ଶରଧା ବାଲିରେ ତିନି ରଥ, ଆଜି ଦିନ ସାରା ରଥ ଉପରେ ଚତୁର୍ଦ୍ଧାମୂର୍ତ୍ତିଙ୍କୁ ଦର୍ଶନ କରିପାରିବେ ଭକ୍ତ
by Argus News
Tue, Jul 09 | 7:34 a.m.

ଅର୍ଗସ ବ୍ୟୁରୋ: ଶରଧା ବାଲିରେ ତିନି ରଥ । ଆଜି ଦିନ ସାରା ରଥ ଉପରେ ଚତୁର୍ଦ୍ଧାମୂର୍ତ୍ତିଙ୍କୁ ଦର୍ଶନ କରିପାରିବେ ଭକ୍ତ । ଆଜି ସଂଧ୍ୟାରେ ହେବ ପହଣ୍ଡି । ଗୁଣ୍ଡିଚା ମନ୍ଦିରକୁ ବିଜେ କରିବେ ବଳଭଦ୍ର, ସୁଭଦ୍ରା, ଜଗନ୍ନାଥ ଓ ଚକ୍ରରାଜ ସୁଦର୍ଶନ । ପ୍ରାୟ ପାଞ୍ଚ ଦଶନ୍ଧି ପରେ ଏଥର ଶ୍ରୀକ୍ଷେତ୍ରରେ ଦେଖିବାକୁ ମିଳିଛି ଅନନ୍ୟ ପରମ୍ପରା। ଦୁଇ ଦିନିଆ ରଥଯାତ୍ରାକୁ ନେଇ ପ୍ରଫୁଲ୍ଲିତ ଭକ୍ତ । ଲାଗିଛି ଅଗଣିତ ଭକ୍ତଙ୍କ ଗହଳି। ପ୍ରଥମ ଦିନରେ ପହଣ୍ଡି ବିଜେ ସହ ବଡ଼ଦାଣ୍ଡରେ ମାତ୍ର କିଛି ବାଟ ହିଁ ଟଣା ହୋଇଥିଲେ ତିନି ରଥ। ଦ୍ବିତୀୟ ଦିନରେ ଭକ୍ତଙ୍କ ଗହଣରେ ବଡ଼ ଭାଇ ଓ ଭଉଣୀଙ୍କ ପଛେ ପଛେ ଗୁଣ୍ଡିଚା ମନ୍ଦିର ନିକଟରେ ପହଞ୍ଚିଛନ୍ତି ଜଗତ ଠାକୁର।

ଅଧିକ ପଢ଼ନ୍ତୁ ଓଡିଶା ଖବର:

କଂଗ୍ରେସକୁ
କଂଗ୍ରେସକୁ ଜୋରଦାର୍‌ ଝଟ୍‌କା: ଏନସିପିରେ ଯୋଗ ଦେଲେ ବାବା ସିଦ୍ଦିକିଙ୍କ ପୁଅ
ଅର୍ଗସ ବ୍ୟୁରୋ: ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପ୍ରଚାର ମଧ୍ୟରେ କଂଗ୍ରେସକୁ ବଡ଼ ଝଟ୍‌କା ଲାଗିଛି। ତାଙ୍କ ପିତାଙ୍କ ପଥ ଅନୁସରଣ କରି ବରିଷ୍ଠ କଂଗ୍ରେସ ନେତା ବାବା ସିଦ୍ଦିକିଙ୍କ ପୁ
ସଡକ ଦୁର୍ଘଟଣାରେ
ସଡକ ଦୁର୍ଘଟଣାରେ ଯୁବକ ମୃତ
ଅର୍ଗସ ବ୍ୟୁରୋ: ଖଲ୍ଲିକୋଟ ଥାନା ଅନ୍ତର୍ଗତ ଆଇତିପୁର ପଞ୍ଚାୟତର ବଡଖେତା ଗ୍ରାମର ରାଜେଶ ମିଶ୍ର ଓରଫ ମୁନା ଆଜି ଆଇତିପୁର ଗ୍ରାମରୁ ଏକ ସ୍କୁଟି ଚଲାଇ ଦେବୀଝର ଅଭିମୁଖେ ଯାଉଥିଲେ। ତେବ
କୋହଲିଙ୍କୁ
କୋହଲିଙ୍କୁ ନଚାଉଛନ୍ତି ସ୍ପିନର୍ସ: ୨୬ ପାଳିରେ ୨୧ଥର ଆଉଟ୍‌
ଅର୍ଗସ ବ୍ୟୁରୋ: ପୁଣେର ମହାରାଷ୍ଟ୍ର କ୍ରିକେଟ୍ ଆସୋସିଏସନ୍ ଷ୍ଟାଡିୟମ୍‌ରେ ଖେଳାଯାଉଛି ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ତିନି ମ୍ୟାଚ୍ ବିଶିଷ୍ଟ ଟେଷ୍ଟ ସିରିଜ । ଶୁକ୍ରବା