ଜାମ୍ମୁ-କାଶ୍ମୀରରେ ସୁରକ୍ଷା ବାହିନୀକୁ ବଡ଼ ସଫଳତା
by Argus News
Thu, Jun 27 | 7:32 a.m.

ନୂଆଦିଲ୍ଲୀ: ଜାମ୍ମୁ-କାଶ୍ମୀରରେ ସୁରକ୍ଷା ବାହିନୀକୁ ବଡ଼ ସଫଳତା। ଘାଟିରେ ଏନ୍‌କାଉଣ୍ଟରେ ଟଳିଲେ ତିନି ଆତଙ୍କବାଦୀ। ଗତକାଲି ଜମ୍ମୁ-କଶ୍ମୀରର ଡୋଡା ଜିଲ୍ଲାର ଏକ ଜଙ୍ଗଲରେ ସୁରକ୍ଷାବାହିନୀ ଓ ଆଙ୍କବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଥିଲା। ଏହି ଏନ୍‌କାଉଣ୍ଟରେ ଦୁଇ ଆତଙ୍କବାଦୀ ନିହତ ହୋଇଥିଲେ। 


ଡୋଡା ଜିଲ୍ଲାର ଗଣ୍ଡୋହର ସିନୁ ଅଞ୍ଚଳରେ ସୁରକ୍ଷାବାହିନୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ଏହି ଏନକାଉଣ୍ଟର ହୋଇଥିଲା। ମୃତ ଆତଙ୍କବାଦୀଙ୍କଠାରୁ ବହୁ ପରିମାଣରେ ଅସ୍ତ୍ରଶସ୍ତ୍ର ଜବତ ମଧ୍ୟ କରାଯାଇଛି। 

ଅଧିକ ପଢନ୍ତୁ ଭାରତ ଖବର 

ଗ୍ୟାସ୍‌ ଲିକ୍
କେମିକାଲ ଫ୍ୟାକ୍ଟ୍ରିରୁ ଗ୍ୟାସ୍‌ ଲିକ୍ , ବର୍ତ୍ତମାନ ସ୍ଥିତି ନିୟନ୍ତ୍ରଣ
ଅର୍ଗସ ବ୍ୟୁରୋ : କେମିକାଲ ଫ୍ୟାକ୍ଟ୍ରିରୁ ଗ୍ୟାସ୍‌ ଲିକ୍‌ ଘଟଣା। ସଘଟଣା ସ୍ଥଳରେ ପହଞ୍ଚିଲେ ଅତିରିକ୍ତ ଜିଲ୍ଲାପାଳ। ଘଟଣା ସ୍ଥଳରେ ପହଞ୍ଚି ସ୍ଥିତି ପରଖିବାଛନ୍ତି। ଅଗ୍ନିଶମ
ମଟନ୍ ବିରିୟାନୀ
ଜେଲରେ କଏଦୀଙ୍କୁ ମିଳିବ ମଟନ୍ ବିରିୟାନୀ
ଅର୍ଗସ ବ୍ୟୁରୋ : କଏଦୀଙ୍କ ପାଇଁ ଦଶହରା ଭେଟି । ଜେଲରେ ମିଳିବ ବିରିୟାନୀର ମଜା । ପଶ୍ଚିମବଙ୍ଗ ସରକାରଙ୍କ ନିଷ୍ପତ୍ତି । ଅକ୍ଟୋବର ୯ରୁ ୧୨ ତାରିଖ ଯାଏଁ ଜେଲରେ କଏଦୀଙ୍କୁ ମିଳିବ ସ୍ବାଦିଷ୍
ହରିୟାଣା ନିର୍ବାଚନ
ହରିୟାଣା ନିର୍ବାଚନ ; ସଂଧ୍ୟା ୬ଟା ସୁଦ୍ଧା ହୋଇଛି ୬୫ ପ୍ରତିଶତ ମତଦାନ
ଅର୍ଗସ ବ୍ୟୁରୋ : ଶେଷ ହୋଇଛି ହରିୟାଣା ନିର୍ବାଚନ । ନିର୍ବାଚନ କମିଶନ ତଥ୍ୟ ଅନୁସାରେ ସଂଧ୍ୟା 6ଟା ସୁଦ୍ଧା ହୋଇଛି 65 ପ୍ରତିଶତ ମତଦାନ । ଗତ 1 ତାରିଖରେ ଜମ୍ମୁ କାଶ୍ମୀର ନିର୍ବାଚନ ଶେଷ ହେବ