ଆଇଡି ବିସ୍ପୋରଣରେ ଦୁଇ ଡିଆରଜି ଯବାନ ଆହତ
by Argus News
Sat, Dec 02 | 11:48 a.m.

ଅର୍ଗସ ବ୍ୟୁରୋ: ନିର୍ବାଚନ ପରେ ଗଣତି ଦିନ ଆତଙ୍କ ସୃଷ୍ଟି କରିବାକୁ ଚେଷ୍ଟା କରିଛନ୍ତି ଲାଲ ବହିନୀ। ଦନ୍ତେଓ୍ବାଡା ଆଇଡି ବିସ୍ଫୋରଣ ଘଟିଛି। ଏହି ବିସ୍ପୋରଣରେ ଦୁଇ ଡିଆରଜି ଯବାନ ଆହତ ହୋଇଛନ୍ତି। 

ଦନ୍ତେୱାଡା ସାତଧାର ବ୍ରିଜ ନିକଟରେ  ବଡ ଧରଣର ied ବିସ୍ପୋରଣ କରିଛନ୍ତି ମାଓବାଦୀ। ଏନେଇ ଦନ୍ତେୱାଡା ଏସପି ଗୌରବ ରାଓ ଘଟଣାସ୍ଥଳକୁ ଅଧିକ ଯବାନଙ୍କୁ ପଠାଇବା ସହ ସ୍ଥାନୀୟ ଅଞ୍ଚଳରେ କୁମ୍ବିଙ୍ଗ ଅପରେସନକୁ ଜୋରଦାର କରିଛନ୍ତି। 

ଅଧିକ ପଢ଼ନ୍ତୁ ଓଡ଼ିଶା ଖବର 
 

ସିଏମ୍ କିଷାନ
କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ
ଭୁବନେଶ୍ୱର: ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା। ଇଷ୍ଟଦେବୀଙ୍କୁ ନବାନ୍ନ ଅର୍ପଣ ପରେ ନୁଆଁ ଖାଇବେ ଲୋକେ। କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନା
ଧର୍ମେନ୍ଦ୍ର
ତିନି ଦିନିଆ ଓଡ଼ିଶା ଗସ୍ତରେ ଧର୍ମେନ୍ଦ୍ର
ଭୁବନେଶ୍ୱର: ତିନି ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି କେନ୍ଦ୍ରମନ୍ତ୍ରୀ। ଆଜି ଟ୍ରେନ୍ ଯୋଗ
ମହିଳା ଲାଭାର୍ଥୀ
ଓଡିଶା ଇତିହାସର ଗୋଟିଏ ଯୋଜନାରେ ସବୁଠୁ ଅଧିକ ମହିଳା ଲାଭାର୍ଥୀ
ଭୁବନେଶ୍ୱର: ସୁଭଦ୍ରା, ଓଡ଼ିଶା ଇତିହାସରେ ଗୋଟିଏ ଯୋଜନାରେ ସର୍ବାଧିକ ମହିଳା ଲାଭାର୍ଥୀ । ସାରା ରାଜ୍ୟରେ ଉଛୁଳା ଉତ୍ସାହ । ସୁଭଦ୍ରା ରଥର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, କହିଲେ