ସ୍କୁଟି ଉପରେ ଚଢ଼ିଗଲା ଟ୍ରକ: ବାପାପୁଅ ମୃତ
by Argus News
Fri, Feb 23 | 2:32 p.m.

ଅର୍ଗସ ବ୍ୟୁରୋ: କେନ୍ଦୁଝର ଜିଲ୍ଲା ୨୦ ନମ୍ବର ଜାତୀୟ ରଜପଥ କେନ୍ଦୁଝର - ଢେଙ୍କିକୋଟ ରାସ୍ତା ମଧ୍ୟରେ ଥିବା ପିପିଳିଆ ଛକ ନିକଟରେ ସ୍କୁଟି ଉପରେ ଚଢ଼ିଗଲା ଆଇଚର୍ ଟ୍ରକ୍ । ଘଟଣାସ୍ଥଳରେ ଜଣଙ୍କର ମୃତ୍ୟୁ ଘଟଥିବାବେଳେ ଅନ୍ୟ ଜଣଙ୍କର କେନ୍ଦୁଝର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ମୃତ୍ୟୁ ଘଟିଛି। 

ମୃତକ ଦୁଇଜଣ ହେଲେ ସଦର ଥାନା ଅନ୍ତର୍ଗତ ବାରିଗାଁ ମୁଣ୍ଡା ସାହିର ବାପା କାଣ୍ଡେ, ଲକ୍ଷଣ ମୁଣ୍ଡା ବୋଲି ଜଣାପଡ଼ିଛି । ଅନ୍ୟପକ୍ଷରେ ଘଟଣାସ୍ଥଳରେ ଉତ୍ତେଜନା ହେବା ସହିତ ରାସ୍ତା ରୋକ କରିଥିଲେ ସ୍ଥାନୀୟ ଲୋକେ। ଫଳରେ ରାସ୍ତାର ଉଭୟ ପାର୍ଶ୍ବରେ ଶତାଧିକ ଗାଡ଼ି ଠିଆ ହୋଇ ରହିଥିବା ଦେଖିବାକୁ ମିଳିଥିଲା କିଛି ସମୟ ପର୍ଯ୍ୟନ୍ତ । ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଚଳାଇଥିଲେ। 

ଅଧିକ ପଢ଼ନ୍ତୁ ଓଡ଼ିଶା ଖବର 
 

ରାଜ୍ୟରେ ଲାଗୁ ହେବ
27m ago
ରାଜ୍ୟରେ ଲାଗୁ ହେବ ଜାତୀୟ ଶିକ୍ଷା ନୀତି 2020
ଅର୍ଗସ ବ୍ୟୁରୋ: ରାଜ୍ୟରେ ଲାଗୁ ହେବ ଜାତୀୟ ଶିକ୍ଷା ନୀତି 2020। ଓଡ଼ିଶାରେ ଜାତୀୟ ଶିକ୍ଷା ନୀତି 2020 ଲାଗୁ କରିବା ପାଇଁ ପୁନଃଗଠିତ ହେଲା ଟାସ୍କ ଫୋର୍ସ । ଅତିରିକ୍ତ ମୁଖ୍ୟ ଶାସନ ସଚିବ ତଥ
LUCKNOW
ଉତ୍ତରପ୍ରଦେଶର ଲକ୍ଷ୍ନୌକୁ ମିଳିବ ପ୍ରଥମ ଅନ୍ତର୍ଜାତୀୟ କନଭେସନ୍ ସେଣ୍ଟର
ଅର୍ଗସ ବ୍ୟୁରୋ: ଉତ୍ତରପ୍ରଦେଶର ଲକ୍ଷ୍ନୌକୁ ମିଳିବ ପ୍ରଥମ ଅନ୍ତର୍ଜାତୀୟ କନଭେସନ୍ ସେଣ୍ଟର। ୩୨ ଏକର ଜାଗାରେ ନିର୍ମାଣ ହେବ ଏହି ଅନ୍ତର୍ଜାତୀୟ ସମ୍ମିଳନୀ କକ୍ଷ । ଆସନ୍ତା
INDIA
ତିକ୍ତ ହେବାରେ ଲାଗୁଛି ଭାରତ ଓ କାନାଡା ସମ୍ପର୍କ
ଅର୍ଗସ ବ୍ୟୁରୋ: ଭାରତ ଓ କାନାଡା ଭିତରେ ସମ୍ପର୍କ ତିକ୍ତ ହେବାରେ ଲାଗୁଛି। ଏଥି ପାଇଁ କେବଳ କାନାଡା ପିଏମ ହିଁ ଦାୟୀ ବୋଲି କଡ଼ା ଜବାବ ରଖିଛି ଭାରତ। ପ୍ରଥମରୁ କନାଡାର