ଲିଜେଣ୍ଡସ କ୍ରିକେଟ ଲିଗରେ ଆଜି ଟୋୟମ ହାଇଦ୍ରାବାଦ ସହ ଗୁଜରାଟ ଗ୍ରେଟ ମୁକାବିଲା
by Argus News
Sat, Sep 28 | 8:09 a.m.

ଅର୍ଗସ ବ୍ୟୁରୋ:  ଲିଜେଣ୍ଡସ କ୍ରିକେଟ ଲିଗରେ ଆଜି ଟୋୟମ ହାଇଦ୍ରାବାଦ ସହ ଗୁଜରାଟ ଗ୍ରେଟ ମୁକାବିଲା । ଗତକାଲି ବର୍ଷା ଧୋଇନେଲା କୋଣାର୍କ ସୂୟାର୍ସ ଓଡିଶା ବନାମ ମାଣିପାଲ ଟାଇଗର୍ସ ମ୍ୟାଚ୍ । ସୁରତର ଲାଲ ଭାଇ କଣ୍ଟ୍ରାକ୍ଟର ଷ୍ଟାଡିଅମରେ ଖେଳାଯିବାକୁ ଥିବା ଏହି ମ୍ୟାଚରେ ବର୍ଷା ଯୋଗୁଁ ଟସ ପଡିବା ମଧ୍ୟ ସମ୍ଭବ ହୋଇନାହିଁ। ଏଥିରୁ ଏକ ପଏଣ୍ଟ ପାଇ ସର୍ବମୋଟ ତିନି ପଏଣ୍ଟରେ ଦ୍ଵିତୀୟ ସ୍ଥାନରେ ରହିଛି କୋଣାର୍କ ସୂୟାର୍ସ ଓଡିଶା। ସେପ୍ଟେମ୍ବର 29ରେ ଇଣ୍ଡିଆ କ୍ୟାପିଟାଲ୍ସକୁ ଭେଟିବ କୋଣାର୍କ ସୂୟାର୍ସ ଓଡିଶା।

ଅଧିକ ପଢ଼ନ୍ତୁ ଖେଳ ଖବର:

CHIEF MINISTER
19m ago
ଜିଲ୍ଲାପାଳ ଓ ଏସପିଙ୍କ ସମ୍ମିଳନୀରେ ମୁଖ୍ୟମନ୍ତ୍ରୀଙ୍କ ଉଦବେଗ
ଅର୍ଗସ ବ୍ୟୁରୋ: ଗତ 22 ବର୍ଷରେ ଓଡ଼ିଶାରେ ହୋଇଥିବା ମହିଳା ହିଂସାକୁ ନେଇ ଜିଲ୍ଲାପାଳ ଓ ଏସପିଙ୍କ ସମ୍ମିଳନୀରେ ମୁଖ୍ୟମନ୍ତ୍ରୀଙ୍କ ଉଦବେଗ । ସିଏମ୍ କହିଲେ, ୨୨ ବର୍ଷ ଓଡ଼ିଶ
STATE GOVERNMENT
ଆଜି ସବୁ ଜିଲ୍ଲାପାଳ ଓ ଏସପିଙ୍କୁ ନେଇ ରାଜ୍ୟ ସରକାରଙ୍କ ସମ୍ମିଳନୀ
ଅର୍ଗସ ବ୍ୟୁରୋ: ଆଜି ସବୁ ଜିଲ୍ଲାପାଳ ଓ ଏସପିଙ୍କୁ ନେଇ ରାଜ୍ୟ ସରକାରଙ୍କ ସମ୍ମିଳନୀ । ଗତକାଲି ଜିଲ୍ଲାପାଳଙ୍କ ସମ୍ମିଳନୀ ଶେଷ ହୋଇଥିବା ବେଳେ ଆଜି ଜିଲ୍ଲାପାଳ ଓ ଆରକ୍ଷ
HYDERABAD
ଲିଜେଣ୍ଡସ କ୍ରିକେଟ ଲିଗରେ ଆଜି ଟୋୟମ ହାଇଦ୍ରାବାଦ ସହ ଗୁଜରାଟ ଗ୍ରେଟ ମୁକାବିଲା
ଅର୍ଗସ ବ୍ୟୁରୋ: ଲିଜେଣ୍ଡସ କ୍ରିକେଟ ଲିଗରେ ଆଜି ଟୋୟମ ହାଇଦ୍ରାବାଦ ସହ ଗୁଜରାଟ ଗ୍ରେଟ ମୁକାବିଲା । ଗତକାଲି ବର୍ଷା ଧୋଇନେଲା କୋଣାର୍କ ସୂୟାର୍ସ ଓଡିଶା ବନାମ ମାଣିପାଲ ଟାଇଗର୍