ଯାତ୍ରୀବାହୀ ରେଳ ଚଳାଚଳ ଆରମ୍ଭ ହେଲେ ପର୍ଯ୍ୟଟନସ୍ଥଳୀ ଗୁଡ଼ିକର ଉନ୍ନତି ହୋଇପାରିବ
by Argus News
Wed, Dec 06 | 9:38 p.m.

ଅର୍ଗସ ବ୍ୟୁରୋ : ବିଶ୍ବ ପ୍ରସିଦ୍ଧ ବୌଦ୍ଧସ୍ତୁପ ଲଳିତଗିରି, ଉଦୟଗିରି, ରତ୍ନଗିରି ଓ ଭିତରକନିକା ଅଭୟାରଣ୍ୟ ବୁଲିବାକୁ ବିଶ୍ବର ବିଭିନ୍ନ ସ୍ଥାନରୁ ଆସୁଛନ୍ତି ଅନେକ ପର୍ଯ୍ୟଟକ । ଏହି ପର୍ଯ୍ୟଟନସ୍ଥଳୀ ଗୁଡିକ ପାଇଁ ପାରାଦୀପ-ହରିଦାସପୁର ରେଳପଥ  ଯୋଗାଯୋଗର ଏକମାତ୍ର ମାଧ୍ୟମ ହୋଇଥିବା ବେଳେ ଯାତ୍ରୀବାହୀ ରେଳ ଚଳାଚଳ ଆରମ୍ଭ କରିବାକୁ ରେଳମନ୍ତ୍ରୀ ଓ କେନ୍ଦ୍ର ଶିକ୍ଷାମନ୍ତ୍ରୀଙ୍କୁ ଭେଟି ଅନୁରୋଧ କରିଛନ୍ତି ମାହାଙ୍ଗା ବିଜେପି ନେତା ଶାରଦା ପ୍ରଧାନ । 

ଅଧିକ ପଢନ୍ତୁ ଓଡ଼ିଶା ଖବର

ଯାତ୍ରୀବାହୀ ରେଳ ଚଳାଚଳ ଆରମ୍ଭ ହେଲେ ଅଧିକରୁ ଅଧିକ ପର୍ଯ୍ୟଟକ ଆସିବା ସହ ପର୍ଯ୍ୟଟନସ୍ଥଳୀ ଗୁଡ଼ିକର ଉନ୍ନତି ହୋଇପାରିବ । ତେବେ ରେଳ ଚଳାଚଳ ନେଇ ଅନୁଧ୍ୟାନ କରିବା ସହ ଖୁବଶୀଘ୍ର ଆବଶ୍ୟକୀୟ ପଦକ୍ଷେପ ଦିଆଯିବ ବୋଲି କେନ୍ଦ୍ରମନ୍ତ୍ରୀ ପ୍ରତିଶ୍ରୁତି ଦେଇଥିବାରୁ ଦୁଇ କେନ୍ଦ୍ରମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଛନ୍ତି ଶାରଦା ପ୍ରଧାନ  ।

ସିଏମ୍ କିଷାନ
କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ
ଭୁବନେଶ୍ୱର: ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା। ଇଷ୍ଟଦେବୀଙ୍କୁ ନବାନ୍ନ ଅର୍ପଣ ପରେ ନୁଆଁ ଖାଇବେ ଲୋକେ। କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନା
ଧର୍ମେନ୍ଦ୍ର
ତିନି ଦିନିଆ ଓଡ଼ିଶା ଗସ୍ତରେ ଧର୍ମେନ୍ଦ୍ର
ଭୁବନେଶ୍ୱର: ତିନି ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି କେନ୍ଦ୍ରମନ୍ତ୍ରୀ। ଆଜି ଟ୍ରେନ୍ ଯୋଗ
ମହିଳା ଲାଭାର୍ଥୀ
ଓଡିଶା ଇତିହାସର ଗୋଟିଏ ଯୋଜନାରେ ସବୁଠୁ ଅଧିକ ମହିଳା ଲାଭାର୍ଥୀ
ଭୁବନେଶ୍ୱର: ସୁଭଦ୍ରା, ଓଡ଼ିଶା ଇତିହାସରେ ଗୋଟିଏ ଯୋଜନାରେ ସର୍ବାଧିକ ମହିଳା ଲାଭାର୍ଥୀ । ସାରା ରାଜ୍ୟରେ ଉଛୁଳା ଉତ୍ସାହ । ସୁଭଦ୍ରା ରଥର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, କହିଲେ