ଆଜି ପ୍ରଧାନମନ୍ତ୍ରୀଙ୍କ ତୃତୀୟ କାର୍ଯ୍ୟକାଳର ପ୍ରଥମ ବଜେଟ୍ ଉପସ୍ଥାପନ
by Argus News
Tue, Jul 23 | 7:47 a.m.

ଅର୍ଗସ ବ୍ୟୁରୋ : ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ତୃତୀୟ କାର୍ଯ୍ୟକାଳର ପ୍ରଥମ ବଜେଟ୍ ଉପସ୍ଥାପନ ହେବ। କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ୨୦୨୪-୨୫ ଅର୍ଥବର୍ଷ ପାଇଁ ବଜେଟ୍ ଉପସ୍ଥାପନ କରିବେ। ଏହାକୁ ମିଶାଇ କ୍ରମାଗତ ୭ମ ଥର ପାଇଁ ଦେଶର ବଜେଟ୍ ଉପସ୍ଥାପନ କରିବାର ଏକ ବିରଳ କୃତୀତ୍ବ ହାସଲ କରିବାକୁ ଯାଉଛନ୍ତି କେନ୍ଦ୍ର ଅର୍ଥମନ୍ତ୍ରୀ ସୀତାରମଣ। ବଜେଟ୍‌ରେ କିଛି ବଡ଼ ଘୋଷଣା ହୋଇପାରେ।

ଅଧିକ ପଢନ୍ତୁ : ଅର୍ଥନୈତିକ ସର୍ଭେ ରିପୋର୍ଟ ; ବିକାଶ ପଥରେ ଭାରତ

ବିଶେଷକରି ସଡ଼କପଥ ଏବଂ ଭାରତୀୟ ରେଳପଥକୁ ପ୍ରାଥମିକତା ଦିଆଯିବ। ସାଧାରଣ ଲୋକ ଏବଂ ମଧ୍ୟବିତ୍ତଙ୍କ ପାଇଁ ମଧ୍ୟ ଆୟକର ଛାଡ଼ ଘୋଷଣା ପୂର୍ବକ ନୂତନ ଆୟକର ବ୍ୟବସ୍ଥା କରାଯିବ । ସେହିପରି କୃଷି ଓ କୃଷକଙ୍କ ପାଇଁ କିଛି ବଡ଼ ଘୋଷଣା କରାଯାଇପାରେ।

ରାପିଡ ରେଲ୍
ଦେଶରେ ଗଡ଼ିଲା ପ୍ରଥମ ନମୋ ଭାରତ ରାପିଡ ରେଲ୍
ଅର୍ଗସ ବ୍ୟୁରୋ: ଦେଶରେ ଗଡ଼ିଲା ପ୍ରଥମ ନମୋ ଭାରତ ରାପିଡ ରେଲ । ଉଦ୍‌ଘାଟନ ପୂର୍ବରୁ ଦେଶର ପ୍ରଥମ ବନ୍ଦେ ଭାରତ ମେଟ୍ରୋ ଟ୍ରେନର ନାମ ବଦଳିଛି। ରେଲୱେ ପକ୍ଷରୁ ଏହି ସୂଚନା ଦିଆଯାଇଛି
ଓ୍ବାକଫ୍ ସଂଶୋଧନ ବିଲ୍
ଆରମ୍ଭ ହେବାକୁ ଯାଉଛି ଓ୍ବାକଫ୍ ସଂଶୋଧନ ବିଲ୍ ପାଇଁ ଗଠିତ ଯୁଗ୍ମ ସଂସଦୀୟ ଦ୍ବିତୀୟ ବୈଠକ
ଅର୍ଗସ ବ୍ୟୁରୋ: ଓ୍ବାକଫ୍ ସଂଶୋଧନ ବିଲ୍ ପାଇଁ ଗଠିତ ଯୁଗ୍ମ ସଂସଦୀୟ କମିଟିର ଦ୍ବିତୀୟ ବୈଠକ ହେବାକୁ ଯାଉଛି । ଆସନ୍ତା 19 ତାରିଖରୁ ପାଟନା ଲ କଲେଜରେ 2 ଦିନିଆ ବୈଠକ ଆରମ୍ଭ ହେବ । ବିଲ
କାଶତଣ୍ଡି
ବାଟୋଇକୁ ହାତ ଠାରି ଡାକୁଛି କାଶତଣ୍ଡି, କହୁଛି ନିଜର ପ୍ରେମ କାହାଣୀ...
ବ୍ରହ୍ମଗିରି: ପ୍ରକୃତିର କାନଭାସ୍ ରେ କାଶତଣ୍ଡି ଯେପରି ଏକ ତୂଳୀର ସ୍ପର୍ଶ । ତା’ର ବାସନା ନାହିଁ ସତ ହେଲେ ତା’ର ଶୁଭ୍ରରୂପ ବଦଳାଇ ଦିଏ ତନୁ ମନ । ସତରେ ବାଟୋଇଟିଏ ହଜିଯା