ଏକାଦିନରେ ସବୁ ପଡ଼ୁଥିବାରୁ ଚଳିତବର୍ଷ ନବଯୌବନ ଦର୍ଶନ ବନ୍ଦ
by Argus News
Tue, Jun 25 | 4:49 p.m.

ଅର୍ଗସ ବ୍ୟୁରୋ: ଚଳିତ ରଥଯାତ୍ରାରେ ମହାପ୍ରଭୁଙ୍କ ନବଯୌବନ ଦର୍ଶନ କରିବାରୁ ବଞ୍ଚିତ ହେବେ ଶ୍ରଦ୍ଧାଳୁ। ଗୋଟିଏ ଦିନରେ ନବଯୌବନ , ନେତ୍ରୋତ୍ସବ ଓ ଶ୍ରୀଗୁଣ୍ଡିଚା ଥିବାରୁ ନୀତି ଶୃଙ୍ଖଳିତ କରିବା ପାଇଁ ପରିଚାଳନା କମିଟିରେ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି।କେବଳ ସେବାୟତ ପରିବାର ନବଯୌବନ ଦର୍ଶନ କରିବାର ସୁଯୋଗ ପାଇପାରିବେ ବୋଲି ସର୍ବସମ୍ମତି ନିଷ୍ପତ୍ତି ନିଆଯାଇଛି। ଜୁଲାଇ ୭ ତାରିଖରେ ରଥଯାତ୍ରାରେ ସବୁ ଗୋଟିଏ ଦିନରେ ପଡ଼ୁଥିବାରୁ ଚଳିବର୍ଷ ନବଯୌବନ ଦର୍ଶନ ବନ୍ଦ ରହିବ

ସେପଟେ ନୀତି ନିର୍ଘଣ୍ଟ ନେଇ ଛତିଶା ନିଯୋଗ ବୈଠକ ନିଷ୍ପତ୍ତିକୁ କାୟମ ରଖିବାକୁ ନିଷ୍ପତ୍ତି ନେଇଛି ପରିଚାଳନା କମିଟି ।ନୀତିର ଯଥେଷ୍ଟ ପୂର୍ବରୁ ସଂପୃକ୍ତ ସେବାୟତ ମାନଙ୍କୁ ଉପସ୍ଥିତ ରହିବାକୁ ପରାମର୍ଶ ଦିଆଯାଇଛି। 

ଅଧିକ ପଢ଼ନ୍ତୁ ଧର୍ମ ଓ ସଂସ୍କୃତି ଖବର 
 

କଂଗ୍ରେସକୁ
କଂଗ୍ରେସକୁ ଜୋରଦାର୍‌ ଝଟ୍‌କା: ଏନସିପିରେ ଯୋଗ ଦେଲେ ବାବା ସିଦ୍ଦିକିଙ୍କ ପୁଅ
ଅର୍ଗସ ବ୍ୟୁରୋ: ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପ୍ରଚାର ମଧ୍ୟରେ କଂଗ୍ରେସକୁ ବଡ଼ ଝଟ୍‌କା ଲାଗିଛି। ତାଙ୍କ ପିତାଙ୍କ ପଥ ଅନୁସରଣ କରି ବରିଷ୍ଠ କଂଗ୍ରେସ ନେତା ବାବା ସିଦ୍ଦିକିଙ୍କ ପୁ
ସଡକ ଦୁର୍ଘଟଣାରେ
ସଡକ ଦୁର୍ଘଟଣାରେ ଯୁବକ ମୃତ
ଅର୍ଗସ ବ୍ୟୁରୋ: ଖଲ୍ଲିକୋଟ ଥାନା ଅନ୍ତର୍ଗତ ଆଇତିପୁର ପଞ୍ଚାୟତର ବଡଖେତା ଗ୍ରାମର ରାଜେଶ ମିଶ୍ର ଓରଫ ମୁନା ଆଜି ଆଇତିପୁର ଗ୍ରାମରୁ ଏକ ସ୍କୁଟି ଚଲାଇ ଦେବୀଝର ଅଭିମୁଖେ ଯାଉଥିଲେ। ତେବ
କୋହଲିଙ୍କୁ
କୋହଲିଙ୍କୁ ନଚାଉଛନ୍ତି ସ୍ପିନର୍ସ: ୨୬ ପାଳିରେ ୨୧ଥର ଆଉଟ୍‌
ଅର୍ଗସ ବ୍ୟୁରୋ: ପୁଣେର ମହାରାଷ୍ଟ୍ର କ୍ରିକେଟ୍ ଆସୋସିଏସନ୍ ଷ୍ଟାଡିୟମ୍‌ରେ ଖେଳାଯାଉଛି ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ତିନି ମ୍ୟାଚ୍ ବିଶିଷ୍ଟ ଟେଷ୍ଟ ସିରିଜ । ଶୁକ୍ରବା