ପୋଖରୀ ଭିତରେ ଖସିପଡିଲା ଟ୍ରାକ୍ଟର: ୧୫ରୁ ଅଧିକ ମୃତ
by Argus News
Sat, Feb 24 | 2:45 p.m.

ଅର୍ଗସ ବ୍ୟୁରୋ: ଉତ୍ତରପ୍ରଦେଶ କାସଜଞ୍ଜ ଜିଲ୍ଲାରେ ଅଘଟଣ । ଦ୍ରୁତଗତିରେ ଆସୁଥିବା ଏକ ଟ୍ରାକ୍ଟର ନିୟନ୍ତ୍ରଣ ହରାଇ ଏକ ପୋଖରୀ ଭିତରକୁ ଖସିପଡିବାରୁ ୧୫ରୁ ଅଧିକ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ପାଖାପାଖି ଅନେକ ଶ୍ରଦ୍ଧାଳୁ ଆହତ ହୋଇଥିବା ଜଣାପଡିଛି ।

ସୂଚନା ଅନୁସାରେ, ଜେଥରାରୁ ଗଙ୍ଗା ସ୍ନାନ କରିବାକୁ କିଛି ଶ୍ରଦ୍ଧାଳୁ ଟ୍ରାକ୍ଟରରେ ଆସୁଥିଲେ । ଟ୍ରାକ୍ଟରଟି ଦ୍ରୁତଗତିରେ ଯାଉଥିବାବେଳ ଏକ ବଙ୍କାଣିରେ ନିୟନ୍ତ୍ରଣ ରକ୍ଷା କରିପାରିନଥିଲା । ଫଳରେ ରାସ୍ତା କଡ ଏକ ପୋଖରୀ ଭିତରେ ଖସିପଡିଥିଲା । ଫଳରେ ଏଭଳି ଅଘଟଣ ଘଟିଥିଲା। 

୧୫ଜଣ ମୃତକଙ୍କ ମଧ୍ୟରେ ୭ଜଣ ଶିଶୁ ଓ ୮ଜଣ ମହିଳା ଥିବା ଜଣାପଡିଛି । ରିପୋର୍ଟ ଅନୁସାରେ, ଟ୍ରକ୍ଟରରେ ମୋଟ ୩୫ ଜଣ ଶ୍ରଦ୍ଧାଳୁ ଯାଉଥିଲେ । ସମସ୍ତ ଶ୍ରଦ୍ଧାଳୁ ଏଟା ଜିଲ୍ଲାର କହା ଗାଁର ବାସିନ୍ଦା ବୋଲି ଜଣାପଡିଛି ।

ଅଧିକ ପଢ଼ନ୍ତୁ ଭାରତ ଖବର 
 

ଆଜିଠାରୁ ଏକମାସ
24m ago
ଆଜିଠାରୁ ଏକମାସ ଧରି କାର୍ତ୍ତିକ ବ୍ରତ ପାଳନ କରିବେ ହବିଷ୍ୟାଳି
ଅର୍ଗସ ବ୍ୟୁରୋ: ଆଜିଠାରୁ ଆରମ୍ଭ ହୋଇଛି କାର୍ତ୍ତିକ ବ୍ରତ। 12 ମାସ ମଧ୍ୟରୁ ଧର୍ମ ଓ ପୂଣ୍ୟର ମାସ ହେଉଛି କାର୍ତ୍ତିକ ମାସ। ଏଥିପାଇଁ ଶ୍ରୀକ୍ଷେତ୍ର ସମ୍ପୂର୍ଣ୍ଣ ଚଳଚଞ୍ଚଳ ହୋଇଛି। ସକାଳ
ମୁମ୍ବାଇରୁ ଲଣ୍ଡନ
46m ago
ମୁମ୍ବାଇରୁ ଲଣ୍ଡନ ଅଭିମୁଖେ ଯାଉଥିବା ଏୟାର ଇଣ୍ଡିଆ ବିମାନକୁ ବୋମା ଧମକ
ଅର୍ଗସ ବ୍ୟୁରୋ: ପୁଣି ଗୋଟିଏ ବିମାନକୁ ବୋମା ଧମକ। ମୁମ୍ବାଇରୁ ଲଣ୍ଡନ ଅଭିମୁଖେ ଯାଉଥିବା ଏୟାର ଇଣ୍ଡିଆ ବିମାନକୁ ବୋମା ଧମକ ମିଳିବା ପରେ ଏହାକୁ ଜରୁରୀ ଅବତରଣ କରାଯାଇଛି। ତେବେ ଗୁରୁବାର 9ଟ
ଓଡ଼ିଶା ପ୍ରଦେଶ କଂଗ୍ରେସ
48m ago
ଓଡ଼ିଶା ପ୍ରଦେଶ କଂଗ୍ରେସ ସଭାପତି ଚୟନ ପାଇଁ ଏଆଇସିସି ପ୍ରକ୍ରିୟା ଆରମ୍ଭ
ଅର୍ଗସ ବ୍ୟୁରୋ: ଓଡି଼ଶା ପ୍ରଦେଶ କଂଗ୍ରେସ ସଭାପତି ଚୟନ ପାଇଁ ଏଆଇସିସି ପ୍ରକ୍ରିୟା ଆରମ୍ଭ କରିଛି । ଛତିଶଗଡ଼ କଂଗ୍ରେସ ବିଧାୟକ ଦଳ ନେତା ଚରଣ ଦାସ ମହନ୍ତଙ୍କୁ ଓଡ଼ିଶା ପିସିସିର ସାଙ୍ଗଠନି