ଆଜି ସବୁ ଜିଲ୍ଲାପାଳ ଓ ଏସପିଙ୍କୁ ନେଇ ରାଜ୍ୟ ସରକାରଙ୍କ ସମ୍ମିଳନୀ
by Argus News
Sat, Sep 28 | 10:27 a.m.

ଅର୍ଗସ ବ୍ୟୁରୋ:  ଆଜି ସବୁ ଜିଲ୍ଲାପାଳ ଓ ଏସପିଙ୍କୁ ନେଇ ରାଜ୍ୟ ସରକାରଙ୍କ ସମ୍ମିଳନୀ । ଗତକାଲି ଜିଲ୍ଲାପାଳଙ୍କ ସମ୍ମିଳନୀ ଶେଷ ହୋଇଥିବା ବେଳେ ଆଜି ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ମିଳିତ ସମ୍ମିଳନୀ ଅନୁଷ୍ଠିତ ହେବ । ଲୋକଙ୍କୁ ସରକାରୀ ଯୋଜନାର ସୁଫଳ କେମିତି ସହଜରେ ପହଞ୍ଚିବ ସେ ନେଇ ହେବ ଆଲୋଚନା । ରାଜ୍ୟର ଆଇନଶୃଙ୍ଖଳା ପରିସ୍ଥିତି ନିୟନ୍ତ୍ରଣ କରିବା ସହ ଅପରାଧ କମାଇବା ଉପରେ ଏସପି ମାନଙ୍କୁ ଗୁରୁମନ୍ତ୍ର ଦେବେ ମୁଖ୍ୟମନ୍ତ୍ରୀ । ଏହାସହ ଥାନାକୁ ଅଭିଯୋଗ ନେଇ ଆସୁଥିବା ଲୋକଙ୍କୁ ଉତ୍ତମ ବ୍ୟବହାର ଦେବା ନେଇ ଗୁରୁତ୍ଵ ଦେବାକୁ ଦେବେ ପରାମର୍ଶ । ଲୋକସେବା ଭବନ ସମ୍ମିଳନୀ କକ୍ଷରେ ବସିଛି ବୈଠକ ।

ଅଧିକ ପଢ଼ନ୍ତୁ ଓଡିଶା ଖବର:

ଟେଷ୍ଟ
49m ago
ଟେଷ୍ଟରେ ଅଶ୍ବିନ ରାଜ୍,ଭାଙ୍ଗିଲେ କୁମ୍ବଲେଙ୍କ ରେକର୍ଡ,ଏସିଆରେ ଦ୍ବିତୀୟ
ଅର୍ଗସ ବ୍ୟୁରୋ:ବିଶ୍ବ କ୍ରିକେଟରେ ଟେଷ୍ଟରେ ରାଜ୍ କରୁଛନ୍ତି ଆର.ଅଶ୍ବିନ,ବ୍ୟାଟିଂ ହେଉ ଅବା ବୋଲିଂ ସବୁଥିରେ କରୁଛନ୍ତି କମାଲ୍ । କାନପୁର ଟେଷ୍ଟରେ ବାଂଲାଦେଶର ଅଧିନାୟକ ନଜମୁଲ ହୁସେ
କାଶ୍ମୀର
56m ago
କାଶ୍ମୀରକୁ ପାଲେଷ୍ଟାଇନ୍ ସହିତ ପାକିସ୍ତାନ ତୁଳନା କରିବା ହାସ୍ୟାସ୍ପଦ:ମଙ୍ଗଳନନ୍ଦନ
ଅର୍ଗସ ବ୍ୟୁରୋ: ପାକିସ୍ତାନର ମିଛବର୍ଷିଛି ଭାରତ।ଜାତିସଂଘ ମହାସଭାରେ ପାକ୍ ପ୍ରଧାନମନ୍ତ୍ରୀ ଶାହବାଜ୍ ଶରିଫ୍ ପୁଣି ବିଷ ଓଗାଳିଛନ୍ତି,ଦେଖିବାକୁ ମିଳିଛି ପାକିସ୍ତାନର କାଶ୍ମୀର ରାଗ । ଭାର
ଯୌନ ଶୋଷଣ
ଯୌନ ଶୋଷଣର ଶିକାର ହେଲେ ୧୯ ବର୍ଷୀୟ ଝିଅ
ବଲାଙ୍ଗୀର: ବଲାଙ୍ଗୀର ଜିଲ୍ଲା ତୁରେକେଲା ଥାନା ଅର୍ନ୍ତଗତ ତେତେଲଖୁଟି ଗ୍ରାମର ଜଣେ ୧୯ ବର୍ଷୀୟ ଝିଅ ସହିତ ପ୍ରେମ ଓ ପରେ ବିବାହ ପ୍ରତିଶ୍ରୁତି ଦେଇ ଯୌନ ଶୋଷଣ କରି ଛାଡ଼ି ଦେଇଥିବା ଅଭିଯୋ