ବୈଠକରେ ଯୋଗ ଦେବେ ଟିଡିପି ମୁଖ୍ୟ ଚନ୍ଦ୍ରବାବୁ ନାଇଡୁ ଓ ଜେଡିୟୁ ନେତା ନୀତିଶ କୁମାର
by Argus News
Wed, Jun 05 | 10:58 a.m.

ଅର୍ଗସ ବ୍ୟୁରୋ: ଆଜି ଏନଡିଏ ମେଣ୍ଟର ଗୁରୁତ୍ୱପୂର୍ଣ୍ଣ ବୈଠକ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ନୂଆଦିଲ୍ଲୀରେ ଏହି ବୈଠକ ହେବ । ବୈଠକରେ ଟିଡିପି ମୁଖ୍ୟ ଚନ୍ଦ୍ରବାବୁ ନାଇଡୁ ଓ ଜେଡିୟୁ ନେତା ନୀତିଶ କୁମାର ଯୋଗ ଦେବେ । ଆଜିର ବୈଠକରେ ଲୋକ ଜନ ଶକ୍ତି ପାର୍ଟି ନେତା ଚିରାଗ ପାଶଓ୍ବାନ ମଧ୍ୟ ଯୋଗ ଦେଇପାରନ୍ତି । ଗତକାଲି ହୋଇଥିବା ଗଣତିରେ 292 ସିଟ୍ ସହ ବିଜେପି ନେତୃତ୍ବାଧୀନ ମେଣ୍ଟକୁ ଦେଶରେ ବହୁମତ ମିଳିଛି ।  ଲଗାତାର ତୃତୀୟ ଥର ପ୍ରଧାନମନ୍ତ୍ରୀ ହୋଇ ଇତିହାସ ରଚିବେ ନରେନ୍ଦ୍ର ମୋଦି ।
 

 

ଦେଶ ବିଦେଶରୁ ମୋଦିଙ୍କୁ ଛୁଟୁଛି ଶୁଭେଚ୍ଛାର ସୁଅ

ଗ୍ୟାସ ସିଲିଣ୍ଡର
ଗ୍ୟାସ ସିଲିଣ୍ଡର ବିସ୍ଫୋରଣ: ୬ ମୃତ
ଅର୍ଗସ ବ୍ୟୁରୋ: ଉତ୍ତର ପ୍ରଦେଶ ସିକନ୍ଦରାବାଦର ଆଶାପୁରୀ କଲୋନୀରେ ଏକ ଘରେ ଘଟିଥିବା ସିଲିଣ୍ଡର ବିସ୍ଫୋରଣରେ ଅତି କମରେ ୬ଜଣଙ୍କର ମୃତ୍ୟୁ ଘଟିଛି। ବୁଲନ୍ଦସହର ଜିଲା ମାଜିଷ୍ଟ୍ରେଟ ଏଏନଆ
ବେଙ୍ଗାଲୁରୁରେ ନିର୍ମାଣ
ବେଙ୍ଗାଲୁରୁରେ ନିର୍ମାଣାଧୀନ କୋଠା ଭୁଶୁଡ଼ିଲା: ଜଣେ ମୃତ
ଅର୍ଗସ ବ୍ୟୁରୋ: ବେଙ୍ଗାଲୁରୁରେ ଗତ କିଛି ଦିନ ହେଲା ପ୍ରବଳ ବର୍ଷା ଜାରି ରହିଛି । ଏଥିପାଇଁ ଜନଜୀବନ ପ୍ରଭାବିତ ହୋଇଛି । ପ୍ରବଳ ବର୍ଷା ଯୋଗୁଁ ସହରରେ ଏକ ନିର୍ମାଣାଧୀନ ବହୁତଳ କୋଠା ଭୁଶୁଡ଼
AUSTRALIA
ଅଷ୍ଟ୍ରେଲିଆରେ କେନ୍ଦ୍ରମନ୍ତ୍ରୀଙ୍କୁ ଭବ୍ୟ ସ୍ୱାଗତ
ଅର୍ଗସ ବ୍ୟୁରୋ: ଅଷ୍ଟ୍ରେଲିଆରେ ପହଞ୍ଚିଲେ କେନ୍ଦ୍ର ଶିକ୍ଷାମନ୍ତ୍ରୀ । ଗତ ଦୁଇ ଦିନ ଧରି ସିଙ୍ଗାପୁରରେ ସମସ୍ତ ସରକାରୀ କାର୍ଯ୍ୟକ୍ରମରେ ଯୋଗଦେବା ପରେ ଆଜି ଅଷ୍ଟ୍ରେଲିଆର ମେଲବର୍ଣ୍ଣର