ଆଜି ଚୈତ୍ର ନବରାତ୍ରୀର ଚତୁର୍ଥ ଦିନ
by Argus News
Sun, Oct 06 | 7:34 a.m.

ଅର୍ଗସ ବ୍ୟୁରୋ : ଶକ୍ତିରୂପିଣୀ ମାଆ ଦୁର୍ଗାଙ୍କର ନଅ ରୂପ ବୋଲି କୁହାଯାଏ। ନବରାତ୍ରର ଏହି ନଅଦିନ ମଧ୍ୟରେ ମା’ ଦୁର୍ଗାଙ୍କ ଭିନ୍ନ ଭିନ୍ନ ରୂପକୁ ପୂଜା କରାଯାଇଥାଏ। ଆଜି ଚୈତ୍ର ନବରାତ୍ରୀର ଚତୁର୍ଥ ଦିନ । ମା’ ଦୁର୍ଗାଙ୍କର ଚତୁର୍ଥ ସ୍ୱରୂପରେ ଦେବୀ କୁଷ୍ମାଣ୍ଡାଙ୍କୁ ପୂଜିବାର ବିଧି ରହିଛି । ମା’ଙ୍କ ଆରାଧନା ଦ୍ୱାରା ଭକ୍ତଙ୍କ ବଳ, ବୁଦ୍ଧି ବିଦ୍ୟା, ପ୍ରେମ, ଜ୍ଞାନ,ଆୟୁ, ଯଶ, ଆରୋଗ୍ୟ, ସନ୍ତାନର ସୁଖ ପ୍ରାପ୍ତ ହୋଇଥାଏ ।

ଅଧିକ ପଢନ୍ତୁ : ଚାଲିଛି ନବରାତ୍ରୀ ପୂଜା: ଭୁଲରେ ବି ଖାଆନ୍ତୁନି ଏହି ଖାଦ୍ୟ

ଶାସ୍ତ୍ର ଅନୁଯାୟୀ ଯେତେବେଳେ ସାରା ଜଗତ ଅସ୍ତିତ୍ୱ ବିହିନ ଥିଲା, ସେହି ସମୟରେ ଦେବୀ କୁଷ୍ମାଣ୍ଡା ପୁରା ବ୍ରହ୍ମାଣ୍ଡକୁ ସଂରଚନା କରିଥିଲେ ।ମା’ଙ୍କ ଏହି ବେଶ ଦର୍ଶନ କଲେ ମନର ଚଞ୍ଚଳତା ଦୂର ହେବା ସହିତ ରୋଗବାଗ ଶରୀର ଛାଡ଼ି ଚାଲିଯାଏ ବୋଲି ଧାର୍ମିକ ବିଶ୍ୱାସ ରହିଛି। ନବରାତ୍ରିର ଚତୁର୍ଥ ଦିନରେ ମା’ଙ୍କୁ ମାଲପୁଆ ଭୋଗ ଲାଗିଥାଏ।

ମାଓ ବାଦୀ
45m ago
ଜୋର ହେଉଛି ମାଓ ବାଦୀ ବିରୋଧୀ ଅଭିଯାନ
ଅର୍ଗସ ବ୍ୟୁରୋ: ଜୋର ହେଉଛି ମାଓ ବିରୋଧୀ ଅଭିଯାନ । କେନ୍ଦ୍ର ଗୃହ ଅମିତ ଶାହ ଆସନ୍ତାକାଲି ନୂଆଦିଲ୍ଲୀର ବିଜ୍ଞାନ ଭବନରେ ନକ୍ସଲ ପ୍ରଭାବିତ ରାଜ୍ୟର ମୁଖ୍ୟମନ୍ତ୍ରୀମାନଙ୍କ ସହ ଏ
MAHAKUMBH
CM Yogi Unveils MahaKumbh-2025 Logo, Launches Website & App
New Delhi, Oct 6: Chief Minister Yogi Adityanath on Sunday unveiled the logo for the MahaKumbh-2025 and launched its website and app in Prayagraj. The
ଗର୍ଭବତୀ
ଗର୍ଭବତୀଙ୍କୁ ଦିଆଯାଇଛି  Expiry ମେଡିସିନ୍
ଯାଜପୁର: ଗର୍ଭବତୀଙ୍କୁ ଦିଆଯାଇଛି ଏକ୍ସପାଇରୀ ମେଡିସିନ୍ । ଦୁଇ ମାସ ପୂର୍ଵରୁ ଔଷଧଗୁଡିକ ଏକ୍ସପାଇରୀ ହୋଇସାରିଛି । ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଯାଜପୁର ଜିଲ୍ଲା ବିଞ୍ଝାରପୁ