କାରାଗାର ପାଚେରୀ ଡେଇଁ ଦୁଇ କଏଦୀ ଫେରାର 
by Argus News
Sun, Apr 07 | 1:24 p.m.

କଳାହାଣ୍ଡି:  ପୁଣି ଜେଲ୍‌ରେ ଢିଲା ସୁରକ୍ଷା ବ୍ୟବସ୍ଥା । ଯାହାର ଫାଇଦା ଉଠାଉଛନ୍ତି କଏଦୀ । ଆଉ ଜେଲ୍‌ରୁ ମାରୁଛନ୍ତି ଚମ୍ପଟ । କଳାହାଣ୍ଡି ଜିଲ୍ଲା ମୁଖ୍ୟ କାରାଗାର ପାଚେରୀ ଡେଇଁ ଦୁଇ କଏଦୀ ଫେରାର । କଏଦୀଙ୍କ ନାମ ସିକନ୍ଦର ଜାଲ ଓ ନୀଳମଣି ବିଭାର ।

ଦୁଇ ଜଣ ପୋସ୍କୋ ଆକ୍ଟରେ କାରାଗାରରେ ଥିଲେ। ସକାଳୁ ବଗିଚା କାମ କରୁଥିବା ବେଳେ ପାଚେରୀ ଡେଇଁ ଚମ୍ପଟ ମାରିଛନ୍ତି କଏଦୀ । ପୂର୍ବରୁ ବଲାଙ୍ଗିର, ସୁନ୍ଦରଗଡ଼ ଆଉ ଏବେ କଳାହାଣ୍ଡିରୁ ଫେରାର ମାରିଛନ୍ତି କଏଦୀ । ଏଠି ପୋଲିସର ସୁରକ୍ଷା ବ୍ୟବସ୍ଥା ଉପରେ ଉଠିଛି ପ୍ରଶ୍ନବାଚୀ । 

ଅଧିକ ପଢନ୍ତୁ ଓଡ଼ିଶା ଖବର  

ଭୟାବହ ଅଗ୍ନିକାଣ୍ଡ
42m ago
ଅନ୍ନପୂର୍ଣ୍ଣା ଫାଇନାନ୍ସ କାର୍ଯ୍ୟାଳୟରେ ଭୟାବହ ଅଗ୍ନିକାଣ୍ଡ
ବାଲେଶ୍ୱର: ରେମୁଣା ଗୋଲେଇ ସ୍ଥିତ ଅନ୍ନପୂର୍ଣ୍ଣା ଫାଇନାନ୍ସ କାର୍ଯ୍ୟାଳୟରେ ଭୟାବହ ଅଗ୍ନିକାଣ୍ଡ । ସର୍ଟସର୍କିଟରୁ ନିଆଁ ଲାଗିଥିବା ସନ୍ଦେହ କରାଯାଉଛି । ଏହି ଦୁର୍ଘଟଣାର
TANKA
43m ago
ଶଙ୍ଖ ଚିହ୍ନରେ ଭୋଟ ଦେବାକୁ କହି ୨୦୦ ଟଙ୍କା ଦିଆ ଯାଇଛି
ଅର୍ଗସ ବ୍ୟୁରୋ: ର୍ନିବାଚନ ଯେତେ ପାଖେଇ ଆସୁଛି ବର୍ତ୍ତମାନ ସେତେ ଜୋରରେ ପ୍ରଚାର ପ୍ରସାର କରାଯାଉଛି । ଆଉ ଭୋଟରଙ୍କୁ କିଣିବା ପାଇଁ ସଭାରେ ପୁଳା ପୁଳା ଟଙ୍କା ଵଣ୍ଟା ଯାଉଛି । ନବୀନଙ୍
TIGER
53m ago
ଧରାପଡିଲା ସହରୀ ବାଘ
ଅର୍ଗସ ବ୍ୟୁରୋ: ଧରାପଡିଲା ସହରୀ ବାଘ । ଏହା ଏକ କଲରା ପତରିଆ ବାଘ ବୋଲି ପ୍ରତ୍ୟକ୍ଷଦର୍ଶୀ ଙ୍କ ପକ୍ଷରୁ ସୂଚନା ମିଳିଛି । ଆଜି ସକାଳ ୬.୪୦ ମିନିଟ ସମୟରେ ସହରର ଭଞ୍ଜପୁ