ଆଜି ମଧ୍ୟପ୍ରଦେଶ ଓ ଛତିଶଗଡ଼ରେ ନୂଆ ମନ୍ତ୍ରୀମଣ୍ଡଳର ଶପଥ ଗ୍ରହଣ ସମାରୋହ
by Argus News
Wed, Dec 13 | 7:53 a.m.

ଅର୍ଗସ ବ୍ୟୁରୋ: ଆଜି ମଧ୍ୟପ୍ରଦେଶ ଓ ଛତିଶଗଡ଼ରେ ନୂଆ ମନ୍ତ୍ରୀମଣ୍ଡଳର ଶପଥ ଗ୍ରହଣ ସମାରୋହ ଅନୁଷ୍ଠିତ ହେବ । ଏନେଇ ଉଭୟ ରାଜ୍ୟରେ ବିଜେପି ଦ୍ବାରା ଜୋରଦାର ପ୍ରସ୍ତୁତି କରାଯାଇଛି । ଶପଥ ଗ୍ରହଣ ଉତ୍ସବରେ ସାମିଲ ହେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ମଧ୍ୟପ୍ରଦେଶରେ ବିଧାନସଭା ଦଳର ନେତା ଭାବେ ମୋହନ ଯାଦବ ନିର୍ବାଚିତ ହୋଇଥିବାବେଳେ ବିଷ୍ଣୁଦେବ ସାଏ ଛତିଶଗଡର ମୁଖ୍ୟମନ୍ତ୍ରୀ ଭାବରେ ନିର୍ବାଚିତ ହୋଇଛନ୍ତି । 

ଶପଥ ଗ୍ରହଣ ସମାରୋହରେ ପ୍ରଧାନମନ୍ତ୍ରୀ ମୋଦୀଙ୍କ ବ୍ୟତୀତ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା, ବିଜେପି ରାଷ୍ଟ୍ରୀୟ ସଭାପତି ଜେପି ନାଡା ଏବଂ ବିଜେପି ଶାସିତ ରାଜ୍ୟର ମୁଖ୍ୟମନ୍ତ୍ରୀମାନେ ମଧ୍ୟ ଯୋଗଦେବାର କାର୍ଯ୍ୟକ୍ରମ ରହିଛି ।

ଭଜନଲାଲ ଶର୍ମା ହେବେ ରାଜସ୍ଥାନ ନୂଆ ମୁଖ୍ୟମନ୍ତ୍ରୀ
 

ଆଜିଠାରୁ ଏକମାସ
ଆଜିଠାରୁ ଏକମାସ ଧରି କାର୍ତ୍ତିକ ବ୍ରତ ପାଳନ କରିବେ ହବିଷ୍ୟାଳି
ଅର୍ଗସ ବ୍ୟୁରୋ: ଆଜିଠାରୁ ଆରମ୍ଭ ହୋଇଛି କାର୍ତ୍ତିକ ବ୍ରତ। 12 ମାସ ମଧ୍ୟରୁ ଧର୍ମ ଓ ପୂଣ୍ୟର ମାସ ହେଉଛି କାର୍ତ୍ତିକ ମାସ। ଏଥିପାଇଁ ଶ୍ରୀକ୍ଷେତ୍ର ସମ୍ପୂର୍ଣ୍ଣ ଚଳଚଞ୍ଚଳ ହୋଇଛି। ସକାଳ
ମୁମ୍ବାଇରୁ ଲଣ୍ଡନ
ମୁମ୍ବାଇରୁ ଲଣ୍ଡନ ଅଭିମୁଖେ ଯାଉଥିବା ଏୟାର ଇଣ୍ଡିଆ ବିମାନକୁ ବୋମା ଧମକ
ଅର୍ଗସ ବ୍ୟୁରୋ: ପୁଣି ଗୋଟିଏ ବିମାନକୁ ବୋମା ଧମକ। ମୁମ୍ବାଇରୁ ଲଣ୍ଡନ ଅଭିମୁଖେ ଯାଉଥିବା ଏୟାର ଇଣ୍ଡିଆ ବିମାନକୁ ବୋମା ଧମକ ମିଳିବା ପରେ ଏହାକୁ ଜରୁରୀ ଅବତରଣ କରାଯାଇଛି। ତେବେ ଗୁରୁବାର 9ଟ
ଓଡ଼ିଶା ପ୍ରଦେଶ କଂଗ୍ରେସ
ଓଡ଼ିଶା ପ୍ରଦେଶ କଂଗ୍ରେସ ସଭାପତି ଚୟନ ପାଇଁ ଏଆଇସିସି ପ୍ରକ୍ରିୟା ଆରମ୍ଭ
ଅର୍ଗସ ବ୍ୟୁରୋ: ଓଡି଼ଶା ପ୍ରଦେଶ କଂଗ୍ରେସ ସଭାପତି ଚୟନ ପାଇଁ ଏଆଇସିସି ପ୍ରକ୍ରିୟା ଆରମ୍ଭ କରିଛି । ଛତିଶଗଡ଼ କଂଗ୍ରେସ ବିଧାୟକ ଦଳ ନେତା ଚରଣ ଦାସ ମହନ୍ତଙ୍କୁ ଓଡ଼ିଶା ପିସିସିର ସାଙ୍ଗଠନି