ସର୍ବସାଧାରଣ ସ୍ଥାନରେ ହେବ ସ୍ତନ୍ୟପାନ କକ୍ଷ
by Argus News
Fri, Aug 30 | 3:05 p.m.

ଭୁବନେଶ୍ୱର:  ସର୍ବସାଧାରଣ ସ୍ଥାନରେ ହେବ ସ୍ତନ୍ୟପାନ କକ୍ଷ। ଏଣିକି ସର୍ବସାଧାରଣ ସ୍ଥାନରେ ପ୍ରତିଷ୍ଠା ହେବ ସ୍ତନ୍ୟପାନ କକ୍ଷ/ସ୍ଥାନ। ସରକାରୀ କାର୍ଯ୍ୟାଳୟ, ସର୍ବସାଧାରଣ ସ୍ଥାନ, ଘରୋଇ କାର୍ଯ୍ୟାଳୟରେ ସ୍ତନ୍ୟପାନ କକ୍ଷ ସ୍ଥାପନ ହେବ ।

ଏନେଇ ଅତିରିକ୍ତ ମୁଖ୍ୟ ସଚିବଙ୍କୁ ଚିଠି ଲେଖିଲା ମହିଳା ଓ ଶିଶୁ ବିକାଶ ବିଭାଗ। ମହିଳାଙ୍କ ପାଇଁ ଏକ ଅନୁକୂଳ, ସୌହାର୍ଦ୍ଦ୍ୟପୂର୍ଣ୍ଣ କାର୍ଯ୍ୟସ୍ଥଳୀ ଯୋଗାଇବାକୁ ପରାମର୍ଶ ଦିଆଯାଇଛି। ଆରାମଦାୟକ, ଏକାନ୍ତ ଏବଂ ସ୍ଵଚ୍ଛ ସ୍ଥାନ ପ୍ରତିଷ୍ଠା କରିବା ପାଇଁ ଅନୁରୋଧ କରାଯାଇଛି। 

ଅଧିକ ପଢନ୍ତୁ ଓଡ଼ିଶା ଖବର 

ଗ୍ରେ ଡିଭର୍ସ
4m ago
ଭାରତରେ କାହିଁକି ବଢୁଛି ଗ୍ରେ ଡିଭର୍ସ?
ଅର୍ଗସ ବ୍ୟୁରୋ: ଏକବିଂଶ ଶତାବ୍ଦୀରେ ରିଲେସନସିପ ବା ସମ୍ପର୍କର ସଂଜ୍ଞା ବଦଳି ଯାଇଛି ଓ ସମ୍ପର୍କର ଗୋଟେ ନାଁ ଦେବାକୁ ପଡୁଛି ଆଉ ଉଦାହରଣ ହେଉଛି ଗ୍ରେ ଡିଭର୍ସ । ତେବେ ହଠାତ୍ ଏହି ଗ୍ର
ମଧୁମେହ
10m ago
ମଧୁମେହ ରୋଗୀଙ୍କ ପାଇଁ ମେଥି ଖାଇବା ଲାଭ
ଅର୍ଗସ ବ୍ୟୁରୋ: ଆଜିକାଲି ଖରାପ ଜୀବନଶୌଳୀ ହେତୁ ଲୋକମାନେ ଅନେକ ପ୍ରକାରର ରୋଗର ଶିକାର ହେଉଛନ୍ତି। ସେହିପରି ମଧୁମେହ ଏପରି ଏକ ରୋଗ ଯାହା ଦେଶ ତଥା ବିଶ୍ଵରେ ମହାମାରୀ ପରି ବ୍ୟାପୁଛି
ପାଟଣାଗଡ଼ରେ
11m ago
ପାଟଣାଗଡ଼ରେ ୧୨ ଟିକିଆ ହାତୀ ପଲଙ୍କ ଉପଦ୍ରବ
ଅର୍ଗସ ବ୍ୟୁରୋ: ବଲାଙ୍ଗୀର ଜିଲ୍ଲା ପାଟଣାଗଡ଼ ବନାଞ୍ଚଲର ଟିକ୍ରାପଡ଼ା ସେକସନରୁ ଗତ ରାତିରେ ଗୁଦ୍ରାମୁଣ୍ଡା ପଟୁ 12ଟିକିଆ ହାତୀ ପଲ ଆସି ପାଟଣାଗଡ ରେଞ୍ଜର ସେମେଲ ମୁଣ୍ଡା ଗାଁର