ଦେବୀ ନଦୀରେ ବୁଡି 3 ମୃତ
by Argus News
Tue, Jun 18 | 5:45 p.m.

ପୁରୀ: ଦେବୀ ନଦୀରେ ବୁଡି 3 ଜଣଙ୍କର ମୃତ୍ୟୁ ହୋଇଛି । ଅସ୍ତରଙ୍ଗ ବାଲିଡିଆ ନିକଟବର୍ତ୍ତୀ ଦେବୀ ନଦୀରେ ଗାଧୋଇବା ବେଳେ ୩ ନାବାଳକ ବୁଡି ଯାଇଥିଲେ। ସ୍ଥାନୀୟ ଲୋକ ଦୀର୍ଘ ସମୟ ଖୋଜାଖୋଜି କରିବା ପରେ ନ ପାଇବାରୁ ଅସ୍ତରଙ୍ଗ ଅଗ୍ନିଶମ ବାହିନୀ ପହଂଚି ଦେବୀ ନଦୀରେ ଖୋଜି ୩ ଜଣ ନାବାଳକଙ୍କୁ ସଂକଟାପର୍ଣ୍ଣ ଅବସ୍ଥାରେ ଉଦ୍ଧାର କରିଥିଲେ । 

ପରେ ସମସ୍ତଙ୍କୁ ନିକଟସ୍ଥ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା । ହେଲେ ଡାକ୍ତର ସମସ୍ତଙ୍କୁ ମୃତ ଘୋଷଣା କରିଛନ୍ତି । ସମସ୍ତ ନାବାଳକ ବାଲିଡିଆ ଗ୍ରାମର ବୋଲି ସୂଚନା ମିଳିଛି । 

ଆହୁରି ପଢନ୍ତୁ ଓଡିଶା ଖବର...
 

ଚାଲେଞ୍ଜ
ଦୁର୍ଗାପୂଜାରେ ପୋଲିସ ଆଗରେ ରହିବ ଅନେକ ଚାଲେଞ୍ଜ
ଭୁବନେଶ୍ୱର: ଦୁର୍ଗାପୂଜାରେ ପୋଲିସ ଆଗରେ ରହିବ ଅନେକ ଚାଲେଞ୍ଜ। ପୂଜା ମଣ୍ଡପ ସୁରକ୍ଷା ଠାରୁ ଆରମ୍ଭ କରି ଟ୍ରାଫିକ ନିୟନ୍ତ୍ରଣ, ସବୁକିଛି କିଭଳି ସୁଚାରୁ ରୂପେ ସମାପନ କରାଯି
ନର୍ସିଂ ସଂଘ
ଆଜିଠାରୁ ଆନ୍ଦୋଳନ ପ୍ରତ୍ୟାହାର ପାଇଁ ରାଜି ହେଲା ନର୍ସିଂ ସଂଘ
ଭୁବନେଶ୍ୱର: ଆନ୍ଦୋଳନରୁ ଓହରିବେ ନର୍ସିଂ ସଂଘ। ଆଜିଠାରୁ ଆନ୍ଦୋଳନ ପ୍ରତ୍ୟାହାର ପାଇଁ ରାଜି ହୋଇଛି ନର୍ସିଂ ସଂଘ। ଏ ନେଇ ସୂଚନା ଦେଇଛନ୍ତି ରାଜ୍ୟ ସ୍ବାସ୍ଥ୍ୟମନ୍ତ୍ରୀ ମୁକେ
ଦହି
ଉଚ୍ଚ କୋଲେଷ୍ଟ୍ରଲ କମାଇବ ଦହି
ଅର୍ଗସ ବ୍ୟରୋ: କୋଲେଷ୍ଟ୍ରଲ ଧମନୀରେ ବ୍ଲକେଜ୍ ସୃଷ୍ଟି କରେ ଏବଂ ଉଚ୍ଚ ରକ୍ତଚାପର କାରଣ ହୋଇପାରେ । ଏପରି ପରିସ୍ଥିତିରେ ଆସନ୍ତୁ ଜାଣିବା ଏହି କାମ୍ ହେବାରେ ଦହିର ବ୍ୟବହାର କିପରି ସହାୟକ ହୁ