ଦୁଇ ବାଇକ୍ ମୁହାଁମୁହିଁ ଧକ୍କା: ବାପା ମୃତ
by Argus News
Fri, Mar 01 | 7:13 p.m.

ଅର୍ଗସ ବ୍ୟୁରୋ: ବଲାଙ୍ଗିର ଲର୍କିପାଲି ଆଇଟିଆଇ ସାମ୍ନାରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ଦୁଇ ବାଇକ୍ ମୁହାଁମୁହିଁ ଧକ୍କା ହୋଇଛି। ପରିବାର ଲୋକେ ଖୁସିରେ ବାହାରିଥିଲେ। କିନ୍ତୁ କିଏ ଜାଣିଥିଲା ଏମିତି ରାସ୍ତାରେ ଜଗି ବସିଥିବ କାଳ। ଆଉ ସ୍ତ୍ରୀ ଝିଅ ସାମ୍ନାରେ ଏମିତି ଚାଲିଯିବ ଜୀବନ। 

ଘଟଣାସ୍ଥଳରେ ବାପାଙ୍କର ମୃତ୍ୟୁ ହୋଇଥିବାବେଳେ ଝିଅ ଏବଂ ମା' ଗୁରୁତର ଭାବେ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି। ଏମାନଙ୍କ ଘର ବିରିକେଲ ବୋଲି ଜଣାପଡ଼ିଛି। 

ଅଧିକ ପଢ଼ନ୍ତୁ ଓଡ଼ିଶା ଖବର 


 

ସିଏମ୍ କିଷାନ
କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ
ଭୁବନେଶ୍ୱର: ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା। ଇଷ୍ଟଦେବୀଙ୍କୁ ନବାନ୍ନ ଅର୍ପଣ ପରେ ନୁଆଁ ଖାଇବେ ଲୋକେ। କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନା
ଧର୍ମେନ୍ଦ୍ର
ତିନି ଦିନିଆ ଓଡ଼ିଶା ଗସ୍ତରେ ଧର୍ମେନ୍ଦ୍ର
ଭୁବନେଶ୍ୱର: ତିନି ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି କେନ୍ଦ୍ରମନ୍ତ୍ରୀ। ଆଜି ଟ୍ରେନ୍ ଯୋଗ
ମହିଳା ଲାଭାର୍ଥୀ
ଓଡିଶା ଇତିହାସର ଗୋଟିଏ ଯୋଜନାରେ ସବୁଠୁ ଅଧିକ ମହିଳା ଲାଭାର୍ଥୀ
ଭୁବନେଶ୍ୱର: ସୁଭଦ୍ରା, ଓଡ଼ିଶା ଇତିହାସରେ ଗୋଟିଏ ଯୋଜନାରେ ସର୍ବାଧିକ ମହିଳା ଲାଭାର୍ଥୀ । ସାରା ରାଜ୍ୟରେ ଉଛୁଳା ଉତ୍ସାହ । ସୁଭଦ୍ରା ରଥର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, କହିଲେ