ଗଡ଼ଜାତ ଗାନ୍ଧୀ ସାରଙ୍ଗଧର ଦାସଙ୍କ ଉପରେ ସ୍ମରଣୀୟ ଡାକ ଟିକଟ ଉନ୍ମୋଚନ  କଲେ ଧର୍ମେନ୍ଦ୍ର ପ୍ରଧାନ 
by Argus News
Fri, Feb 23 | 2:13 p.m.

ଢେଙ୍କନାଳ:  ଗଡ଼ଜାତ ଗାନ୍ଧୀ ସାରଙ୍ଗଧର ଦାସଙ୍କ ଉପରେ ସ୍ମରଣୀୟ ଡାକ ଟିକଟ ଉନ୍ମୋଚନ କରିଛନ୍ତି କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏହାସହ ୨୩ଟି ଡାକ ଘରର ଶୁଭ ଉଦ୍ଘାଟନ କରିଛନ୍ତି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ।

ଢେଙ୍କାନାଳ ଜିଲ୍ଲା RTO ଅଫିସ୍ ନିକଟରେ ଥିବା ଜିଲ୍ଲା ଆଡିଟୋରିୟମରେ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଛନ୍ତି କେନ୍ଦ୍ର ମନ୍ତ୍ରୀ । ଏହି କାର୍ଯ୍ୟକ୍ରମରେ କେନ୍ଦ୍ର ଶିକ୍ଷାମନ୍ତ୍ରୀଙ୍କ ସହ ପୂର୍ବତନ ସାଂସଦ ରୁଦ୍ର ନାରାୟଣ ପାଣି ଓ ଅନ୍ୟ ବିଜେପି ନେତା ଯୋଗ ଦେଇଛନ୍ତି ।

ଅଧିକ ପଢନ୍ତୁ  ଓଡ଼ିଶା ଖବର 

ସିଏମ୍ କିଷାନ
କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ
ଭୁବନେଶ୍ୱର: ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା। ଇଷ୍ଟଦେବୀଙ୍କୁ ନବାନ୍ନ ଅର୍ପଣ ପରେ ନୁଆଁ ଖାଇବେ ଲୋକେ। କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନା
ଧର୍ମେନ୍ଦ୍ର
ତିନି ଦିନିଆ ଓଡ଼ିଶା ଗସ୍ତରେ ଧର୍ମେନ୍ଦ୍ର
ଭୁବନେଶ୍ୱର: ତିନି ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି କେନ୍ଦ୍ରମନ୍ତ୍ରୀ। ଆଜି ଟ୍ରେନ୍ ଯୋଗ
ମହିଳା ଲାଭାର୍ଥୀ
ଓଡିଶା ଇତିହାସର ଗୋଟିଏ ଯୋଜନାରେ ସବୁଠୁ ଅଧିକ ମହିଳା ଲାଭାର୍ଥୀ
ଭୁବନେଶ୍ୱର: ସୁଭଦ୍ରା, ଓଡ଼ିଶା ଇତିହାସରେ ଗୋଟିଏ ଯୋଜନାରେ ସର୍ବାଧିକ ମହିଳା ଲାଭାର୍ଥୀ । ସାରା ରାଜ୍ୟରେ ଉଛୁଳା ଉତ୍ସାହ । ସୁଭଦ୍ରା ରଥର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, କହିଲେ