କାଥୁଆରେ ଯବାନଙ୍କ ଗୁଳିରେ ଟଳିଲେ ୨ ଆତଙ୍କୀ
by Argus News
Sat, Sep 14 | 9:20 a.m.

ଅର୍ଗସ ବ୍ୟୁରୋ: ଜମ୍ମୁ-କାଶ୍ମୀରରେ ପୁଣି ଏନକାଉଣ୍ଟର। ପୃଥକ ଏନକାଉଣ୍ଟରରେ ୨ ସେନା ଯବାନ ସହିଦ ହୋଇଥିବା ବେଳେ ୨ ଆତଙ୍କବାଦୀ ନିହତ ହୋଇଛନ୍ତି । ଜମ୍ମୁ ଓ କାଶ୍ମୀର କାଥୁଆ ସୁରକ୍ଷାବଳଙ୍କ ଗୁଳିରେ ୨ ଆତଙ୍କୀ ଟଳିଛନ୍ତି । ତେବେ କିସ୍ତୱାଡ଼ରେ ଆଉ ଏକ ଏନକାଉଣ୍ଟରରେ ଦୁଇ ସେନା ଯବାନ ସହିଦ ହୋଇଛନ୍ତି । 

ସେହିପରି ଏନକାଉଣ୍ଟରରେ ଅନ୍ୟ ଦୁଇ ଯବାନ ଆହତ ହୋଇଛନ୍ତି । କିସ୍ତୱାଡ ଚଟ ଅଞ୍ଚଳରେ ସୁରକ୍ଷାକର୍ମୀଙ୍କ ପକ୍ଷରୁ ସର୍ଚ୍ଚ ଅପରେସନ ବେଳେ ଗୁଳିବିନିମୟ ହୋଇଛି । ଏହି ସମୟରେ ଆତଙ୍କବାଦୀଙ୍କ ଗୁଳିରେ ୪ ଯବାନ ଆହତ ହୋଇଥିଲେ । ପରେ ଆହତ ଯବାନଙ୍କ ମଧ୍ୟରୁ ୨ ଜଣ ସହିଦ ହୋଇଥିବା ଜଣାପଡ଼ିଛି । ଏନକାଉଣ୍ଟର ପରେ ସ୍ଥାନୀୟ ଅଞ୍ଚଳରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି ।
 

ଆହୁରି ପଢନ୍ତୁ ଭାରତ ଖବର...

ପଞ୍ଚାୟତ ସମିତି
ରୋଷଣୀ କରି ଆସିଲେ ତିର୍ତ୍ତୋଲ ବିଜେଡ଼ି ବିଧାୟକ ରମାକାନ୍ତ ଭୋଇ
ଜଗତସିଂହପୁର: ପଞ୍ଚାୟତ ସମିତି ବୈଠକକୁ ରୋଷଣୀ କରି ଆସିଲେ ତିର୍ତ୍ତୋଲ ବିଜେଡ଼ି ବିଧାୟକ ରମାକାନ୍ତ ଭୋଇ । ତିର୍ତ୍ତୋଲ ବ୍ଲକ ସମ୍ମିଳନୀ କକ୍ଷରେ ଚତୁର୍ଥ ପଞ୍ଚାୟତ ସମିତି ସାଧାର
TUMBBAD
Tumbbad: 2018ରେ ଯେତିକି କମେଇ ଥିଲା ତା ଠୁ ଅଧିକ ରି-ରିଲିଜ୍ ରେ କମେଇ ସାରିଲାଣି
ଅର୍ଗସ ବ୍ୟୁରୋ: Tumbbad । ଏହି ଫିଲ୍ମର ନାଁ ଶୁଣିବା ମାତ୍ରେ ସମସ୍ତଙ୍କ ମୁହଁରେ ଗୋଟିଏ କଥା । ମୁଭି ଟା ମାଷ୍ଟରପିସ୍ । ପୁରା ପୈସା ଅସୁଲ୍ । ଯିଏ ଥରେ ଦେଖିଛି ସିଏ ବାରମ୍ବାର ଦେଖିବାକ
ACCIDENT
ସେନା ଗାଡ଼ି ଓଲଟି 3 BSF ଯବାନ ସହିଦ, 32 ଯବାନ ଆହତ
ଅର୍ଗସ ବ୍ୟୁରୋ: ଜମ୍ମୁ କାଶ୍ମୀରରେ ବଡ଼ ଦୁର୍ଘଟଣା । ବଡ଼ଗାମରେ ସେନା ଗାଡ଼ି ଓଲଟି ପଡ଼ିବାରୁ 3 ଜଣ BSF ଯବାନ ସହିଦ ହେବା ସହ 32 ଯବାନ ଆହତ ହୋଇଛନ୍ତି । ଦୁର୍ଘଟଣା ପରେ ତୁରନ୍ତ 6