ଟ୍ରାଫିକ ପୋଲିସଙ୍କୁ ପିଟି ଦେଇ ପଳେଇଲା...
by Argus News
Sun, Jun 30 | 1:05 p.m.

ଭୁବନେଶ୍ୱର: ନୟାପଲ୍ଲୀ ଥାନା କଳିଙ୍ଗ ଷ୍ଟାଡିୟମ ସମ୍ମୁଖରେ ମର୍ମନ୍ତୁଦ ସଡକ ଦୁର୍ଘଟଣା। ଦୁର୍ଘଟଣାରେ ମୃତ୍ୟୁ ବରଣ କଲେ ଟ୍ରାଫିକ କର୍ମଚାରୀ । ଡ୍ୟୁଟି ସାରି ଫେରୁଥିବା ବେଳେ ଘଟିଛି ମର୍ମନ୍ତୁଦ ସଡକ ଦୁର୍ଘଟଣା । ଦ୍ରୁତ ଗତିରେ ଧକ୍କା ଦେଇ ଫେରାର ହୋଇଯାଇଛି ଦୁର୍ଘଟଣା ଘଟାଇଥିବା ଗାଡି । ଟ୍ରାଫିକ ପୋଲିସ ଜଣଙ୍କ ୟୁନିଫର୍ମ ରେ ଥିବା ବେଳେ ସେ ଚଲାଉଥିବା ପଲସର ଗାଡି ମଧ୍ୟ ଘଟଣାସ୍ଥଳରେ ପଡିଛି । 

ରାତି ପ୍ରାୟ ୧୦ ଟା ୩୦ ବେଳେ ଘଟିଛି ଏହି ଦୁର୍ଘଟଣା। ଖବର ପାଇ ପିସିଆର ଘଟଣାସ୍ଥଳରେ ପହଁଚି ଛାନଭିନ ଆରମ୍ଭ କରିଛି । ସିସିଟିଭି ଆଧାର ରେ ଦୁର୍ଘଟଣା ଘଟାଇଥିବା ଗାଡିକୁ ଖୋଜୁଛି ପୋଲିସ।

ଟ୍ରାଫିକ ସମସ୍ୟା ଓ ଦୁର୍ଘଟଣା ଯେମିତି ପ୍ରତିଦିନ ରାଜଧାନୀରେ ବଢି ବଢି ଚାଲିଛି ।  ସେପଟେ ରାଜଧାନୀରେ ଦିନକୁ ଦିନ ବଢୁଛି ଟ୍ରାଫିକ ସମସ୍ୟା । ଗତକାଲି ମାତ୍ର ବର୍ଷାରେ ପୁରା ଭୁବନେଶ୍ୱର ଟ୍ରାଫିକ୍ ଜାମ୍ ସମସ୍ୟା ଦେଖିବାକୁ ମିଳିଥିଲା । ପରିସ୍ଥିତି ସୁଧୁରିବା ବଦଳରେ ସମସ୍ୟା ବଢି ବଢି ଯାଉଥିବାରୁ ଲୋକଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି । 

ଆହୁରି ପଢନ୍ତୁ ଓଡିଶା ଖବର...
 

ନରେନ୍ଦ୍ର ମୋଦି
30m ago
ଆଜି ଲୋକସଭାରେ ଅଭିଭାଷଣ ରଖିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
ଅର୍ଗସ ବ୍ୟୁରୋ: ଆଜି ଲୋକସଭାରେ ଅଭିଭାଷଣ ରଖିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବ ଆଲୋଚନାରେ ଭାଗ ନେଇ ମତ ରଖିବେ । ତୃତୀୟ ଥ
ସଲମାନ ଖାନ
ଐଶ୍ୱର୍ଯ୍ୟା କି କ୍ୟାଟ୍ରିନା ନୁହେଁ...ଏହି ଅଭିନେତ୍ରୀ ହୋଇଥାନ୍ତେ ସଲମାନଙ୍କ ପତ୍ନୀ
ଅର୍ଗସ ବ୍ୟୁରୋ: ସଲମାନ ଖାନଙ୍କ ବାହାଘରକୁ ନେଇ ସବୁବେଳେ କିଛି ନା କିଛି ଗୁଜବ ଶୁଣିବାକୁ ମିଳେ । କହିବାକୁ ଗଲେ ତାଙ୍କ ବାହାଘର ବଲିଉଡର ସବୁଠୁ ବଡ ମିଷ୍ଟ୍ରି । ସେ କାହାକୁ ବାହା ହେବେ
ଅଣସର ଭାର
ମାମୁଁ ଭଣଜାର ଅନନ୍ୟ ପରମ୍ପରା, ମାଧବ ପୀଠରୁ ବାହାରିଲା ଅଣସର ଭାର
ନିଆଳି: ଆଜି ସକାଳୁ ସକାଳୁ ପ୍ରଭୁ ଜଗନ୍ନାଥଙ୍କ ମାମୁଁ ଘର ନିଆଳି ମାଧବ ପୀଠରୁ ଅଣସର ଭାର ଶ୍ରୀକ୍ଷେତ୍ର ଅଭିମୁଖେ ବାହାରିଛି । ବିଭିନ୍ନ ପ୍ରକାର ଫଳ ମୂଳ ସହ ଦିବ୍ୟ ବଞ୍ଜନ ନେ