ଆଜି ବାତ୍ୟା ପ୍ରଭାବିତ ଅଞ୍ଚଳ ଆକାଶ ମାର୍ଗରୁ ପରିଦର୍ଶନ କରିବେ ମୁଖ୍ୟମନ୍ତ୍ରୀ
by Argus News
Sat, Oct 26 | 9:48 a.m.

ଅର୍ଗସ ବ୍ୟୁରୋ:  ଆଜି ବାତ୍ୟା ପ୍ରଭାବିତ ଅଞ୍ଚଳ ଆକାଶ ମାର୍ଗରୁ ପରିଦର୍ଶନ କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ସନ୍ଧ୍ୟାରେ  କରିବେ ବାତ୍ୟା କ୍ଷୟକ୍ଷତିର ସମୀକ୍ଷା । ରିପୋର୍ଟ ଆସିବା ପରେ ପରବର୍ତ୍ତୀ ପଦକ୍ଷେପ ନେବେ ରାଜ୍ୟ ସରକାର । ସେପଟେ ରାଜସ୍ବ ଓ ବିପର୍ଯୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ବାତ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କରିବା କାର୍ଯ୍ୟକ୍ରମ ରହିଛି । । 48 ଘଣ୍ଟାରେ ଆକଳନ ଶେଷ କରି ୭ ଦିନ ଭିତରେ ସହାୟତା ଯୋଗାଇ ଦିଆଯିବାକୁ ଚେଷ୍ଟା କରାଯିବ । ଘର ଭାଙ୍ଗିଥିବା ଲୋକଙ୍କୁ ପକ୍କା ଘର ଦେବା ପାଇଁ ନିଷ୍ପତ୍ତି ହୋଇଛି ।

ଅଧିକ ପଢ଼ନ୍ତୁ ଓଡିଶା ଖବର: 

ସୁରେଶ ପୂଜାରୀ
1m ago
କାର୍ଯ୍ୟରେ ଅବହେଳା ପାଇଁ 4 ଅଧିକାରୀ ନିଲମ୍ବିତ - ସୁରେଶ ପୂଜାରୀ
ଭୁବନେଶ୍ୱର: ସନ୍ଧ୍ୟା ସୁଦ୍ଧା ସ୍ୱାଭାବିକ ହେବ ସ୍ଥିତି । ପୁନରୁଦ୍ଧାର କାର୍ଯ୍ୟ ସମ୍ପୂର୍ଣ୍ଣ ଶେଷ ହୋଇଯିବ । ଲଗାଣ ବର୍ଷା ପାଇଁ ବିଭାଗ ସମ୍ପୂର୍ଣ୍ଣ ପ୍ରସ୍ତୁତ ଅଛି ବୋଲି କହିଛନ୍ତି ରାଜସ୍
CYLINDER BLAST
28m ago
ସିଲିଣ୍ଡର ବିସ୍ଫୋରଣରେ ଗୁରୁତର ହେଲେ କ୍ଷତିପୂରଣ ଦେବେ ବୀମା କମ୍ପାନୀ
କଟକ: ଏଣିକି ରୋଷେଇ ଗ୍ୟାସ ସିଲିଣ୍ଡର ବିସ୍ଫୋରଣରେ ଗୁରୁତର ଆହତ ହୋଇ ୫୦ ପ୍ରତିଶତ ଶାରୀରିକ ଅକ୍ଷମ ହେଉଥିବା ବ୍ୟକ୍ତିଙ୍କୁ କ୍ଷତିପୂରଣ ବାବଦରେ ୫ ଲକ୍ଷ ଟଙ୍କା ପ୍ରଦାନ କରିବେ ବୀମା କମ୍ପାନ
DANA IMPACT
44m ago
ଦାନା ପ୍ରଭାବରେ ଉପକୂଳବର୍ତ୍ତୀ ଜିଲ୍ଲାରେ ଲଗାଣ ବର୍ଷା ଜାରି
ଅର୍ଗସ ବ୍ୟୁରୋ: ବାତ୍ୟା ଦାନା ପ୍ରଭାବରେ ଉପକୂଳବର୍ତ୍ତୀ ଜିଲ୍ଲାରେ ଜାରି ରହିଛି ଲଗାଣ ବର୍ଷା । ଗଲା 24 ଘଣ୍ଟାରେ ଯାଜପୁରରେ ସର୍ବାଧିକ ବର୍ଷା ରେକର୍ଡ ହୋଇଛି । 5 ଜିଲ୍ଲାରେ ସ୍କୁ