୭ ଦିନିଆ ସିଙ୍ଗାପୁର ଓ ଅଷ୍ଟ୍ରେଲିଆ ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
by Argus News
Mon, Oct 21 | 7:53 a.m.

ଅର୍ଗସ ବ୍ୟୁରୋ:ସୁଦୃଢ ହେବ ଶିକ୍ଷା ସମ୍ପର୍କ। ୭ ଦିନିଆ ସିଙ୍ଗାପୁର ଓ ଅଷ୍ଟ୍ରେଲିଆ ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସିଙ୍ଗାପୁରରେ ପ୍ରବାସୀ ଭାରତୀୟଙ୍କୁ ଭେଟି କଲେ ଆଲୋଚନା। ସିଙ୍ଗାପୁର-ଭାରତ ଭାଗିଦାରୀକୁ ମଜବୁତ୍ କରିବାରେ ପ୍ରବାସୀ ଭାରତୀୟଙ୍କ ଭୂମିକାକୁ କଲେ ପ୍ରଶଂସା। ସିଙ୍ଗାପୁର ଓ ଅଷ୍ଟ୍ରେଲିଆ ଶିକ୍ଷାମନ୍ତ୍ରୀଙ୍କୁ ଭେଟି ଶିକ୍ଷା କ୍ଷେତ୍ରରେ ଦ୍ବିପାକ୍ଷିକ ସ୍ବାର୍ଥର ଗୁରୁତ୍ବପୂର୍ଣ୍ଣ ଦିଗକୁ ନେଇ କରିବେ ଆଲୋଚନା। ଅନ୍ତର୍ଜାତୀୟ ଶିକ୍ଷା ସମ୍ମିଳନୀକୁ ସମ୍ବୋଧିତ କରିବାର ରହିଛି କାର୍ଯ୍ୟକ୍ରମ

AMLA
23m ago
ଆମଲାରେ ଅନେକ ପୋଷକ ତତ୍ତ୍ୱ ରହିଥାଏ ଯାହା ଶରୀରକୁ ସୁସ୍ଥ ରଖେ
ଅର୍ଗସ ବ୍ୟୁରୋ: ବର୍ତ୍ତମାନ ଆମଲା ପ୍ରଚୁର ପରିମାଣରେ ଉପଲବ୍ଧ । ଆମଲା ଏକ ସୁପରଫୁଡ୍ ଠାରୁ କମ୍ ନୁହେଁ । ଏହା ହେଉଛି ଭିଟାମିନ୍ ସି ର ମୁଖ୍ୟ ଉତ୍ସ । ଆମଲାର ସ୍ବାଦ ଖଟା ଏବଂ ଜଡିତ । ଏହା
RELIEF
ରିଲିଫ କମିଶନରଙ୍କ କାର୍ଯ୍ୟାଳୟ ଅଫିସରେ ୨୪ ଘଣ୍ଟିଆ କଣ୍ଟ୍ରୋଲ୍ ରୁମ୍ ଖୋଲା
ଅର୍ଗସ ବ୍ୟୁରୋ: ବାତ୍ୟା ପାଇଁ ଆଲର୍ଟ ମୋଡକୁ ଆସିଲା ରାଜ୍ୟ ସ୍ବତନ୍ତ୍ର ରିଲିଫ କମିଶନରଙ୍କ କାର୍ଯ୍ୟାଳୟ। ଅଫିସରେ ୨୪ ଘଣ୍ଟିଆ କଣ୍ଟ୍ରୋଲ୍ ରୁମ୍ ଖୋଲାଯାଇଛି, ଯେଉଁଠାର
ସମ୍ଭାବ୍ୟ ବାତ୍ୟା
ସମ୍ଭାବ୍ୟ ବାତ୍ୟା ଆଶଙ୍କାରେ ପରିବା ଦର ବୃଦ୍ଧି
ଅର୍ଗସ ବ୍ୟୁରୋ : ସମ୍ଭାବ୍ୟ ବାତ୍ୟା ଆଶଙ୍କାରେ ପରିବା ଦର ବୃଦ୍ଧି । ବାତ୍ୟା ନେଇ ଲୋକେ ଭୟଭୀତ ନହେବାକୁ ପରାମର୍ଶ । ପରିବା ବ୍ୟବସାୟୀ ମହାସଂଘର ସୂଚନା, ଅନ୍ୟ ରାଜ୍ୟରୁ ପରିବା ଆସିବାର