କାର କିଣିବାକୁ ଯାଇ 2 ମୃତ
by Argus News
Sun, Feb 25 | 8:40 p.m.

ବାଲେଶ୍ୱର: କାର୍ କିଣିବାକୁ ବାଲେଶ୍ଵର ଶୋ ରୁମକୁ ଆସୁଥିଲେ । ହେଲେ ଦୁର୍ଘଟଣାରେ ଚାଲିଗଲା ଦୁଇ ଅମୂଲ୍ୟ ଜୀବନ । ବାଲେଶ୍ଵର ସଦର ଥାନା ଅଧୀନ ଜାତୀୟ ରାଜପଥ କୁରୁଡା ବ୍ରିଜ ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି । ଦୁର୍ଘଟଣାରେ ଦୁଇ ଜମି ବ୍ୟବସାୟୀଙ୍କ ମୃତ୍ୟୁ ଘଟିଛି । 

ସୋରରୁ ଏକ କାର ଯୋଗେ 4 ଜଣ ଜାତୀୟ ରାଜପଥ କଡ଼ରେ ଥିବା ଏକ କାର ଶୋ ରୁମକୁ ଯାଉଥିଲେ । ହଠାତ କାର ଓ ଟ୍ରକ୍ ମଧ୍ୟରେ ଦୁର୍ଘଟଣା ଘଟିଥିଲା । ଫଳରେ ଦୁଇ ମୃତକ ହେଲେ ଶ୍ରୀକାନ୍ତ ପଣ୍ଡା ଓ ମାୟାଧର ରାଜ ।
 

ସିଏମ୍ କିଷାନ
କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ
ଭୁବନେଶ୍ୱର: ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା। ଇଷ୍ଟଦେବୀଙ୍କୁ ନବାନ୍ନ ଅର୍ପଣ ପରେ ନୁଆଁ ଖାଇବେ ଲୋକେ। କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନା
ଧର୍ମେନ୍ଦ୍ର
ତିନି ଦିନିଆ ଓଡ଼ିଶା ଗସ୍ତରେ ଧର୍ମେନ୍ଦ୍ର
ଭୁବନେଶ୍ୱର: ତିନି ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି କେନ୍ଦ୍ରମନ୍ତ୍ରୀ। ଆଜି ଟ୍ରେନ୍ ଯୋଗ
ମହିଳା ଲାଭାର୍ଥୀ
ଓଡିଶା ଇତିହାସର ଗୋଟିଏ ଯୋଜନାରେ ସବୁଠୁ ଅଧିକ ମହିଳା ଲାଭାର୍ଥୀ
ଭୁବନେଶ୍ୱର: ସୁଭଦ୍ରା, ଓଡ଼ିଶା ଇତିହାସରେ ଗୋଟିଏ ଯୋଜନାରେ ସର୍ବାଧିକ ମହିଳା ଲାଭାର୍ଥୀ । ସାରା ରାଜ୍ୟରେ ଉଛୁଳା ଉତ୍ସାହ । ସୁଭଦ୍ରା ରଥର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, କହିଲେ