ଆଜି ପବିତ୍ର ଧନୁସଂକ୍ରାନ୍ତି: ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ପହିଲି ଭୋଗ ଲାଗି ନୀତି
by Argus News
Mon, Dec 16 | 10:00 a.m.

ଅର୍ଗସ ବ୍ୟୁରୋ: ଆଜି ପବିତ୍ର ଧନୁ ସଂକ୍ରାନ୍ତି। ଏହି ତିଥିରେ ଶ୍ରୀମନ୍ଦିରରେ ପାଳିତ ହେଉଛି ସ୍ୱତନ୍ତ୍ର ନୀତିକାନ୍ତି। ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଚୁଡ଼ାନ୍ତ ହୋଇଥିବା ନୀତିନିର୍ଘଣ୍ଟ ଅନୁଯାୟୀ ପବିତ୍ର ଧନୁ ସଂକ୍ରାନ୍ତି ଅବସରରେ ଅର୍ଥାତ୍ ଆଜିଠାରୁ ମକର ସଂକ୍ରାନ୍ତି ପୂର୍ବଦିନ ପର୍ଯ୍ୟନ୍ତ ରାତ୍ର ୨ଟାରୁ ଦ୍ୱାର ଫିଟା ହେବା ସହ ୫ଟା ୩୦ରୁ ୬ଟା ମଧ୍ୟରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ପହିଲି ଭୋଗ ଲାଗି ନୀତି ସମ୍ପନ୍ନ ହେବ। ଏଥିନେଇ ଶ୍ରୀମନ୍ଦିର ପ୍ରଶାସନ ତରଫରୁ ନୀତି ନିର୍ଘଣ୍ଟ ଚୂଡାନ୍ତ ହୋଇଛି। ପହିଲି ଭୋଗରେ ବିରି, ଗହମଚୂନା, ଘୃତ ପାଗ ହୋଇଥିବା ପିଠା ଏବଂ ଧନୁ ମୁଆଁ ଲାଗି ହୋଇଛି। 

ଗୋପାଳବଲ୍ଲଭ ପରେ ପହିଲିଭୋଗ ନୀତି ସମ୍ପନ୍ନ ହେବ। ବହୁ ପ୍ରତିକ୍ଷୀତ ପହିଲି ଭୋଗର ମହତ୍ୱ ଅନ୍ୟ ଦିନ ମିଳୁଥିବା ଭୋଗ ତୁଳନାରେ ସ୍ୱତନ୍ତ୍ର ସ୍ଥାନ ରହିଛି। କଥିତ ଅଛି ଯେ ଆଜିଠାରୁ ମା ଲକ୍ଷ୍ମୀ ନିଜ ବାପ ଘରକୁ ଯାଇଥାନ୍ତି। ତେଣୁ ଶ୍ରୀମନ୍ଦିରରେ ମା ଲକ୍ଷ୍ମୀଙ୍କ ଅନୁପସ୍ଥିତ ବେଳେ ମା ଯଶୋଦା ପ୍ରଭୁ ଜଗନ୍ନାଥ, ଭାଇ ବଳଭଦ୍ର ଓ ଭଉଣୀ ଦେବୀ ସୁଭଦ୍ରାଙ୍କ ପାଇଁ ବ୍ୟଞ୍ଜନ ପ୍ରସ୍ତୁତ କରନ୍ତି। 

ଅଧିକ ପଢ଼ନ୍ତୁ ଧର୍ମ ଓ ସଂସ୍କୃତି ଖବର 
 

ସକାଳର ହେଡଲାଇନ୍ସ
42m ago
ସକାଳର ହେଡଲାଇନ୍ସ ସଂକ୍ଷେପରେ
ଅର୍ଗସ ବ୍ୟୁରୋ: ଆଜି ପବିତ୍ର ଧନୁ ସଂକ୍ରାନ୍ତି... ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତିକାନ୍ତି... ମହାପ୍ରଭୁଙ୍କଠାରେ ଲାଗିହେବ ପହିଲି ଭୋଗ...ଆଜିଠାରୁ ମକର ସଂକ୍ରାନ୍ତି ପୂର୍ବଦିନ ଯାଏଁ ରାତ୍
ଅଭିଯୋଗ
50m ago
ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଆଜି ହେବ ଅଭିଯୋଗ ଶୁଣାଣି
ଅର୍ଗସ ବ୍ୟୁରୋ : ଆଜି ଲୋକଙ୍କ ଅଭିଯୋଗ ଶୁଣିବେ ମୁଖ୍ୟମନ୍ତ୍ରୀ । ଭୁବନେଶ୍ୱର ଠାରେ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଅଭିଯୋଗ ଶୁଣିବେ ସିଏମ । ଓଡ଼ିଶାର କୋଣ ଅନୁକୋଣରୁ ନିଜ ନି
ଶିମିଳିପାଳରେ
ଶିମିଳିପାଳରେ ତୁଷାରପାତ ସହ ବାରହାକାମୁଡାରେ ସର୍ବନିମ୍ନ ୧ଡିଗ୍ରୀ ତାପମାତ୍ର ରେକର୍ଡ
ଅର୍ଗସ ବ୍ୟୁରୋ: ସାରା ରାଜ୍ୟରେ ଜାରି ରହିଛି ଶୀତ ଲହରୀ । ଶିମିଳିପାଳରେ ତୁଷାରପାତ ହେବା ସହ ବାରହାକାମୁଡାରେ ସର୍ବନିମ୍ନ ୧ଡିଗ୍ରୀ ତାପମାତ୍ର ରେକର୍ଡ ହୋଇଛି। ସେହିପରି ଚହଲାରେ ୩ଡିଗ୍ରୀ
ଆଜି ପବିତ୍ର
ଆଜି ପବିତ୍ର ଧନୁସଂକ୍ରାନ୍ତି: ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ପହିଲି ଭୋଗ ଲାଗି ନୀତି
ଅର୍ଗସ ବ୍ୟୁରୋ: ଆଜି ପବିତ୍ର ଧନୁ ସଂକ୍ରାନ୍ତି। ଏହି ତିଥିରେ ଶ୍ରୀମନ୍ଦିରରେ ପାଳିତ ହେଉଛି ସ୍ୱତନ୍ତ୍ର ନୀତିକାନ୍ତି। ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଚୁଡ଼ାନ୍ତ ହୋଇଥିବା ନୀତିନିର୍ଘଣ୍
ବାଘମାରୀ-ବେଗୁନିଆ
ବାଘମାରୀ-ବେଗୁନିଆ ନିକଟରେ ବସ୍‌ ଦୁର୍ଘଟଣା: ୧୦ ଆହତ
ଅର୍ଗସ ବ୍ୟୁରୋ: ରାସ୍ତା କଡ଼କୁ ଓଲଟିଲା ଯାତ୍ରୀବାହି ବସ । ବାଘମାରି ନିକଟରେ ଓଲଟିଲା ଯାତ୍ରୀବାହି ବସ । ଛୋଟ ପିଲା ସମେତ 7 ରୁ 8 ଜଣ ଯାତ୍ରୀ ଆହତ ହୋଇ ଖୋର୍ଦ୍ଧା ମେଡ଼ିକାଲରେ ଭର୍ତି ହୋଇଥିବ