କାଶ୍ମୀରରେ ଆତଙ୍କବାଦୀ ବିରୋଧୀ ଅଭିଯାନକୁ ବଡ଼ ସଫଳତା
by Argus News
Wed, May 08 | 7:52 p.m.

ନୂଆଦିଲ୍ଲୀ:  କାଶ୍ମୀରରେ ଆତଙ୍କବାଦୀ ବିରୋଧୀ ଅଭିଯାନକୁ ବଡ଼ ସଫଳତା। ଦକ୍ଷିଣ କାଶ୍ମୀର କୁଲଗାମରେ ଏନକାଉଣ୍ଟରରେ ଦୁଇ ଆତଙ୍କବାଦୀ ସଫା। ଆଉ କିଛି ଲସ୍କର ଆତଙ୍କବାଦୀ ଲୁଚି ରହିଥିବା ସନ୍ଦେହ ।

ସେନା ସୂଚନା ଅନୁସାରେ ମୃତ ଆତଙ୍କବାଦୀଙ୍କ ମଧ୍ୟରେ ପାକିସ୍ତାନ କମାଣ୍ଡୋ ଓ ଲସ୍କର କମାଣ୍ଡର ସାମିଲ। ଅନ୍ୟ ଆତଙ୍କବାଦୀଙ୍କୁ ଧରିବାକୁ ଅପରେସନ ଜାରି ।  
 
ଅଧିକ ପଢନ୍ତୁ ଭାରତ ଖବର 

MODI
19m ago
ପୁଣି ଓଡ଼ିଶାରେ ମୋଦି ଧମାକା
ଅର୍ଗସ ବ୍ୟୁରୋ : ପୁଣି ଓଡ଼ିଶାରେ ମୋଦି ଧମାକା । ଆଜି ସକାଳୁ ସକାଳୁ ଭୁବନେଶ୍ବର ରାଜଭବନରୁ ବାହାରି ପୁରୀ ଅଭିମୁଖେ ଗଲେ ପ୍ରଧାନମନ୍ତ୍ରୀ । ଆଉ କିଛି ସମୟ ପରେ ପୁରୀରେ ପହଞ୍ଚିବେ ମୋଦି
CYCLONE ALERT
33m ago
ପୁଣି ଓଡ଼ିଶାକୁ ବାତ୍ୟା ଭୟ, ବଙ୍ଗୋପସାଗରରେ ବାନ୍ଧୁଛିଦାନା
ଅର୍ଗସ ବ୍ୟୁରୋ : ପୁଣି ଓଡ଼ିଶାକୁ ଭୟ ଦେଖାଇଲାଣି ବାତ୍ୟା । ଆସନ୍ତା ୨୧ ତାରିଖ ବେଳକୁ ଦକ୍ଷିଣ-ପଶ୍ଚିମ ବଙ୍ଗୋପ ସାଗରରେ ସୃ‌ଷ୍ଟି ହୋଇପାରେ ବାତ୍ୟା । ଏହା ଉତ୍ତର-ପୂର୍ବ ଦିଗରେ ଗତ
LOK SABHA POLLS
50m ago
ଆଜି ଦେଶରେ ପଞ୍ଚମ ପର୍ଯ୍ୟାୟ ମତଦାନ
ଅର୍ଗସ ବ୍ୟୁରୋ : ଆଜି ଦେଶରେ ପଞ୍ଚମ ପର୍ଯ୍ୟାୟ ମତଦାନ । ୮ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ୪୯ଟି ଲୋକସଭା ଆସନରେ ହେବ ଭୋଟଗ୍ରହଣ । ଉତ୍ତରପ୍ରଦେଶର ୧୪ ସିଟ୍, ମହାରାଷ୍ଟ୍ର ୧୩ଟି ସିଟ୍