛିଡିଯାଇଥିବା ବିଦ୍ୟୁତ୍ ତାର ଦୁଇଟିକୁ ସଂଯୋଗ କରୁଥିବା ସମୟରେ ତାଙ୍କୁ  କରେଣ୍ଟ ଲାଗିଥିଲା, ଯାହା ଫଳରେ ତାଙ୍କର ମୃତ୍ୟୁ ହୋଇଛି। 

ଅଧିକ ପଢନ୍ତୁ ଓଡ଼ିଶା ଖବର 

ମୁଖ୍ୟମନ୍ତ୍ରୀ
ବିଜେଡି ନିର୍ବାଚନୀ ଇସ୍ତାହାର ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ଅର୍ଗସ ବ୍ୟୁରୋ : ବିଜେଡି ଜାରି କଲା ନିର୍ବାଚନୀ ଇସ୍ତାହାର । ଇସ୍ତାହାର ଜାରି କରିଛନ୍ତି ମୁଖ୍ୟମନ୍ତ୍ରୀ । ଓଡିଶା ନମ୍ବର ୱାନ ଘୋଷଣା ପତ୍ର ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ । ସେ କହିଛନ୍ତ
ପ୍ରଧାନମନ୍ତ୍ରୀ
ଆସନ୍ତା କାଲି ଦୁଇ ଦିନିଆ ନିର୍ବାଚନ ପ୍ରଚାରରେ ଓଡ଼ିଶା ଗସ୍ତରେ ଆସୁଛନ୍ତି ପ୍ରଧାନମନ୍ତ୍ରୀ
ଆସନ୍ତା କାଲି ଭୁବନେଶ୍ୱରରେ ରୋଡ ସୋରେ ଯୋଗ ଦେବେ ପ୍ରଧାନମନ୍ତ୍ରୀ ସନ୍ଧ୍ୟା ୬ ଟାରେ ରାଜ୍ୟ କାର୍ଯ୍ୟାଳୟରୁ ବାଣୀବିହାର ପର୍ଯ୍ୟନ୍ତ ରୋଡ ସୋ କରିବେ ମୋଦି ଆସନ୍ତ
ଧର୍ମେନ୍ଦ୍ର
" ଲୋକଙ୍କୁ ଠକିଲେ ଲୋକମାନେ ହିଁ ଭାଙ୍ଗି ଦିଅନ୍ତି ସରକାର " - ଧର୍ମେନ୍ଦ୍ର
ଅର୍ଗସ ବ୍ୟୁରୋ : ନିର୍ବାଚନ ଫଳ ଆସିବା ପରେ ବିଜେଡିକୁ ଭାଙ୍ଗି ମହାରାଷ୍ଟ୍ର ଓ ମଧ୍ୟପ୍ରଦେଶ ପରି ସରକାର ଗଠନ ଲାଗି ରଣନୀତି କରିଛି ବିଜେପି। ବରାଦି ସାମ୍ବାଦିକ ସମ୍ମିଳନୀରେ ବିଜେଡ