ଆଜି ବିଧାନସଭା ଅଧିବେଶନର ପଞ୍ଚମ ଦିନ , ଚାଲିଛି ପ୍ରଶ୍ନକାଳ କାର୍ଯ୍ୟକ୍ରମ
by Argus News
Fri, Jul 26 | 10:56 a.m.

ଅର୍ଗସ ବ୍ୟୁରୋ : ଆଜି ବିଧାନସଭା ଅଧିବେଶନର ପଞ୍ଚମ ଦିନ । ସୁରୁଖୁରୁରେ ଚାଲିଛି ଗୃହକାର୍ଯ୍ୟ । ଆରମ୍ଭ ହୋଇଛି ପ୍ରଶ୍ନକାଳ । ଚାଲିଛି ବିଭିନ୍ନ ବିଷୟ ଉପରେ ଆଲୋଚନା ।  ଉଚ୍ଚଶିକ୍ଷା, ବିଦ୍ୟାଳୟ ଓ ଗଣଶିକ୍ଷା, ଶିଳ୍ପ, ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ ଏବଂ ସଂଖ୍ୟାଲଘୁ ସମ୍ପ୍ରଦାୟ ଓ ପଛୁଆବର୍ଗ କଲ୍ୟାଣ, ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ, ଦକ୍ଷତା ବିକାଶ ଓ ବୈଷୟିକ, କ୍ରୀଡା ଓ ଯୁବ କଲ୍ୟାଣ ବିଭାଗ ଉପରେ ଆଲୋଚନା ହେବ ।

ଅଧିକ ପଢନ୍ତୁ : 'ନୁଆ ସରକାରଙ୍କ ପ୍ରଥମ ଅଧିବେଶନ ଭଣ୍ଡୁର କରିବା ପାଇଁ ଯୋଜନା'

ନବୀନଙ୍କ ଗିରଫ କଥାକୁ ବିବରଣୀରୁ ବାଦ ଦେବାକୁ ଅଡି ବସିଛି ବିଜେଡି । କଂଗ୍ରେସ ପୋଲାଭରମ ପ୍ରକଳ୍ପକୁ ନେଇ ଗୃହ କମିଟି ଦାବି କରି ନିଜ ଜିଦ ଅଟଳ ରହିଛି ।ପୂର୍ବରୁ ବିରୋଧୀଙ୍କ ହଟ୍ଟଗୋଳ ଯୋଗୁଁ ସଠିକ୍ ଭାବେ ଚାଲିପାରୁନି ଗୃହ । ସେପଟେ ଗୃହର ସମ୍ମତି ଲାଭ ନିମନ୍ତେ ଅନେକ ଗୁରୁତ୍ବପୂର୍ଣ୍ଣ କାଗଜ ଉପସ୍ଥାପନ କରିବେ ମୁଖ୍ୟମନ୍ତ୍ରୀ ଏବଂ ଉପ ମୁଖ୍ୟମନ୍ତ୍ରୀ । 
 

ଆଜିଠାରୁ ଏକମାସ
55m ago
ଆଜିଠାରୁ ଏକମାସ ଧରି କାର୍ତ୍ତିକ ବ୍ରତ ପାଳନ କରିବେ ହବିଷ୍ୟାଳି
ଅର୍ଗସ ବ୍ୟୁରୋ: ଆଜିଠାରୁ ଆରମ୍ଭ ହୋଇଛି କାର୍ତ୍ତିକ ବ୍ରତ। 12 ମାସ ମଧ୍ୟରୁ ଧର୍ମ ଓ ପୂଣ୍ୟର ମାସ ହେଉଛି କାର୍ତ୍ତିକ ମାସ। ଏଥିପାଇଁ ଶ୍ରୀକ୍ଷେତ୍ର ସମ୍ପୂର୍ଣ୍ଣ ଚଳଚଞ୍ଚଳ ହୋଇଛି। ସକାଳ
ମୁମ୍ବାଇରୁ ଲଣ୍ଡନ
ମୁମ୍ବାଇରୁ ଲଣ୍ଡନ ଅଭିମୁଖେ ଯାଉଥିବା ଏୟାର ଇଣ୍ଡିଆ ବିମାନକୁ ବୋମା ଧମକ
ଅର୍ଗସ ବ୍ୟୁରୋ: ପୁଣି ଗୋଟିଏ ବିମାନକୁ ବୋମା ଧମକ। ମୁମ୍ବାଇରୁ ଲଣ୍ଡନ ଅଭିମୁଖେ ଯାଉଥିବା ଏୟାର ଇଣ୍ଡିଆ ବିମାନକୁ ବୋମା ଧମକ ମିଳିବା ପରେ ଏହାକୁ ଜରୁରୀ ଅବତରଣ କରାଯାଇଛି। ତେବେ ଗୁରୁବାର 9ଟ
ଓଡ଼ିଶା ପ୍ରଦେଶ କଂଗ୍ରେସ
ଓଡ଼ିଶା ପ୍ରଦେଶ କଂଗ୍ରେସ ସଭାପତି ଚୟନ ପାଇଁ ଏଆଇସିସି ପ୍ରକ୍ରିୟା ଆରମ୍ଭ
ଅର୍ଗସ ବ୍ୟୁରୋ: ଓଡି଼ଶା ପ୍ରଦେଶ କଂଗ୍ରେସ ସଭାପତି ଚୟନ ପାଇଁ ଏଆଇସିସି ପ୍ରକ୍ରିୟା ଆରମ୍ଭ କରିଛି । ଛତିଶଗଡ଼ କଂଗ୍ରେସ ବିଧାୟକ ଦଳ ନେତା ଚରଣ ଦାସ ମହନ୍ତଙ୍କୁ ଓଡ଼ିଶା ପିସିସିର ସାଙ୍ଗଠନି