ଓଡିଶାରେ କଂଗ୍ରେସର ପୁରା ଟିକେଟ ନବୀନ ହିଁ ବାଣ୍ଟିଛନ୍ତି- ଧର୍ମେନ୍ଦ୍ର ପ୍ରଧାନ
by Argus News
Thu, May 30 | 9:32 p.m.

ଅର୍ଗସ ବ୍ୟୁରୋ: ନ୍ୟୁଜ ଏଜେନ୍ସି ANIକୁ ସ୍ବତନ୍ତ୍ର ସାକ୍ଷାତକାରରେ ନବୀନ ଓ ପାଣ୍ଡିଆନଙ୍କ ଉପରେ ବର୍ଷିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।  25 ବର୍ଷ ପରେ ବି ମୌଳିକ ସୁବିଧା ଯୋଗାଇବାରେ ଫେଲ୍ ମାରିଛି ବିଜେଡି ସରକାର । ଓଡ଼ିଶାରେ ଚାଲିଛି ଆଉଟସୋର୍ସ ସରକାର । ମୁଖ୍ୟମନ୍ତ୍ରୀଙ୍କୁ ଭେଟି ପାରୁ ନାହାନ୍ତି ମୁଖ୍ୟ ଶାସନ ସଚିବ । 

ନବୀନଙ୍କ ରୁମକୁ ସିଧାସଳଖ ଟେଲିଫୋନ ସଂଯୋଗ ନଥିବା କହିଛନ୍ତି ଧର୍ମେନ୍ଦ୍ର । ଓଡ଼ିଶା କାହାର ଜାଗିର ନୁହେଁ, 21 ରୁ 21 ଲୋକସଭା ଓ ବିଧାନସଭାରେ ସ୍ପଷ୍ଟ ବହୁମତ ସହ ବିଜେପି ସରକାର ଗଢ଼ିବ ବୋଲି ଦମ୍ଭୋକ୍ତି ଭରିଛନ୍ତି କେନ୍ଦ୍ରମନ୍ତ୍ରୀ । ମୋଦିଙ୍କ ଉପରେ ଓଡ଼ିଶାବାସୀଙ୍କ ଅତୁଟ ଭରସା ରହିଥିବା କହିଛନ୍ତି ଧର୍ମନ୍ଦ୍ର ।


 

ଉଚ୍ଚ ଜୁଆର
7m ago
ଉଚ୍ଚ ଜୁଆର ମାଡ଼ରେ ଭାଙ୍ଗିଲା ମତ୍ସ୍ୟଜୀବୀଙ୍କ ଆଶ୍ରୟସ୍ଥଳ
ଅର୍ଗସ ବ୍ୟୁରୋ: ଗଞ୍ଜାମରେ ଅଶାନ୍ତ ସମୁଦ୍ର। ଉଚ୍ଚ ଜୁଆର ମାଡ଼ରେ ଭାଙ୍ଗିଲା ମତ୍ସ୍ୟଜୀବୀଙ୍କ ଆଶ୍ରୟସ୍ଥଳ। ଗଞ୍ଜାମ ଜିଲ୍ଲା ଆର୍ଯ୍ୟପଲ୍ଲୀ ସମୁଦ୍ରରେ ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି
ରାଇବଣିଆ ଅଞ୍ଚଳରେ
10m ago
ରାଇବଣିଆ ଅଞ୍ଚଳରେ ୭୦ ଟିକିଆ ଝାଡ଼ଖଣ୍ଡି ହାତୀପଲଙ୍କ ଉପଦ୍ରବ
ଅର୍ଗସ ବ୍ୟୁରୋ: ବାଲେଶ୍ବର ଜିଲ୍ଲା ଜଳେଶ୍ଵର ବ୍ଲକ ରାଇବଣିଆ ଅଞ୍ଚଳରେ ୭୦ ଟିକିଆ ଝାଡ଼ଖଣ୍ଡି ହାତି ପଲର ଉପଦ୍ରବ। ଲୋକେ ଭୟଭୀତ ଅଛନ୍ତି। ସୂଚନା ଅନୁଯାୟୀ ଗତକାଲି ରାତିରେ ରାଇବଣିଆର ଲୁହାପଡ
ଆଜିଠାରୁ ଏକମାସ
ଆଜିଠାରୁ ଏକମାସ ଧରି କାର୍ତ୍ତିକ ବ୍ରତ ପାଳନ କରିବେ ହବିଷ୍ୟାଳି
ଅର୍ଗସ ବ୍ୟୁରୋ: ଆଜିଠାରୁ ଆରମ୍ଭ ହୋଇଛି କାର୍ତ୍ତିକ ବ୍ରତ। 12 ମାସ ମଧ୍ୟରୁ ଧର୍ମ ଓ ପୂଣ୍ୟର ମାସ ହେଉଛି କାର୍ତ୍ତିକ ମାସ। ଏଥିପାଇଁ ଶ୍ରୀକ୍ଷେତ୍ର ସମ୍ପୂର୍ଣ୍ଣ ଚଳଚଞ୍ଚଳ ହୋଇଛି। ସକାଳ