ବାଲେଶ୍ବରରେ ଆଜି ୪ ଘଣ୍ଟା ପାଇଁ କୋହଳ ରହିବ କର୍ଫ୍ୟୁ
by Argus News
Thu, Jun 20 | 7:51 a.m.

ବାଲେଶ୍ବର : ବାଲେଶ୍ବର ସହରରେ ଧୀରେଧୀରେ ସ୍ଥିତି ସ୍ବାଭାବିକ ହେଉଛି ।  ଆଜି ୪ ଘଣ୍ଟା ପାଇଁ କୋହଳ କରାଯାଇଛି । ସକାଳ ୭ଟାଠାରୁ ଦିନ ୧୧ଟା ପର୍ପ୍ୟନ୍ତ କୋହଳ ରହିବ ବୋଲି ଜିଲ୍ଲାପାଳ ସୂଚନା ଦେଇଛନ୍ତି । ଏହା ସହିତ କେବଳ ଲ୍ୟାଣ୍ଡଲାଇନ୍‌ ଫୋନ୍‌ରେ ଇଣ୍ଟରନେଟ୍‌ ସେବା ମିଳିବ। ପ୍ରଥମ ପର୍ଯ୍ୟାୟ ବ୍ୟାଙ୍କ ସମେତ ବ୍ୟବସାୟିକ ପ୍ରତିଷ୍ଠାନକୁ ଇଣ୍ଟରନେଟ୍‌ ସେବାମିଳିବ।

ଅଧିକ ପଢନ୍ତୁ : ଗୋଷ୍ଠୀ ସଂଘର୍ଷ ଘଟଣାରେ ଫେରୁଛି ଶାନ୍ତି, ପୌରାଞ୍ଚଳରେ କର୍ଫ୍ୟୁ ବଳବତ୍ତର ରହିବ

ଆସନ୍ତା ୨ଦିନ ପର୍ଯ୍ୟନ୍ତ ସ୍କୁଲ୍‌, କଲେଜ, ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରହିବ ବୋଲି ପ୍ରଶାସନ ପକ୍ଷରୁ କୁହାଯାଇଛି। ଉଭୟ ଗୋଷ୍ଠୀ ପକ୍ଷରୁ ରୁଜୁ ହୋଇଥିବା ୭ଟି ମାମଲାରେ ପୁଲିସ ୩୪ ଜଣଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି। ଏହାଛଡ଼ା କର୍ଫ୍ୟୁ ଆଇନ୍‌ ଉଲ୍ଲଂଘନ ଯୋଗୁଁ ସହରର ବିଭିନ୍ନ ଥାନାରେ ୩୦ରୁ ଅଧିକ ବ୍ୟକ୍ତିଙ୍କୁ ଅଟକ ରଖାଯାଇଛି ।

ପ୍ଲାଣ୍ଟରେ ବିସ୍ଫୋରଣ
18m ago
ନିଆଁ ପିଣ୍ଡୁଳା ସଫେଇ ସମୟରେ ଅଘଟଣ; 5 ଗୁରୁତର
ରାଉରକେଲା: ରାଉରକେଲା ଷ୍ଟିଲ୍ ପ୍ଲାଣ୍ଟରେ ବିସ୍ଫୋରଣ । Sms 1 ରେ ଘଟିଛି ବିସ୍ପୋରଣ । ସକାଳ ୯ ସମୟରେ sms 1 ରେ ସେଡ଼ରେ ନିଆଁ ପିଣ୍ଡୁଳା ସଫେଇ ସମୟରେ ଘଟିଛି ବିସ୍ଫୋରଣ । ବିସ୍ଫୋରଣର
ଭରତପୁର ଥାନା ଘଟଣା
33m ago
ଭରତପୁର ଥାନା ଘଟଣା:ଗୁଜୁରାଟରେ  ୫ ପୋଲିସ ଅଧିକାରୀଙ୍କର ହେବ ପଲିଗ୍ରାଫ ଟେଷ୍ଟ
ଅର୍ଗସ ବ୍ୟୁରୋ:ଭରତପୁର ଥାନା ଘଟଣାକୁ ନେଇ ଏବେବି ଜାରି ରହିଛି ସସ୍ସପେନ୍ସ,ସତ ପାଇଁ ଚାଲିଛି ମହାନାଟକ,କେବେ ଧରାପଡିବ ସତ,ସାଧାରଣରେ ଉଠିଛି ପ୍ରଶ୍ନ। ଫଳାଫଳ ଉପରେ ରହିଛି ସମସ୍ତଙ୍କ ନଜର
ବିଦ୍ୟାଳୟରେ ତାଲା
ଦୁର୍ଗମରେ ଶିକ୍ଷାର ବିକଳ ଚିତ୍ର, ବିଦ୍ୟାଳୟରେ ପଡିଲା ତାଲା
ମାଲକାନଗିରି: ଦୁର୍ଗମରେ ଶିକ୍ଷାର ବିକଳ ଚିତ୍ର । ବିଦ୍ୟାଳୟରେ ପଡିଲା ତାଲା । ଛାତ୍ରଛାତ୍ରୀମାନେ ବାରଣ୍ଡାରେ ବସି ପଢିଲେ ପାଠ । ନାମକୁ ମାତ୍ର ପ୍ରଧାନଶିକ୍ଷକ । ଦିନେ ହେଲେ ମଧ୍