ଦୁଇ ଦୁର୍ଦ୍ଦାନ୍ତ ମାଓବାଦୀଙ୍କ ଆତ୍ମସମର୍ପଣ
by Argus News
Sat, Aug 31 | 11:14 a.m.

 ବରଗଡ଼:  ବରଗଡ଼ରେ ଦୁଇ ଦୁର୍ଦ୍ଦାନ୍ତ କ୍ୟାଡ଼ର ମାଓବାଦୀ ଆତ୍ମସମର୍ପଣ କରିଛନ୍ତି । ବିଜାପୁର କ୍ୟାଡର ମାଓବାଦୀ ପୂଜା ତାତି ଓ ସୁକମାର କ୍ୟାଡର ମାଓବାଦୀ ସଇତୁ ପଡ଼ାମଙ୍କ ଆତ୍ମସମର୍ପଣ । ପୂଜା ତାତିଙ୍କ ନାଁରେ ଥିଲା 4 ଲକ୍ଷ ପୁରସ୍କାର । ସଇତୁଙ୍କ ନାଁରେ ଥିଲା ତିନି ଲକ୍ଷ ପୁରସ୍କାର । ଉଭୟ ଗନ୍ଧମାର୍ଦ୍ଦନ ସଂରକ୍ଷିତ ଜଙ୍ଗଲରେ ସକ୍ରିୟ ଥିଲେ ।

ଉତ୍ତରାଞ୍ଚଳ ଆଇଜି ଓ ବରଗଡ଼ ଏସପିଙ୍କ ନିକଟରେ ଆତ୍ମସମର୍ପଣ କରିଛନ୍ତି । ପୂଜା ସଇତୁ ବଖାଣିଲେ ଲାଲ ବାହାନିରେ ମହିଳାଙ୍କ ନିର୍ଯାତନାର କାହାଣୀ । ମାଓବାଦୀଙ୍କ ପାଖରୁ ଅନେକ ମାରଣାସ୍ତ୍ର ମଧ୍ୟ ଜବତ କରିଛି ପୋଲିସ । ଏନେଇ ଉତ୍ତରାଞ୍ଚଳ ଆଇଜି ହିମାଂଶୁ ଲାଲ ପ୍ରେସମିଟ କରି ସୂଚନା ଦେଇଛନ୍ତି । ସେ କହିଛନ୍ତି, ଆମର ମାଓ ଦମନ ଅଭିଯାନ ସବୁବେଳେ ଚାଲିଛି । ଆଗକୁ ମଧ୍ୟ ଏହି ଅଭିଯାନ ଚାଲିବ । ସେହିପରି ଆଇଜି କହିଛନ୍ତି, ମାଓବାଦୀ ମାନେ ସମର୍ପଣ କରନ୍ତୁ ନହେଲେ ନିସ୍ତାର ନାହିଁ ।

ଅଧିକ ପଢନ୍ତୁ ଓଡିଶା ଖବର 

କଂଗ୍ରେସକୁ
କଂଗ୍ରେସକୁ ଜୋରଦାର୍‌ ଝଟ୍‌କା: ଏନସିପିରେ ଯୋଗ ଦେଲେ ବାବା ସିଦ୍ଦିକିଙ୍କ ପୁଅ
ଅର୍ଗସ ବ୍ୟୁରୋ: ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପ୍ରଚାର ମଧ୍ୟରେ କଂଗ୍ରେସକୁ ବଡ଼ ଝଟ୍‌କା ଲାଗିଛି। ତାଙ୍କ ପିତାଙ୍କ ପଥ ଅନୁସରଣ କରି ବରିଷ୍ଠ କଂଗ୍ରେସ ନେତା ବାବା ସିଦ୍ଦିକିଙ୍କ ପୁ
ସଡକ ଦୁର୍ଘଟଣାରେ
ସଡକ ଦୁର୍ଘଟଣାରେ ଯୁବକ ମୃତ
ଅର୍ଗସ ବ୍ୟୁରୋ: ଖଲ୍ଲିକୋଟ ଥାନା ଅନ୍ତର୍ଗତ ଆଇତିପୁର ପଞ୍ଚାୟତର ବଡଖେତା ଗ୍ରାମର ରାଜେଶ ମିଶ୍ର ଓରଫ ମୁନା ଆଜି ଆଇତିପୁର ଗ୍ରାମରୁ ଏକ ସ୍କୁଟି ଚଲାଇ ଦେବୀଝର ଅଭିମୁଖେ ଯାଉଥିଲେ। ତେବ
କୋହଲିଙ୍କୁ
କୋହଲିଙ୍କୁ ନଚାଉଛନ୍ତି ସ୍ପିନର୍ସ: ୨୬ ପାଳିରେ ୨୧ଥର ଆଉଟ୍‌
ଅର୍ଗସ ବ୍ୟୁରୋ: ପୁଣେର ମହାରାଷ୍ଟ୍ର କ୍ରିକେଟ୍ ଆସୋସିଏସନ୍ ଷ୍ଟାଡିୟମ୍‌ରେ ଖେଳାଯାଉଛି ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ତିନି ମ୍ୟାଚ୍ ବିଶିଷ୍ଟ ଟେଷ୍ଟ ସିରିଜ । ଶୁକ୍ରବା