ପରୀକ୍ଷା ମୂଳକ ଭାବେ ଜିଲ୍ଲାକୁ ଗଡିଲା ରେଳ ଇଞ୍ଜିନ
by Argus News
Tue, Mar 12 | 10:45 a.m.

ଅର୍ଗସ ବ୍ୟୁରୋ : ପ୍ରଥମ ଥର ବୌଦ୍ଧ ଜିଲ୍ଲାକୁ ଆସିଲା ଟ୍ରାଏଲ ରନ୍‌ ଟ୍ରେନ ଇଞ୍ଜିନ । ଯାହାକୁ ନେଇ ଜିଲ୍ଲାବାସୀଙ୍କ ମନରେ ବଢ଼ିଛି ଉତ୍କଣ୍ଠା । ପ୍ରଥମ ପର୍ଯ୍ୟାୟରେ ୮ କିଲୋମିଟର ପର୍ଯ୍ୟନ୍ତ ଇଷ୍ଟକୋଷ୍ଟ ରେଲୱେ ପକ୍ଷରୁ ବୌଦ୍ଧ ଜିଲ୍ଲା ପୁରୁଣାପାଣି ରେଳ ଷ୍ଟେସନ ପର୍ଯ୍ୟନ୍ତ ଏକ ରେଳ ଇଂଜିନ ବଗି ସୋନପୁର ରେଲୱେ ଷ୍ଟେସନଠାରୁ ତେଲନଦୀ ବ୍ରିଜ ଉପରେ ଆସି ଟ୍ରାଏଲ ରନ କାର୍ଯ୍ୟ ସମ୍ପୂର୍ଣ୍ଣ ହୋଇଛି ।

ଅଧିକ ପଢନ୍ତୁ ଓଡ଼ିଶା ଖବର

DP
35m ago
ବିଜେପିର ମୁଖ୍ୟମନ୍ତ୍ରୀ କିଏ ? ଧର୍ମେନ୍ଦ୍ର ଦେଲେ ଜବାବ
ଅର୍ଗସ ବ୍ୟୁରୋ : ଘୋଷଣା ହୋଇଗଲା ବିଜେପି ମୁଖ୍ୟମନ୍ତ୍ରୀ ପ୍ରାର୍ଥୀଙ୍କ ନାଁ । ଓଡ଼ିଶାର ହିଁ ଜଣେ ମୁଖ୍ୟମନ୍ତ୍ରୀ ହେବେ, ଓଡ଼ିଆ ହେବେ । ପ୍ରେସମିଟ୍‌ ପରେ ସାମ୍ବାଦିକଙ୍କୁ ଏମିତ
MIGRANT
38m ago
ବିକାଶର ମାନେ କ'ଣ ଦାଦନ ?
ଅର୍ଗସ ବ୍ୟୁରୋ : ବିଜେଡିର ବିକାଶ ଭେଳିକି ବନାମ ଧର୍ମେନ୍ଦ୍ରଙ୍କ ବିକାଶର ଲକ୍ଷ୍ୟ । କେମିତି ରାଜ୍ୟର ବିକାଶ ହେବ, ଦେଶର ନମ୍ବର ୱାନ ରାଜ୍ୟର ମାନ୍ୟତା ପାଇବ ସେନେଇ ଚିନ୍ତା କରୁଛି ବିଜେପି
NAVEEN PATNAIK
41m ago
ଚ୍ୟାଲେଞ୍ଜ ଆକସେପ୍ଟ କଲେ 50-50 !
ଅର୍ଗସ ବ୍ୟୁରୋ : ମୋଦି ଆହ୍ଵାନ ଦେଇଥିଲେ ନବୀନ ବିନା କାଗଜରେ କଂଟାବାଞ୍ଜିର ୧୦ ଗାଁର ନାଁ କହିପାରିବେ କି ? ଆଉ ମୋଦିଙ୍କ ଗସ୍ତର ଠିକ୍‌ ପରଦିନ କଂଟାବାଞ୍ଜି ଗସ୍ତରେ ଗଲେ ମୁଖ୍ୟମନ୍ତ୍ର