ଭୁବନେଶ୍ୱର ବିମାନବନ୍ଦରରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଭବ୍ୟ ସ୍ଵାଗତ
by Argus News
Tue, Jun 11 | 12:09 p.m.

ଅର୍ଗସ ବ୍ୟୁରୋ: ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଲେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। କେନ୍ଦ୍ରମନ୍ତ୍ରୀ ଭାବେ ଶପଥ ନେବା ପରେ ଏହାହେଉଛି ତାଙ୍କର ପ୍ରଥମ ଓଡ଼ିଶା ଗସ୍ତ। 

କେନ୍ଦ୍ରମନ୍ତ୍ରୀଙ୍କୁ ବିମାନବନ୍ଦରରେ ଭବ୍ୟ ସ୍ବାଗତ କରାଯାଇଛି। ମୋଦୀ ୩.୦ରେ ପୁଣିଥରେ ଦେଶର ଶିକ୍ଷାମନ୍ତ୍ରୀ ଭାବେ ଏକ ଗୁରୁଦାୟିତ୍ଵ ନେଇଛନ୍ତି ଓଡ଼ିଶାର ଗର୍ବ ଧର୍ମେନ୍ଦ୍ର ପ୍ରଧାନ। 

ଅଧିକ ପଢ଼ନ୍ତୁ ରାଜନୀତି ଖବର 
 

ସିଏମ୍ କିଷାନ
କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ
ଭୁବନେଶ୍ୱର: ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା। ଇଷ୍ଟଦେବୀଙ୍କୁ ନବାନ୍ନ ଅର୍ପଣ ପରେ ନୁଆଁ ଖାଇବେ ଲୋକେ। କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନା
ଧର୍ମେନ୍ଦ୍ର
ତିନି ଦିନିଆ ଓଡ଼ିଶା ଗସ୍ତରେ ଧର୍ମେନ୍ଦ୍ର
ଭୁବନେଶ୍ୱର: ତିନି ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି କେନ୍ଦ୍ରମନ୍ତ୍ରୀ। ଆଜି ଟ୍ରେନ୍ ଯୋଗ
ମହିଳା ଲାଭାର୍ଥୀ
ଓଡିଶା ଇତିହାସର ଗୋଟିଏ ଯୋଜନାରେ ସବୁଠୁ ଅଧିକ ମହିଳା ଲାଭାର୍ଥୀ
ଭୁବନେଶ୍ୱର: ସୁଭଦ୍ରା, ଓଡ଼ିଶା ଇତିହାସରେ ଗୋଟିଏ ଯୋଜନାରେ ସର୍ବାଧିକ ମହିଳା ଲାଭାର୍ଥୀ । ସାରା ରାଜ୍ୟରେ ଉଛୁଳା ଉତ୍ସାହ । ସୁଭଦ୍ରା ରଥର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, କହିଲେ