୫୦ କେଜି ଗଞ୍ଜେଇ ସହ ଦୁଇଟି କାର ଜବତ
by Argus News
Mon, Sep 16 | 9:07 a.m.

ଅର୍ଗସ ବ୍ୟୁରୋ : ୫୦ କେଜି ଗଞ୍ଜେଇ ସହ ଦୁଇଟି କାର ଜବତ , ଗଞ୍ଜେଇ ମାଫିଆ ଗିରଫ । ବୌଦ୍ଧ ଥାନା ପୋଲିସ ପକ୍ଷରୁ କୌଣସି ସୂତ୍ରରୁ ଖବର ପାଇ ଥାନା ଅଧିକାରୀ ରଂଜିତ କୁମାର ମୁନୀ ଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଏକ ପୋଲିସ ଟିମ ଗଠନ କରି ମୂର୍ଷୁଣ୍ଡି ନିକଟରେ ଚାଲାଣ କରିବା ପାଇଁ ପ୍ରସ୍ତୁତ ହେଉଥିବା ବେଳେ ପୋଲିସ ମାଡି ବସିଲା l

ଅଧିକ ପଢନ୍ତୁ : ଦେଢ଼ କୁଇଣ୍ଟାଲ ଗଞ୍ଜେଇ ସହ ଦୁଇ ଗିରଫ

ଘଟଣା ସ୍ତଳରେ 50କେଜି ଗଞ୍ଜଇ ଜବତ କରିବା ସହ ଦୁଇଟି କାର ଜବତ ଓ ସମ୍ପୃକ୍ତ ଗଞ୍ଜେଇ ମାଫିଆ କୁ ଗିରଫ କରାଯାଇଛି l ଅଭିଯୁକ୍ତ ଜଣକ ସମ୍ବଲପୁର ଜିଲ୍ଲା ରେଢ଼ା ଖୋଲ ଥାନା ଶିମିଳିପାଳ ଗ୍ରାମର ଜିତେନ୍ଦ୍ର ସାହୁ ବୋଲି ଜଣା ପଡିଛି l                     

ବାଲେଶ୍ବର ବନ୍ୟା
16m ago
ବାଲେଶ୍ବର ଭୋଗରାଇରେ ବନ୍ୟା ବିଭୀଷିକା,ଉଦ୍ଧାର କାର୍ଯ୍ୟ ଜାରି
ଅର୍ଗସ ବ୍ୟୁରୋ:ବାଲେଶ୍ବର ଭୋଗରାଇରେ ବନ୍ୟା ବିଭୀଷିକା ଦେଖିବାକୁ ମିଳିଛି । ୫୦ରୁ ଅଧିକ ଗାଁ ବାହ୍ୟଜଗତରୁ ବିଚ୍ଛିନ୍ନ ହୋଇଛି। ସ୍କୁଲ ଓ ବାତ୍ୟା ଆଶ୍ରୟସ୍ଥଳୀରେ ଆଶ୍ରୟ ନେଇଛନ୍ତି ୪ହଜାର ୫୦
ଅଙ୍କିତା
47m ago
ଗଣମାଧ୍ୟମ ଆଗରେ ଛତିଥରା କାହାଣୀ ବଖାଣିଲେ ଅଙ୍କିତା
ଭୁବନେଶ୍ୱର: ଗଣମାଧ୍ୟମ ଆଗରେ ଛତିଥରା କାହାଣୀ ବଖାଣିଲେ ଅଙ୍କିତା । ସାମ୍ନାକୁ ଆସିଲା ଭରତପୁର ପୋଲିସର ତାଲିବାନୀ ଅତ୍ୟାଚାର । ପୋଲିସର ଅକଥନୀୟ ଅତ୍ୟାଚାର କଥା କହିଲେ ମେଜରଙ୍
ମମିତା ମେହେର
52m ago
ପୁଣି ଖୋଲିବ କି ବହୁ ଚର୍ଚ୍ଚିତ ମମିତା ମେହେର ହତ୍ୟା ଫାଇଲ ?
ଭୁବନେଶ୍ୱର: ପୁଣି ଖୋଲିବ କି ବହୁ ଚର୍ଚ୍ଚିତ ମମିତା ମେହେର ହତ୍ୟା ଫାଇଲ । ପୂର୍ବତନ ସାଂସଦ ସୁଜିତ କୁମାରଙ୍କ ବୟାନ ପରେ ଜୋର ଧରିଛି ଏ ଦାବି । ସେପଟେ ମମିତାଙ୍କ ଦୋଷୀଙ୍କ