ବିଦ୍ୟୁତ କାର୍ଯ୍ୟାଳୟରେ ପଶି ନିର୍ଧୁମ ଛେଚିଲେ ଦୁଇ ଜଣ ବ୍ୟବସାୟୀ
by Argus News
Wed, Mar 06 | 1:14 p.m.

ଅର୍ଗସ ବ୍ୟୁରୋ : ବିଦ୍ୟୁତ ବିଭାଗର ଜେଇଙ୍କୁ ମାଡ଼ । ବିଦ୍ୟୁତ କାର୍ଯ୍ୟାଳୟରେ ପଶି ନିର୍ଧୁମ ଛେଚିଲେ ଦୁଇ ଜଣ ବ୍ୟବସାୟୀ । ଅନୁଗୋଳ ଜିଲ୍ଲା ପାଲଲହଡ଼ା TPCODL ବିଦ୍ୟୁତ କାର୍ଯ୍ୟାଳୟରେ ପଶି ପାଳଲହଡା ଅଞ୍ଚଳର ଦୁଇ ଜଣ ବ୍ୟବସାୟୀ ବିଦ୍ୟୁତ ବିଭାଗୀୟ ଜେଇଙ୍କୁ ମାଡ ମାରିଥିବା ଭିଡିଓ ଭାଇରାଲ ହୋଇଛି । 

ଅଧିକ ପଢନ୍ତୁ ଓଡ଼ିଶା ଖବର

ମଙ୍ଗଳବାର ବିଦ୍ୟୁତ ବିଭାଗ ପକ୍ଷରୁ ବକେୟା ଟଙ୍କା ଦେଇନଥିବା ଗ୍ରାହକଙ୍କ ବିଦ୍ୟୁତ ସଂଯୋଗ କାଟି ଦିଆଯାଇଥିଲା । ଏଥିରେ ଉତ୍ୟକ୍ତ ହୋଇ ଉକ୍ତ ବ୍ୟବସାୟୀ ଓ କିଛି ଯୁବକ ଜେଇଙ୍କୁ ମାରପିଟ କରିଥିବା ସେ ଅଭିଯୋଗ କରିଛନ୍ତି । ସେପଟେ ଘରେ ପଶି ଅସଦାଚରଣ କରିଥିବାରୁ ଜେଇଙ୍କୁ ମାଡ ମାରିଥିବା ଥାନାରେ ଅଭିଯୋଗ କରିଛନ୍ତି ପ୍ରତିପକ୍ଷ ।  ଦୁଇ ପକ୍ଷରୁ ପାଳଲହଡା ଥାନାରେ ଲିଖିତ ଅଭିଯୋଗ କରାଯାଇଛି । 

MODI
16m ago
ଆଜି ସଂଧ୍ୟା ୬ଟା ୩୦ରେ ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିବେ ମୋଦି
ଅର୍ଗସ ବ୍ୟୁରୋ : ପିଏମ୍‌ଙ୍କ ଓଡ଼ିଶା ଗସ୍ତ ନେଇ ଆସିଲା କାର୍ଯ୍ୟସୂଚୀ । ଆଜି ସଂଧ୍ୟା ୬ଟା ୩୦ରେ ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିବେ ମୋଦି । ବିମାନବନ୍ଦରରୁ ବିଜେପି କାର୍ଯ୍ୟାଳ
WHATSAPP
24m ago
ହ୍ଵାଟସ୍ଆପ୍ ବ୍ୟବହାର କରୁଥିବା ଉପଭୋକ୍ତାମାନଙ୍କ ପାଇଁ ଏକ ଖୁସି ଖବ
ଅର୍ଗସ ବ୍ୟୁରୋ: ହ୍ଵାଟସ୍ଆପ୍ ବ୍ୟବହାର କରୁଥିବା ଉପଭୋକ୍ତାମାନଙ୍କ ପାଇଁ ଏକ ଖୁସି ଖବର ଅଛି । କମ୍ପାନୀ କହିଛି ଯେ ଆପରେ ସୁରକ୍ଷା ପୂର୍ବ ଅପେକ୍ଷା ଅଧିକ ବୃଦ୍ଧି ପାଇବ ଏବଂ ଲିଙ୍କ୍ ହୋଇଥିବ
ରାଜନାଥ ସିଂ
29m ago
ମହାପ୍ରଭୁଙ୍କ ରତ୍ନଭଣ୍ଡାର ଚାବି  ରାଜ୍ୟ ସରକାର ହଜାଇଦେଲେ: ରାଜନାଥ ସିଂ
ସମ୍ବଲପୁର: ନାକ୍‌ଟିଦେଉଳରେ ପୁଣି ରତ୍ନଭଣ୍ଡାର ଚାବି ପ୍ରସଙ୍ଗ ଦୋହରାଇଲେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ। କହିଲେ, ମହାପ୍ରଭୁଙ୍କ ରତ୍ନଭଣ୍ଡାର ଚାବି ଏ ସରକା