ପ୍ରସିଦ୍ଧ ଶୀତଳ ଷଷ୍ଠୀର ଆଜି ଥାଳଉଠା କାର୍ଯ୍ୟକ୍ରମ
by Argus News
Fri, May 10 | 3:32 p.m.

ଅର୍ଗସ ବ୍ୟୁରୋ: ପବିତ୍ର ଅକ୍ଷୟ ତୃତୀୟା ତିଥି ଅବସରରେ ଆଜି ସମ୍ବଲପୁର ପ୍ରସିଦ୍ଧ ଶୀତଳ ଷଷ୍ଠୀର ଯାତ୍ରାର ଥାଳ ଉଠା କାର୍ଯ୍ୟକ୍ରମ ରହିଛି । ପରମ୍ପରା ଅନୁସାରେ ଥାଳ ଉଠା କାର୍ଯ୍ୟକ୍ରମରେ ଦେବଦେବ ମହାଦେବ ଓ ମାତା ପାର୍ବତୀଙ୍କ ବିବାହ ଉତ୍ସବ ପାଇ ପିତାମାତା ଚୟନ କରାଯିବ। 

ତେବେ ନନ୍ଦପଡାର ଵାଲୁଙ୍କେଶ୍ବର ବାବା, ଝାଡୁଆପଡାର ଲୋକନାଥ ବାବା ଓ ମୁଦି ପଡାର ଜାଗେଶ୍ବର ବାବାଙ୍କ ମନ୍ଦିର ପ୍ରାଣଙ୍ଗନରେ ପୂଜାର୍ଚ୍ଚନା କରାଯାଇ ମାତା ପିତା ଚୟନ କରାଯିବ । ତେବେ ଥାଳ ଉଠା କାର୍ଯ୍ୟକ୍ରମରେ କେନ୍ଦ୍ର ମନ୍ତ୍ରୀ ଧମେନ୍ଦ୍ର ପ୍ରଧାନ ଯୋଗଦେବେ। 

ଅଧିକ ପଢ଼ନ୍ତୁ ଓଡ଼ିଶା ଖବର 
 

ପୋଲିସ
ପୋଲିସର ବର୍ରରତା, ମହିଳାଙ୍କ ଉପରେ ଲାଠିଚାର୍ଜ ସହ ଗୁଳିମାଡ
ବୌଦ୍ଧ : ଭୋଟ୍ ବିବାଦ । ପୋଲିସ ଜନତା ମୁହାଁମୁହିଁ । ବୌଦ୍ଧ କଣ୍ଟାମାଳ ନିର୍ବାଚନ ମଣ୍ଡଳୀର ମହେଶ୍ବରପିଣ୍ଡାରେ ପୋଲିସର ବର୍ବର ଗୁଳି ଚାଳନା । ଗାଁ ଲୋକ କଲେ ପୋଲିସ ଉପରକୁ ପଥରମାଡ଼
ସମ୍ବିଧାନ ମୁଖବନ୍ଧରେ
ସମ୍ବିଧାନ ମୁଖବନ୍ଧରେ ଅହିଂସା ଦାବି କରୁଥିବା ଦଳ, ଘଟାଉଛି ରାଜରାସ୍ତାରେ ହିଂସା
ଅର୍ଗସ ବ୍ୟୁରୋ: ବିଜେଡି ସାଜିଛି ରକ୍ତମୁଖା। ନିର୍ବାଚନକୁ ନେଇ ଗଡିଲା ମୁଣ୍ଡ। ରାଜନୈତିକ ହିଂସାର ଶିକାର ନିରୀହ ଲୋକ । ବରଗଡ଼ରେ ବିଜେଡି ଗୁଣ୍ଡାଙ୍କ ଶିକାର ହୋଇଛନ୍ତି ଜଣେ ଅଟୋ ଚାଳକ
ସମ୍ଭାବ୍ୟ ବାତ୍ୟାକୁ
ସମ୍ଭାବ୍ୟ ବାତ୍ୟାକୁ ନେଇ ମତ୍ସଜୀବୀଙ୍କ ପାଇଁ ଜାରି ହେଲା ସତର୍କ ସୂଚନା
ଅର୍ଗସ ବ୍ୟୁରୋ: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ସାମ୍ଭାବ୍ୟ ବାତ୍ୟାକୁ ନେଇ ଓଡିଶା ସରକାରଙ୍କ ସ୍ୱତନ୍ତ୍ର ରିଲିଫ କମିଶନର ସତ୍ୟବ୍ରତ ସାହୁ ସତର୍କ ସୂଚନା ଜାରି କରିଛନ୍ତି । ଆଜି ପୂର୍ବାହ୍