ଗୋଟିଏ ପରିବାରର ୩ ସଦସ୍ୟଙ୍କୁ ଗୁଳିକରି ହତ୍ୟା ଅଭିଯୋଗ
by Argus News
Thu, May 09 | 8:37 a.m.

ଅର୍ଗସ ବ୍ୟୁରୋ : ଝାରସୁଗୁଡ଼ାରେ ଟ୍ରିପଲ୍ ମର୍ଡର । ଝାରସୁଗୁଡ଼ାରେ ୩ ଜଣଙ୍କୁ ହତ୍ୟା ଅଭିଯୋଗ । ଗୋଟିଏ ପରିବାରର ୩ ସଦସ୍ୟଙ୍କୁ ଗୁଳିକରି ହତ୍ୟା ଅଭିଯୋଗ । ବାଣୀପାହାଡ଼ ଜଙ୍ଗଲ ପାଖରେ କାର୍‌ରେ ବସିଥିବା ବେଳେ ଗୁଳିମାଡ଼ । ଲଖନପୁର ଥାନା ଆଦର୍ଶ ବିଦ୍ୟାଳୟ ପାଖ ବାଣୀପାହାଡ଼ ଜଙ୍ଗଲ । ସମସ୍ତ ମୃତକଙ୍କ ଘର ବ୍ରଜରାଜନଗରରେ ହୋଇଥିବା ସୂଚନା ।

ଅଧିକ ପଢନ୍ତୁ ଓଡ଼ିଶା ଖବର

MODI
14m ago
ପୁରୀ ବଡ଼ଦାଣ୍ଡରେ ମୋଦି, ଆରମ୍ଭ ହେଲା ରୋଡ଼ ସୋ'
ଅର୍ଗସ ବ୍ୟୁରୋ : ମହାପ୍ରଭୁଙ୍କ ଦର୍ଶନପରେ ରୋଡ଼ ସୋ ଆରମ୍ଭ କଲେ ପ୍ରଧାନମନ୍ତ୍ରୀ ମୋଦି । ଆଜି ସକାଳୁ ସକାଳୁ ସକାଳୁ ଭୁବନେଶ୍ବର ରାଜଭବନରୁ ବାହାରି ପୁରୀ ପହଞ୍ଚିଥିଲେ ମୋଦି । ପୁରୀରେ ପହଞ୍ଚ
PM
27m ago
ଶ୍ରୀଜିଉଙ୍କୁ ଦର୍ଶନ କରି ଶ୍ରୀମନ୍ଦିରୁ ବାହାରିଲେ ମୋଦି
ଅର୍ଗସ ବ୍ୟୁରୋ : ଜଗା ଦର୍ଶନ କରି ଶ୍ରୀମନ୍ଦିରୁ ବାହାରିଲେ ମୋଦି । ଶ୍ରୀମନ୍ଦିରେ କଲେ ପୂଜାର୍ଚ୍ଚନା । ମହାପ୍ରଭୁଙ୍କ ଦର୍ଶନପରେ ରୋଡ଼ ସୋ ଆରମ୍ଭ କଲେ ପ୍ରଧାନମନ୍ତ୍ରୀ ମୋଦି । ଆଜି ସକାଳ
PRIME MINISTER
36m ago
ଜୟନ୍ତଙ୍କୁ ପାଖକୁ ଡାକି କଣ କହିଲେ ପ୍ରଧାନମନ୍ତ୍ରୀ ?
ଅର୍ଗସ ବ୍ୟୁରୋ: ଜୟନ୍ତ ଷଡଙ୍ଗୀଙ୍କୁ କଣ କହିଲେ ମୋଦି ? ପାଖକୁ ଡାକିଲେ ଏବଂ ବିଧାୟକ ଜୟନ୍ତ ଷଡଙ୍ଗୀଙ୍କୁ କିଛି କହୁଥିବାର ନଜର ଆସିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି