ସ୍କୁଲରୁ ଫେରି ଗାଧୋଇବା ସମୟରେ ବୁଡିଗଲେ ଦୁଇ ସାଙ୍ଗ
by Argus News
Fri, Mar 01 | 8:06 p.m.

ରାୟଗଡା: ନାଗାବଳୀ ନଦୀରେ ବୁଡି ଦୁଇ ନାବାଳିକାଙ୍କ ମୃତ୍ୟୁ । ରାୟଗଡ଼ା ଜିଲ୍ଲା ସlଚାନ୍ଦିଲି ଅଞ୍ଚଳରେ ନାଗାବଳୀ ନଦୀରେ ବୁଡ଼ି ଦୁଇ ଜଣଙ୍କ ମୃତ୍ୟୁ ଘଟିଛି । ପ୍ରଥମେ ତୁଳସା ଅବଦୁଲଙ୍କ ଝିଅ ଅନୁ ଅବଦୁଲକୁ ସ୍ଥାନୀୟ ଲୋକେ ଉଦ୍ଧାର କରି ମେଡ଼ିକାଲ ନେଇଥିଲେ । ସେଠାରେ ଡାକ୍ତର ତାଙ୍କୁ ମୃତ୍ୟୁ ଘୋଷଣା କରିଥିଲେ । 

ନିଖୋଜ ଥିବା ରାଜକୁମାର ସୁନାଙ୍କ ଝିଅ ହେମlବତୀ ସୁନାକୁ ବର୍ତ୍ତମାନ ଅଗ୍ନିଶମ ବିଭାଗ ପକ୍ଷରୁ ଉଦ୍ଧାର କରାଯାଇଥିଲେ ସୁଦ୍ଧା ତାଙ୍କର ମଧ୍ୟ ମୃତ୍ୟୁ ଘଟିଛି । ଅନୁ ଅବଦୁଲଙ୍କ ବୟସ ୧୦ ବର୍ଷ ହୋଇଥିବା ସମୟରେ ହେମlବତୀ ସୁନାଙ୍କ ବୟସ ୧୧ ବର୍ଷ ବୋଲି ଜଣାପଡ଼ିଛି । ସୂଚନା ଅନୁଯାୟୀ ଦୁଇ ସାଙ୍ଗ ସ୍କୁଲରୁ ଫେରି ଗାଧୋଇବା ସମୟରେ ଏପରି ଅଘଟଣ ଘଟିଥିଲା ।
 

ଆହୁରି ପଢନ୍ତୁ ଓଡିଶା ଖବର...

ସିଏମ୍ କିଷାନ
କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ
ଭୁବନେଶ୍ୱର: ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା। ଇଷ୍ଟଦେବୀଙ୍କୁ ନବାନ୍ନ ଅର୍ପଣ ପରେ ନୁଆଁ ଖାଇବେ ଲୋକେ। କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନା
ଧର୍ମେନ୍ଦ୍ର
ତିନି ଦିନିଆ ଓଡ଼ିଶା ଗସ୍ତରେ ଧର୍ମେନ୍ଦ୍ର
ଭୁବନେଶ୍ୱର: ତିନି ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି କେନ୍ଦ୍ରମନ୍ତ୍ରୀ। ଆଜି ଟ୍ରେନ୍ ଯୋଗ
ମହିଳା ଲାଭାର୍ଥୀ
ଓଡିଶା ଇତିହାସର ଗୋଟିଏ ଯୋଜନାରେ ସବୁଠୁ ଅଧିକ ମହିଳା ଲାଭାର୍ଥୀ
ଭୁବନେଶ୍ୱର: ସୁଭଦ୍ରା, ଓଡ଼ିଶା ଇତିହାସରେ ଗୋଟିଏ ଯୋଜନାରେ ସର୍ବାଧିକ ମହିଳା ଲାଭାର୍ଥୀ । ସାରା ରାଜ୍ୟରେ ଉଛୁଳା ଉତ୍ସାହ । ସୁଭଦ୍ରା ରଥର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, କହିଲେ