ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବଳିବାମନ ବେଶ
by Argus News
Mon, Sep 16 | 8:36 a.m.

ଅର୍ଗସ ବ୍ୟୁରୋ : ଗତକାଲି ଶ୍ରୀମନ୍ଦିରରେ ବାମନ ଜନ୍ମ ନୀତି ସମ୍ପର୍ଣ୍ଣ ହେବା ପରେ ଆଜି ମହାପ୍ରଭୁଙ୍କ ବଳିବାମନ ବେଶ ଅନୁଷ୍ଠିତ ହେବ। ବାମନ ରୂପୀ ବାଳକ ରୂପରେ ମହାପ୍ରଭୁ ରତ୍ନ ସିଂହାସନରେ ଉଭା ହେବେ। ଶ୍ରୀବଳଭଦ୍ର ରାଜ ବେଶ ଧାରଣ କରିବାକୁ ଥିବା ବେଳେ ଦେବୀ ସୁଭଦ୍ରା ସାଧାରଣ ବେଶରେ ସଜିତ ହେବେ। ଶ୍ରୀମନ୍ଦିରରେ ଦ୍ବିପହର ଧୂପ ସରିବା ପରେ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କୁ ବାମନ ବେଶରେ ସଜ୍ଜିତ କରାଯିବ।

ଅଧିକ ପଢନ୍ତୁ : ଆଜି ହେଉଛି ପବିତ୍ର ସୁନିଆଁ ଉତ୍ସବ

ଏହି ବେଶ ବଡ଼ସିଂହାର ପୂଜା ପର୍ଯ୍ୟନ୍ତ ରହିବ। ମହାପ୍ରଭୁଙ୍କ ଶ୍ରୀଅଙ୍ଗରେ ସ୍ଵର୍ଣ୍ଣ ଅଳଙ୍କାର ବିଭୂଷିତ କରାଯିବ। ମହାପ୍ରଭୁ ବିଷ୍ଣୁ ପଞ୍ଚମ ଅବତାରରେ ବାମନ ରୂପ ନେଇ ବଳି ମହାରାଜଙ୍କୁ ପାତାଳରେ ଚାପି ଦେଇଥିଲେ। ତେଣୁ ସେହି ସ୍ମୃତିକୁ ବହନ କରି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବଳିବାମନ ବେଶ ଶହ ଶହ ବର୍ଷ ଧରି ଅନୁଷ୍ଠିତ ହୋଇ ଆସୁଛି ।                     

ବାଲେଶ୍ବର ବନ୍ୟା
11m ago
ବାଲେଶ୍ବର ଭୋଗରାଇରେ ବନ୍ୟା ବିଭୀଷିକା,ଉଦ୍ଧାର କାର୍ଯ୍ୟ ଜାରି
ଅର୍ଗସ ବ୍ୟୁରୋ:ବାଲେଶ୍ବର ଭୋଗରାଇରେ ବନ୍ୟା ବିଭୀଷିକା ଦେଖିବାକୁ ମିଳିଛି । ୫୦ରୁ ଅଧିକ ଗାଁ ବାହ୍ୟଜଗତରୁ ବିଚ୍ଛିନ୍ନ ହୋଇଛି। ସ୍କୁଲ ଓ ବାତ୍ୟା ଆଶ୍ରୟସ୍ଥଳୀରେ ଆଶ୍ରୟ ନେଇଛନ୍ତି ୪ହଜାର ୫୦
ଅଙ୍କିତା
42m ago
ଗଣମାଧ୍ୟମ ଆଗରେ ଛତିଥରା କାହାଣୀ ବଖାଣିଲେ ଅଙ୍କିତା
ଭୁବନେଶ୍ୱର: ଗଣମାଧ୍ୟମ ଆଗରେ ଛତିଥରା କାହାଣୀ ବଖାଣିଲେ ଅଙ୍କିତା । ସାମ୍ନାକୁ ଆସିଲା ଭରତପୁର ପୋଲିସର ତାଲିବାନୀ ଅତ୍ୟାଚାର । ପୋଲିସର ଅକଥନୀୟ ଅତ୍ୟାଚାର କଥା କହିଲେ ମେଜରଙ୍
ମମିତା ମେହେର
47m ago
ପୁଣି ଖୋଲିବ କି ବହୁ ଚର୍ଚ୍ଚିତ ମମିତା ମେହେର ହତ୍ୟା ଫାଇଲ ?
ଭୁବନେଶ୍ୱର: ପୁଣି ଖୋଲିବ କି ବହୁ ଚର୍ଚ୍ଚିତ ମମିତା ମେହେର ହତ୍ୟା ଫାଇଲ । ପୂର୍ବତନ ସାଂସଦ ସୁଜିତ କୁମାରଙ୍କ ବୟାନ ପରେ ଜୋର ଧରିଛି ଏ ଦାବି । ସେପଟେ ମମିତାଙ୍କ ଦୋଷୀଙ୍କ