ଆଜି ଦିନ ୧୨ଟାରେ ତାଳଚେର ଦିନଦୟାଲ ନଗରରେ ପହଂଚିବେ ଧର୍ମେନ୍ଦ୍ର
by Argus News
Tue, Apr 02 | 10:07 a.m.

ଅର୍ଗସ ବ୍ୟୁରୋ:  ଆଜିଠୁ ୪ ଦିନିଆ ଅନୁଗୁଳ ଗସ୍ତରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଆଜି ଦିନ 12ଟାରେ ତାଳଚେର ଦିନଦୟାଲ ନଗରରେ ପହଂଚିବେ ଧର୍ମେନ୍ଦ୍ର ପ୍ରଧାନ । ସେଠାରୁ ଦିନ ୨ ଟାରେ କଣିହାଁ ବ୍ଲକ ଗସ୍ତ କରି ନାଲମ ଗ୍ରାମରେ ପ୍ରଭୁ ନୃସିଂହ ଠାକୁରଙ୍କର ଦର୍ଶନ କରିବା ସହ ପୂଜାର୍ଚ୍ଚନା କରିବେ। ପରେ ଅନୁଗୁଳ ଯାଇ ରାତ୍ରି ଯାପନ କରିବେ। ଏପ୍ରିଲ 3ରେ କେନ୍ଦ୍ରମନ୍ତ୍ରୀ ଅନୁଗୁଳ ବିଜେପି ଜିଲ୍ଲା କାର୍ଯ୍ୟାଳୟରେ ଦଳୀୟ କାର୍ଯ୍ୟକ୍ରମରେ ଯୋଗଦେବେ। ଏପ୍ରିଲ 4ରେ ଜିଲ୍ଲା ବିଜେପି କାର୍ଯ୍ୟାଳୟରେ  ଦିନ ତମାମ ବିଭିନ୍ନ ସାଙ୍ଗଠନିକ କାର୍ଯ୍ୟକ୍ରମରେ ଯୋଗ ଦେବେ ଧର୍ମେନ୍ଦ୍ର ପ୍ରଧାନ ।

ଅନୁଗୁଳ ରେ ରାତ୍ରୀଯାପନ କରିବା ସହ ୫ ଏପ୍ରିଲ ରେ ବଇଂଣ୍ଡାରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବା ସହ ସମ୍ବଲପୁରରେ ରାତ୍ରିଯାପନ କରିବାର କାର୍ଯ୍ୟକ୍ରମ ରହିଛି। କେନ୍ଦ୍ରମନ୍ତ୍ରୀଙ୍କ ଗସ୍ତ ପାଇଁ ବିଜେପି ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି  ।

ଅଧିକ ପଢ଼ନ୍ତୁ ଓଡ଼ିଶା ଖବର: 

SP
13m ago
ସପା ଓ କଂଗ୍ରେସ ମିଳିତ ଭାବେ ଦୁର୍ନୀତିର ଦୋକାନ ଚଳାଇବାକୁ ଚାହୁଁଛନ୍ତି: ମୋଦି
ଅର୍ଗସ ବ୍ୟୁରୋ: ଉତ୍ତର ପ୍ରଦେଶରେ ମୋଦିଙ୍କ ମାରାଥନ ପ୍ରଚାର । ୟୁପିର ଲାଲଗଞ୍ଜ, ଭଦହୀ, ଜୈନପୁର ଓ ଆଜମଗଡ଼ରେ ନିର୍ବାଚନୀ ଜନସଭାରୁ ବିରୋଧୀ ସମାଜବାଦୀ ପାର୍ଟି ସମେତ ଇଣ୍ଡି ମେଣ୍
HIMANTA
28m ago
ପାଣ୍ଡିଆନ୍ ଲୁଚାଇ ରଖିଛନ୍ତି ରତ୍ନଭଣ୍ଡାର ଚାବି: ହିମନ୍ତ ବିଶ୍ୱଶର୍ମା
ଅର୍ଗସ ବ୍ୟୁରୋ: ପାଣ୍ଡିଆନଙ୍କ ନାଁରେ ସଂଗୀନ ଅଭିଯୋଗ ଆଣିଲେ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ବଶର୍ମା । ପାଣ୍ଡିଆନ୍ ଲୁଚାଇ ରଖିଛନ୍ତି ରତ୍ନଭଣ୍ଡାର ଚାବି । ଜଟଣୀ ଛତାବରର
TUKUNI
49m ago
ବିଜେପି କର୍ମୀଙ୍କୁ ଆକ୍ରମଣ କଲେ ଟୁକୁନିଙ୍କ ଗୁଣ୍ଡା !
ଅର୍ଗସ ବ୍ୟୁରୋ: ଟୁକୁନି ସାହୁଙ୍କ ଗୁଣ୍ଡାଙ୍କ ଆତଙ୍କରାଜ୍ ! ବିଜେପି କର୍ମୀଙ୍କୁ ଆକ୍ରମଣ କଲେ ଟୁକୁନିଙ୍କ ଗୁଣ୍ଡା ! ପୁଣି ସୀମା ଟପିଲେ ମନ୍ତ୍ରୀ ଟୁକୁନି ସାହୁଙ୍