୨୪ର ନିର୍ବାଚନୀ ମୈଦାନ ତୈୟାର୍, ଆସନ୍ତା କାଲି ହେବ ଦେଶରେ ପ୍ରଥମ ପର୍ଯ୍ୟାୟ ମତଦାନ
by Argus News
Thu, Apr 18 | 9:18 a.m.

ଅର୍ଗସ ବ୍ୟୁରୋ:  ଦିନକ ପରେ ଦେଶରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ । 24ର ନିର୍ବାଚନୀ ମୈଦାନ ତୈୟାର୍ । ଆସନ୍ତା କାଲି ହେବ ଦେଶରେ ପ୍ରଥମ ପର୍ଯ୍ୟାୟ ମତଦାନ । ୧୦୨ ଲୋକସଭା ଆସନରେ ମନପସନ୍ଦର ପ୍ରାର୍ଥୀ ବାଛିବେ ମତଦାତା । ଏହାରି ଭିତରେ ପ୍ରମୁଖ ଆସନ ହେଉଛି, ଉତ୍ତରପ୍ରଦେଶର ସାହାରନପୁର, ରାମପୁର, ପିଲିଭିଟ୍, ମୁଜାଫରନଗର, ଆସାମର ଦିବ୍ରୁଗଡ଼ ଏବଂ ସୋନିତପୁର, ଛତିଶଗଡ଼ର ବସ୍ତର୍, ବିହାରର ଜାମୁଇ ଏବଂ ଗୟା, ଜାମ୍ମୁ କାଶ୍ମୀରର ଉଦମପୁର ।

ନିର୍ବାଚନ ପାଇଁ ପ୍ରସ୍ତୁତି ଚୁଡ଼ାନ୍ତ ହେବା ସହ ସୁରକ୍ଷା ବ୍ୟବସ୍ଥାକୁ ବଢ଼ାଇ ଦିଆଯାଇଛି । ବିଶେଷ କରି ମାଓପ୍ରଭାବିତ ଅଞ୍ଚଳରେ କଡ଼ା ସୁରକ୍ଷା ବଳୟ ମଧ୍ୟରେ ପୋଲିଂ ଅଧିକାରୀ ମାନଙ୍କୁ ହେଲିକପ୍ଟରରେ ନିର୍ଦ୍ଧାରିତ ପୋଲିଂ ସେଣ୍ଟରକୁ ନିଆଯାଇଛି । ଗତକାଲି ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ପ୍ରଚାର ସରିଛି ।

ଅଧିକ ପଢ଼ନ୍ତୁ ନିର୍ବାଚନୀ ଖବର:

ମୃତ୍ୟୁ
ଗାଁ ନାଳରେ ବୁଡି ୨ଭଉଣୀଙ୍କ ମୃତ୍ୟୁ
ଯାଜପୁର: ଗାଁ ନାଳରେ ବୁଡି ସମ୍ପର୍କୀୟ ୨ଭଉଣୀଙ୍କ ମୃତ୍ୟୁ । ଯାଜପୁର ଜିଲ୍ଲା ବିଂଝାରପୁର ବ୍ଲକ ଅଳକୁଣ୍ଡ ଥାନା ଅନ୍ତର୍ଗତ ରାହାସ ଗୁହାଳି ଗାଁ ହନୁମନ୍ତିଆ ଗଣ୍ଡରେ ଘଟିଛି ଏଭଳି ଅଘଟଣ
ଚୁଆପାଣି
ଲୋକଙ୍କ ଶୋଷ ମେଣ୍ଟାଉଛି ଚୁଆପାଣି
ସମ୍ବଲପୁର: ୨୫ ବର୍ଷର ଅପାରଗତାର ନମୁନା । ରେଢ଼ାଖୋଲ ଗୋପାଳପୁର ଗାଁରେ ପଡ଼ିନି ବିକାଶର ପାଦଚିହ୍ନ । ପକ୍କା ଘର ଦିବା ସ୍ବପ୍ନ, ନାହିଁ ସବୁଦିନିଆ ରାସ୍ତା । ଚୁଆ ପାଣିରେ ମେଣ୍ଟୁଛ
ଟେନସନ
ବିଜେପି ତୁଙ୍ଗ ନେତାଙ୍କ ଘନ ଘନ ଆକ୍ରମଣ ବଢ଼ାଇଛି ବିଜେଡିର ଟେନସନ
ଭୁବନେଶ୍ୱର: ତୃତୀୟ ପର୍ଯ୍ୟାୟ ନିର୍ବାଚନ ପୂର୍ବରୁ ଓଡ଼ିଶା ଆସିବେ ଆହୁରି ଅନେକ କେନ୍ଦ୍ରୀୟ ନେତା । 23ରେ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ, ବିଜେପି ରାଷ୍ଟ୍ରୀ