ରାଜ୍ୟର ସବୁ ଜିଲ୍ଲା ମୁଖ୍ୟାଳୟରେ ହେବ ମେଡିକାଲ କଲେଜ
by Argus News
Thu, Sep 19 | 11:38 a.m.

ଅର୍ଗସ ବ୍ୟୁରୋ : ରାଜ୍ୟର ସବୁ ଜିଲ୍ଲା ମୁଖ୍ୟାଳୟରେ ହେବ ମେଡିକାଲ କଲେଜ ।  ଏ ନେଇ ଆଜି ବଡ଼ ସୂଚନା ଦେଇଛନ୍ତି ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ। ତାଳଚେର ଓ କନ୍ଧମାଳରେ ମେଡିକାଲ କଲେଜ ପାଇପଲାଇନରେ ଅଛି। ଅବସର ପରେ ବି ଅଧ୍ୟାପକମାନେ ମେଡିକାଲ କଲେଜରେ ପାଠ ପଢ଼ାଇବେ ।

ଅଧିକ ପଢନ୍ତୁ ଓଡିଶା ଖବର

ଦେଶ ବାହାରର ବିଭିନ୍ନ ବିଶ୍ବବିଦ୍ୟାଳୟର ଅଧ୍ୟାପକ ବି  ପାଠ ପଢାଇବେ। ଓଡ଼ିଶା ସ୍ବାସ୍ଥ୍ୟ ବିଶ୍ବ ବିଦ୍ୟାଳୟ କାର୍ଯ୍ୟକ୍ରମରେ ଯୋଗ ଦେଇ ଏହା କହିଛନ୍ତି ସ୍ବାସ୍ଥ୍ୟମନ୍ତ୍ରୀ। 
 

ବାଲେଶ୍ବର ବନ୍ୟା
ବାଲେଶ୍ବର ଭୋଗରାଇରେ ବନ୍ୟା ବିଭୀଷିକା,ଉଦ୍ଧାର କାର୍ଯ୍ୟ ଜାରି
ଅର୍ଗସ ବ୍ୟୁରୋ:ବାଲେଶ୍ବର ଭୋଗରାଇରେ ବନ୍ୟା ବିଭୀଷିକା ଦେଖିବାକୁ ମିଳିଛି । ୫୦ରୁ ଅଧିକ ଗାଁ ବାହ୍ୟଜଗତରୁ ବିଚ୍ଛିନ୍ନ ହୋଇଛି। ସ୍କୁଲ ଓ ବାତ୍ୟା ଆଶ୍ରୟସ୍ଥଳୀରେ ଆଶ୍ରୟ ନେଇଛନ୍ତି ୪ହଜାର ୫୦
ଅଙ୍କିତା
ଗଣମାଧ୍ୟମ ଆଗରେ ଛତିଥରା କାହାଣୀ ବଖାଣିଲେ ଅଙ୍କିତା
ଭୁବନେଶ୍ୱର: ଗଣମାଧ୍ୟମ ଆଗରେ ଛତିଥରା କାହାଣୀ ବଖାଣିଲେ ଅଙ୍କିତା । ସାମ୍ନାକୁ ଆସିଲା ଭରତପୁର ପୋଲିସର ତାଲିବାନୀ ଅତ୍ୟାଚାର । ପୋଲିସର ଅକଥନୀୟ ଅତ୍ୟାଚାର କଥା କହିଲେ ମେଜରଙ୍
ମମିତା ମେହେର
ପୁଣି ଖୋଲିବ କି ବହୁ ଚର୍ଚ୍ଚିତ ମମିତା ମେହେର ହତ୍ୟା ଫାଇଲ ?
ଭୁବନେଶ୍ୱର: ପୁଣି ଖୋଲିବ କି ବହୁ ଚର୍ଚ୍ଚିତ ମମିତା ମେହେର ହତ୍ୟା ଫାଇଲ । ପୂର୍ବତନ ସାଂସଦ ସୁଜିତ କୁମାରଙ୍କ ବୟାନ ପରେ ଜୋର ଧରିଛି ଏ ଦାବି । ସେପଟେ ମମିତାଙ୍କ ଦୋଷୀଙ୍କ