ବିଦ୍ୟୁତ ତାର ଲାଗି ଦୁଇ ଶିଶୁଙ୍କ ମୃତ୍ୟୁ
by Argus News
Sun, Dec 10 | 8:55 a.m.

ଅର୍ଗସ ବ୍ୟୁରୋ: ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ବନାଞ୍ଚଲ ଅନ୍ତର୍ଗତ ସିଂହପାଲି ଗାଁ ନିକଟ ଜଙ୍ଗଲରେ ବଡ଼ ଅଘଟଣ ଘଟିଛି। ବାରହା ଫାଶ ନେଲା ଦୁଇ ନିରୀହ ଶିଶୁଙ୍କ ଜୀବନ। ବାରହା ଶିକାର ପାଇଁ ବିଛାଯାଇଥିବା ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଦୁଇ ନାବାଳକଙ୍କ ମୃତ୍ୟୁ ଘଟିଥିବା ବେଳେ ଜଣେ ଗୁରୁତର ଭାବେ ଉଦ୍ଧାର ହୋଇଛନ୍ତି । ଉକ୍ତ ଦୁଇ ନାବାଳକ ସେମାନଙ୍କ ବାପାଙ୍କ ସହିତ ଜଙ୍ଗଲ ନିକଟରେ ଥିବା କ୍ଷେତକୁ ଧାନ ଜଗିବାକୁ ରାତିରେ ଯାଇଥିଲେ। 

ଫେରିବା ବେଳେ ବିଦ୍ୟୁତ୍ ତାର ଫାଶରେ ଲାଗି ଯାଇଥିଲେ । ମୃତ ଦୁଇ ନାବାଳକ ହେଲେ ହାତିଲିମୁଣ୍ଡା ଗାଁର ଜିତ୍ ଡୁଙ୍ଗ ଡୁଙ୍ଗ ଓ ରମେଶ। ଗୁରୁତର ବାପା ହେଲେ ନବୀନ ଡୁଙ୍ଗ ଡ଼ୁଙ୍ଗ । ବାରମ୍ବାର ଏଭଳି ଅବାଧ ଜନ୍ତୁ ଶିକାର କରାଯାଉଥିବାବେଳେ ବନ ବିଭାଗ ନୀରବ ଦ୍ରଷ୍ଟା ସାଜିଥିବା ଅଭିଯୋଗ ହୋଇଛି। 

ଅଧିକ ପଢ଼ନ୍ତୁ ଓଡ଼ିଶା ଖବର 
 

ସିଏମ୍ କିଷାନ
କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ
ଭୁବନେଶ୍ୱର: ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା। ଇଷ୍ଟଦେବୀଙ୍କୁ ନବାନ୍ନ ଅର୍ପଣ ପରେ ନୁଆଁ ଖାଇବେ ଲୋକେ। କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନା
ଧର୍ମେନ୍ଦ୍ର
ତିନି ଦିନିଆ ଓଡ଼ିଶା ଗସ୍ତରେ ଧର୍ମେନ୍ଦ୍ର
ଭୁବନେଶ୍ୱର: ତିନି ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି କେନ୍ଦ୍ରମନ୍ତ୍ରୀ। ଆଜି ଟ୍ରେନ୍ ଯୋଗ
ମହିଳା ଲାଭାର୍ଥୀ
ଓଡିଶା ଇତିହାସର ଗୋଟିଏ ଯୋଜନାରେ ସବୁଠୁ ଅଧିକ ମହିଳା ଲାଭାର୍ଥୀ
ଭୁବନେଶ୍ୱର: ସୁଭଦ୍ରା, ଓଡ଼ିଶା ଇତିହାସରେ ଗୋଟିଏ ଯୋଜନାରେ ସର୍ବାଧିକ ମହିଳା ଲାଭାର୍ଥୀ । ସାରା ରାଜ୍ୟରେ ଉଛୁଳା ଉତ୍ସାହ । ସୁଭଦ୍ରା ରଥର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, କହିଲେ