ପୁରୀରେ ଓଲଟିଲା ଟୁରିଷ୍ଟ ବସ: ୫୦ ଜଣ ଆହତ
by Argus News
Fri, Jul 26 | 5:42 p.m.

ଅର୍ଗସ ବ୍ୟୁରୋ: ଓଲଟିଲା ଯାତ୍ରୀବାହି ବସ। ପୁରୀ-ସାତପଡା ଜାତୀୟରାଜପଥର ହଳଦିଆ ଛକଠାରେ ଓଲଟିପଡିଲା ବସ୍। ବସ୍ ଭିତରେ ରହିଥିଲେ ୫୦ଜଣ ଯାତ୍ରୀ। 

ସାତପଡାରୁ ପୁରୀ ଅଭିମୁଖେ ଆସୁଥିଲା ବସ୍। ଯାତ୍ରୀଙ୍କୁ ଉଦ୍ଧାର କରୁଛନ୍ତି ସ୍ଥାନୀୟ ଲୋକେ। ଆହତ ମାନଙ୍କୁ ବ୍ରହ୍ମଗିରି ରେବଣା ନୂଆଗାଁ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି।

ଅଧିକ ପଢ଼ନ୍ତୁ ଓଡ଼ିଶା ଖବର 
 

ଉଚ୍ଚ ଜୁଆର
5m ago
ଉଚ୍ଚ ଜୁଆର ମାଡ଼ରେ ଭାଙ୍ଗିଲା ମତ୍ସ୍ୟଜୀବୀଙ୍କ ଆଶ୍ରୟସ୍ଥଳ
ଅର୍ଗସ ବ୍ୟୁରୋ: ଗଞ୍ଜାମରେ ଅଶାନ୍ତ ସମୁଦ୍ର। ଉଚ୍ଚ ଜୁଆର ମାଡ଼ରେ ଭାଙ୍ଗିଲା ମତ୍ସ୍ୟଜୀବୀଙ୍କ ଆଶ୍ରୟସ୍ଥଳ। ଗଞ୍ଜାମ ଜିଲ୍ଲା ଆର୍ଯ୍ୟପଲ୍ଲୀ ସମୁଦ୍ରରେ ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି
ରାଇବଣିଆ ଅଞ୍ଚଳରେ
8m ago
ରାଇବଣିଆ ଅଞ୍ଚଳରେ ୭୦ ଟିକିଆ ଝାଡ଼ଖଣ୍ଡି ହାତୀପଲଙ୍କ ଉପଦ୍ରବ
ଅର୍ଗସ ବ୍ୟୁରୋ: ବାଲେଶ୍ବର ଜିଲ୍ଲା ଜଳେଶ୍ଵର ବ୍ଲକ ରାଇବଣିଆ ଅଞ୍ଚଳରେ ୭୦ ଟିକିଆ ଝାଡ଼ଖଣ୍ଡି ହାତି ପଲର ଉପଦ୍ରବ। ଲୋକେ ଭୟଭୀତ ଅଛନ୍ତି। ସୂଚନା ଅନୁଯାୟୀ ଗତକାଲି ରାତିରେ ରାଇବଣିଆର ଲୁହାପଡ
ଆଜିଠାରୁ ଏକମାସ
ଆଜିଠାରୁ ଏକମାସ ଧରି କାର୍ତ୍ତିକ ବ୍ରତ ପାଳନ କରିବେ ହବିଷ୍ୟାଳି
ଅର୍ଗସ ବ୍ୟୁରୋ: ଆଜିଠାରୁ ଆରମ୍ଭ ହୋଇଛି କାର୍ତ୍ତିକ ବ୍ରତ। 12 ମାସ ମଧ୍ୟରୁ ଧର୍ମ ଓ ପୂଣ୍ୟର ମାସ ହେଉଛି କାର୍ତ୍ତିକ ମାସ। ଏଥିପାଇଁ ଶ୍ରୀକ୍ଷେତ୍ର ସମ୍ପୂର୍ଣ୍ଣ ଚଳଚଞ୍ଚଳ ହୋଇଛି। ସକାଳ